Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ...

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ ...

  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ...

  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ...

  • ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

  • ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ...

  • ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ...

  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ...

ରାଜନୀତି
Home ›› ରାଜନୀତି ››ୟୁପିବାସୀଙ୍କ ଆଶୀର୍ବାଦ ସର୍ବଦା ପ୍ରଧାନମନ୍ତ୍ରୀ ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସହ ରହିଛି : ଧର୍ମେନ୍ଦ୍ର ପ୍ରଧାନ

ୟୁପିବାସୀଙ୍କ ଆଶୀର୍ବାଦ ସର୍ବଦା ପ୍ରଧାନମନ୍ତ୍ରୀ ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସହ ରହିଛି : ଧର୍ମେନ୍ଦ୍ର ପ୍ରଧାନ

2021-12-22 03:11:21
15224
Share:
Facebook
Twitter
E-Mail
WhatsApp
Telegram
ୟୁପିବାସୀଙ୍କ ଆଶୀର୍ବାଦ ସର୍ବଦା ପ୍ରଧାନମନ୍ତ୍ରୀ ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସହ ରହିଛି : ଧର୍ମେନ୍ଦ୍ର ପ୍ରଧାନ

ଉତରପ୍ରଦେଶର ନାଗରିକଙ୍କ ଆଶୀର୍ବାଦ ସର୍ବଦା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ରହିଛି । ୟୁପିରେ ବିଜେପିର ଡବଲ ଇଞ୍ଜିନ ସରକାର ଲୋକଙ୍କ ଜୀବନଶୈଳିକୁ ପରିବର୍ତନ କରିଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ୟୁପିର ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ ।


ଉତରପ୍ରଦେଶର ମଉ ଜିଲ୍ଲା ସ୍ଥିତ ଘୋସୀ ସମେତ ବିଭିନ୍ନ ସ୍ଥାନରେ ଦଳ ପକ୍ଷରୁ ଆୟୋଜିତ ‘ଜନ ବିଶ୍ୱାସ ଯାତ୍ରା’ରେ ସାମିଲ ହୋଇ କେନ୍ଦ୍ରମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାରାଥନ ନିର୍ବାଚନୀ ପ୍ରଚାର କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉଫରେ ଉତର ପ୍ରଦେଶ ବାସୀ ଆସ୍ଥାପ୍ରକଟ କରିଛନ୍ତି । ବିଜେପିର ଡବଲ ଇଞ୍ଜିନ ସରକାର ପ୍ରଦେଶର ଲୋକଙ୍କୁ ଜନଧନ ଖାତାରେ ସିଧାସଳଖ ଟଙ୍କା ପଠାଇବା ସହ ପକ୍କା ଘର ନିର୍ମାଣ କରିବା ପାଇଁ ଟଙ୍କା ଦେଇଛି । ସୌଭାଗ୍ୟ ଯୋଜନାରେ ବିଜୁଳି, ଉଜ୍ଜଳା ଯୋଜନାରେ ଗ୍ୟାସ କନେକ୍ସନ, କରୋନା ସମୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ମାଗଣା ଖାଦ୍ୟାନ୍ନ, ଆୟୁଷ୍ମାନ ଭାରତରେ ସ୍ୱାସ୍ଥ୍ୟର ସୁରକ୍ଷା ପ୍ରଦାନ କରିଛି । ମୋଦିଜୀ ଯୋଗୀଜୀ ନାଗରିକଙ୍କୁ ସ୍ୱାଭିମାନ ଦ୍ୱାରା ଜୀବନଯାପନ କରିବାର ସୁଯୋଗ ଦେଇଛନ୍ତି । ମୋଦି ଏବଂ ଯୋଗୀ ସରକାର ଗରିବ, ବଂଚିତ, ଦଳିତ, ମହିଳା ଏବଂ ଯୁବପିଢିଙ୍କୁ କେନ୍ଦ୍ରବିନ୍ଦୁରେ କାମ କରୁଥିବା ସରକାର ।


ଜନଆଶୀର୍ବାଦ କାରଣରୁ ଚା’ ବିକୁଥିବା ବିକ୍ରି କରୁଥିବା ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହୋଇପାରିଛନ୍ତି । ‘ସବକା ସାଥ୍‌, ବିକାଶ, ସବକା ବିଶ୍ୱାସ ଓ ସବକା ପ୍ରୟାସ’ ମନ୍ତ୍ରରେ ଦଳ ଆଗକୁ ବଢ଼ୁଛି । କରୋନା ସମୟରେ ବିଶ୍ୱ ଦୋଛକିରେ ଛିଡ଼ା ହୋଇଥିଲା । ସେହି ସମୟରେ ଉତର ପ୍ରଦେଶ ଭଳି ବଡ଼ ରାଜ୍ୟରେ ଗରିବ, ଅସହାୟ, ଚାଷୀ ଓ ମହିଳା ଲୋକଙ୍କୁ ଆର୍ôଥକ ସାହାଯ୍ୟ ଓ ସହଯୋଗ ଦିଆଯାଇଛି । ମୋଦି ସରକାରରେ ଉତରପ୍ରଦେଶ ନାଗରିକ ଆଜି ସୁରକ୍ଷିତ ଅଛନ୍ତି । କଂଗ୍ରେସ କ୍ଷମତାରେ ସମୟରେ ଦିଲ୍ଲୀରୁ ଆସୁଥିବା ପଇସା ଲୋକଙ୍କ ପାଖରେ ଠିକ୍‌ରେ ପହଁଚୁନଥିଲା । ମାତ୍ର ଆଜି ମୋଦି ସରକାରଙ୍କ ଜନଧନ ଭଳି ଅନେକ ଯୋଜନାରେ ଲୋକଙ୍କ ପାଖରେ ସିଧାସଳଖ ଟଙ୍କା ପହଁଚିପାରୁଛି । ଡବଲ ଇଞ୍ଜିନ ସରକାର ଯୋଗୁଁ ହିଁ ଏହା ସମ୍ଭବ ହୋଇପାରିଛି । ଆଜି ମୋଦି ଓ ଯୋଗୀଙ୍କ ସରକାରରେ ଗୁଣ୍ଡାଗର୍ଦ୍ଦି କରୁଥିବା ଲୋକ ଜେଲରେ ଅଛି । ଆଜିର ସରକାର ବିକାଶ, ଉନ୍ନୟନମୂଳକ କାର୍ଯ୍ୟର ଏବଂ ସମସ୍ତଙ୍କୁ ସୁରକ୍ଷା ଦେବାର ସରକାର ହେବା ଦରକାର । ଯାହା ପ୍ରଧାନମନ୍ତ୍ରୀ ମୋଦି ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରି ଦେଖାଇଛନ୍ତି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

Powered by Froala Editor

Tags dharmendra pradhan , bjp odisha

Related articles Odisha News Lens 4.1

  • ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ୯ଟା ସୁଦ୍ଧା ୧୮.୩୯ ପ୍ରତିଶତ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ୯ଟା ସୁଦ୍ଧା ୧୮.୩୯ ପ୍ରତିଶତ ...

    14571
    Apr 29, 2026
  • ଏକଜିଟ୍ ପୋଲ୍ ରିପୋର୍ଟ :  ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି
    ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    14939
    Apr 29, 2026
  • ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା
    ଦେଶ-ଦେଶାନ୍ତର

    ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

    15048
    Apr 29, 2026
  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ
    ଦେଶ-ଦେଶାନ୍ତର

    ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ

    14701
    Apr 29, 2026
  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ
    ଦେଶ-ଦେଶାନ୍ତର

    ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ

    14116
    Apr 28, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    14942
    Apr 29, 2026
  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ
    ଦେଶ-ଦେଶାନ୍ତର

    ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ

    13983
    Apr 29, 2026
  •  ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା
    ଦେଶ-ଦେଶାନ୍ତର

    ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା

    14536
    Apr 28, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ
    ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13514
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା

    14536
    Apr 28, 2026
  • ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    14939
    Apr 29, 2026
  • ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    14942
    Apr 29, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17446
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17495
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17854
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16324
    Apr 03, 2021

ବିଶେଷ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13514
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15940
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15920
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14541
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14343
    Apr 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15364
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15097
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15595
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13901
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ

    14116
    Apr 28, 2026
  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ

    13983
    Apr 29, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14385
    Apr 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In