Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ...

  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ...

  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ...

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ...

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

ରାଜ୍ୟ
Home ›› ରାଜ୍ୟ ››ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍

2021-12-22 02:55:37
14726
Share:
Facebook
Twitter
E-Mail
WhatsApp
Telegram
ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍

ରାଜଧାନୀ ଭୁବନେଶ୍ୱରକୁ ପୁଣି ଥରେ ଫେରିଛି କଣ୍ଟେନମେଣ୍ଟ ଜୋନ୍ । ବମିଖାଲ ଜୟଦୁର୍ଗା ନଗର ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛି ଭୁବନେଶ୍ଵର ମହାନଗର ନିଗମ (ବିଏମସି)। ଜୟଦୁର୍ଗାନଗରର ପ୍ଲଟ ନଂ ୧୩୦୩/୧୩୦୪ରେ ଏକାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହାକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ସେହିପରି ଭୁବନେଶ୍ୱର ଭିଏସଏସ ନଗର ଅଞ୍ଚଳରେ ମଧ୍ୟ ଏକାଧିକ ପଜିଟିଭ୍ ଚିହ୍ନଟ ପରେ ୱାର୍ଡ ନମ୍ବର ୧୧କୁ କଣ୍ଟେନମେଣ୍ଟ ଜୋନ୍ କରାଯାଇଛି ।


ଭୁବନେଶ୍ଵର ମହାନଗର ନିଗମର ନିର୍ଦ୍ଦେଶ ଅନୁଯାୟୀ, କଣ୍ଟେନମେଣ୍ଟ ଜୋନରୁ କେହି ବାହାରକୁ ଯାଇପାରିବେ ନାହିଁ କି ପ୍ରବେଶ କରିବେ ନାହିଁ । ସମସ୍ତ ଅତ୍ୟାବଶ୍ୟକୀୟ ସେବା ଯୋଗାଇଦେବ ବିଏମସି | ଏହାସହିତ ଏହି ଅଂଚଳ ର ନିବାସୀ ୯୩୩୮୭୩୩୬୪୧ ନମ୍ବରରେ କଲ୍ କରି ଔଷଧ୍ୟ ଓ ଅନ୍ୟ ଅତ୍ୟାବଶ୍ୟକୀୟ ଜିନିଷ ମଗାଇ ପାରିବେ ।


ଏହିଠାରେ  ସୂଚନା ଯେ ଓଡ଼ିଶାରେ ଗତକାଲି ଚିହ୍ନଟ ହୋଇଛି ପ୍ରଥମ ଓମିକ୍ରନ । ୨ଜଣଙ୍କ ଠାରେ ଓମିକ୍ରନ ଭୂତାଣୁ ଥିବା ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି । ଜଣେ ନାଇଜେରିଆରୁ ଏବଂ ଅନ୍ୟ ଜଣେ କାତାରରୁ ଓଡ଼ିଶା ଫେରିଥିଲେ । ଜିନମ ସ୍ୱିକେନ୍ସିଂ ପରେ ଓମିକ୍ରନ ଭୁତାଣୁ ଚିହ୍ନଟ ହୋଇଥିବା ଜଣାପଡିଛି । ୭ଜଣଙ୍କ ନମୂନା ଜିନମ ସିକ୍ୱେନ୍ସିଂ ପାଇଁ ଆଇଏଲଏସକୁ ପଠାଯାଇଥିଲା । ଏମାନଙ୍କ ମଧ୍ୟରୁ ୪ଜଣଙ୍କ ନମୂନା ନେଗେଟିଭ ଆସିଥିବା ବେଳେ ୩ଜଣଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଥିଲା । ନାଇଜେରିଆ ଫେରନ୍ତା ବ୍ୟକ୍ତି କଟକରରୁ ଚିହ୍ନଟ ହୋଇଥିବା ବେଳେ ତାଙ୍କ ଘର ଜଗତସିଂହପୁର ଜିଲ୍ଲାର ଏରସମା ଅଞ୍ଚଳରେ ବୋଲି ଜଣାପଡ଼ିଛି। ସେହିପରି ଅନ୍ୟ ଜଣଙ୍କ ଘର ଖୋର୍ଦ୍ଧା ଜିଲ୍ଲାର ବୋଲି ସୂଚନା ମିଳିଛି। ଓମିକ୍ରନ ପଜିଟିଭ୍ ହୋଇଥିବା ଦୁଇ ପୁରୁଷଙ୍କ ମଧ୍ୟରୁ ଜଣଙ୍କର ବୟସ ୪୧ ଆଉ ଜଣଙ୍କର ବୟସ ୪୩ ବୋଲି ସୂଚନା ମିଳିଛି। 

Powered by Froala Editor

Tags covid , bmc , containment zone , omicron ,

Related articles Odisha News Lens 4.1

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14776
    Jul 11, 2026
  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ
    ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13556
    Jul 12, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି
    ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13925
    Jul 11, 2026
  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15072
    Jul 12, 2026
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15418
    Jul 12, 2026
  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ
    ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14163
    Jul 12, 2026
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ
    ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14071
    Jul 12, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15250
    Jul 12, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14469
    Jul 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14231
    Jul 12, 2026
  • ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13556
    Jul 12, 2026
  • ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14469
    Jul 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16972
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17584
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17638
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18038
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14231
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14726
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15551
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15660
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15473
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15842
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15710
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13817
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14937
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14231
    Jul 12, 2026
  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13556
    Jul 12, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15250
    Jul 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In