Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ମାସକରେ ୧୫ ହଜାର ଖସିଲାଣି ସୁନା

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

ରାଜନୀତି
Home ›› ରାଜନୀତି ››ପିସିସି ପକ୍ଷରୁ ରାଜ୍ୟସ୍ତରୀୟ ବାଂଲାଦେଶ ମୁକ୍ତି ସଂଗ୍ରାମ -୧୯୭୧ ର ୫୦ତମ ପୂର୍ତି ଉତ୍ସବ ପାଳିତ

ପିସିସି ପକ୍ଷରୁ ରାଜ୍ୟସ୍ତରୀୟ ବାଂଲାଦେଶ ମୁକ୍ତି ସଂଗ୍ରାମ -୧୯୭୧ ର ୫୦ତମ ପୂର୍ତି ଉତ୍ସବ ପାଳିତ

2021-12-22 03:13:39
15800
Share:
Facebook
Twitter
E-Mail
WhatsApp
Telegram
ପିସିସି ପକ୍ଷରୁ ରାଜ୍ୟସ୍ତରୀୟ ବାଂଲାଦେଶ ମୁକ୍ତି ସଂଗ୍ରାମ -୧୯୭୧ ର ୫୦ତମ ପୂର୍ତି ଉତ୍ସବ ପାଳିତ

ଭୁବନେଶ୍ୱର - ବାଂଲାଦେଶ ମୁକ୍ତି ସଂଗ୍ରାମ -୧୯୭୧ ର ୫୦ତମ ପୂର୍ତି ଉତ୍ସବ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ଓଡ଼ିଶା ପ୍ରଦେଶ କଂଗ୍ରେସ ବାଂଲାଦେଶ ମୁକ୍ତି ସଂଗ୍ରାମ -୧୯୭୧ କମିଟିର ଅଧ୍ୟକ୍ଷ ପୂର୍ବତନ ବିଧାୟକ ଡ. ଦେବାଶିଷ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକ ପ୍ରାରମ୍ଭରେ ତ୍ତ୍ୱପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଏବଂ ବାଂଲାଦେଶ ଯୁଦ୍ଧରେ ଅଂଶଗ୍ରହଣ କରିଥିବା ଓଡ଼ିଶାର ବିର ଯୋଦ୍ଧାମାନେ ପ୍ରଦୀପ ପ୍ରଜ୍ୱଳନ କରି ବୈଠକକୁ ଉଦ୍‌ଘାଟନ କରିଥିଲେ । 

ଯୁଦ୍ଧରେ ନିଜର ଅନୁଭୁତି ବର୍ଣ୍ଣନା କରି  ବରେଣ୍ୟ ଅତିଥି ଭାବେ ଯୋଗଦେଇ ସର୍ବଶ୍ରୀ ମେଜର ଜେନେରାଲ ବିକାଶ ମହାନ୍ତି, ଲେପ୍ଟେନାଂଟ କର୍ଣ୍ଣଲ ଶିବରାମ ଶତପଥି, କ୍ୟାପଟେନ ଦୁର୍ଯ୍ୟୋଧନ ମହାନ୍ତି ପ୍ରମୁଖ ତତ୍‌କାଳୀନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ଦୃଢ଼ ନିଷ୍ପତି ଓ ନେତୃତ୍ୱର ଭୂୟସୀ ପ୍ରଶଂସା କରିଥିଲେ । ଶ୍ରୀମତୀ ଗାନ୍ଧୀ ନେଉଥିବା ନିଷ୍ପତିରୁ କେବେ ବିଚ୍ୟୁତ ହୁଅନ୍ତି ନାହିଁ ବୋଲି ସେମାନେ କହିଥିଲେ । ନିଜ ନିଜର ଯୁଦ୍ଧ ଅନୁଭୁତି ବର୍ଣ୍ଣନା କରି ଉପସ୍ଥିତ କଂଗ୍ରେସ ନେତା ଓ କର୍ମୀମାନଙ୍କୁ ଦେଶପ୍ରୀତିର ଭାବଗର୍ଭକ ପରାକାଷ୍ଠା ବର୍ଣ୍ଣନା କରିଥିଲେ । ଫକୀର ମୋହନ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ କୂଳପତି ତଥା ବିଶିଷ୍ଟ ଶିକ୍ଷାବିତ ଶ୍ରୀଯୁକ୍ତ କୁମରବର ଦାସ ମୁଖ୍ୟବକ୍ତା ଭାବେ ଯୋଗଦେଇ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ଦୃଢ଼ ନିଷ୍ପତି ଓ ବଳିଷ୍ଠ ନେତୃତ୍ୱ ବଳରେ ପୂର୍ବ ପାକିସ୍ଥାନ ଓ ପଶ୍ଚିମ ପାକିସ୍ଥାନ ମଧ୍ୟରେ ଲାଗିରହିଥିବା ଦ୍ୱନ୍ଦ ଓ ଲଢ଼େର ଅବସାନ ଘଟାଇ ବାଲାଂଦେଶ ତିଆରି କରିପାରିଥିଲେ ବୋଲି କହିଥିଲେ ।  

        ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ କହିଲେ ଯେ ଆପଣମାନେ ଯେଭଳି ଭାବରେ ଆପଣଙ୍କର ମୂଲ୍ୟବାନ ଅନୁଭୂତି ଓ ପରାମର୍ଶ ଦେଇଛନ୍ତି ସେଥିପାଇଁ ଆପଣଙ୍କୁ ଧନ୍ୟବାଦ ଜଣାଉଛି । ପ୍ରତିବର୍ଷ ଏହି ଉତ୍ସବକୁ ପିସିସି ପକ୍ଷରୁ ଭଲ ଭାବରେ ପାଳନ କରାଯିବ ବୋଲି ସେ କହିଥିଲେ । ହିନ୍ଦୁ ଓ ହିନ୍ଦୁତ୍ୱ ପ୍ରସଙ୍ଗରେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ କହିଥିଲେ ଯେ ଏବେ ହିନ୍ଦୁ ଓ ହିନ୍ଦୁତ୍ୱକୁ ନେଇ ଦେଶର ଜନସାଧାରଣଙ୍କୁ ବିଭ୍ରାନ୍ତ କରାଯାଉଛି । ହିନ୍ଦୁ, ହିନ୍ଦୁତ୍ୱ ଓ ଭାରତୀୟତା ଭିତରେ ସାମାନ୍ୟ ମାତ୍ର ପାର୍ଥକ୍ୟ ନାହିଁ ବୋଲି ଶ୍ରୀ ପଟ୍ଟନାୟକ ସ୍ପଷ୍ଟ କରିଥିଲେ । ମାତ୍ର କିଛି ନ୍ୟସ୍ତସ୍ୱାର୍ଥ ଗୋଷ୍ଠୀ ହିନ୍ଦୁତ୍ୱକୁ ନେଇ ବିଭେଦ ସୃଷ୍ଟି କରିବାପାଇଁ ଷଡ଼ଯନ୍ତ୍ର କରୁଛନ୍ତି । ସ୍ନେହ, ଶ୍ରଦ୍ଧା, ପ୍ରେମ ଓ ଭାତୃତ୍ୱ ତଥା ବସୁଦୈବ କୁଟୁମ୍ବକମ ହେଉଛି ହିନ୍ଦୁତ୍ୱର ମୂଳମନ୍ତ୍ର । ହିନ୍ଦୁତ୍ୱ ବିଶେଷକରି ମାନବବାଦ ଉପରେ ପ୍ରାଧାନ୍ୟ ଦେଇଥାଏ । କଂଗ୍ରେସ ଦଳ ହିନ୍ଦୁତ୍ୱକୁ ମାନବଜାତିର ଧର୍ମ ରୂପେ ପ୍ରଚାର କରୁଥିବାବେଳେ ହିନ୍ଦୁତ୍ୱକୁ ସଂକୀର୍ଣ୍ଣତା ଭିତରେ ରଖିବା ପାଇଁ ଆଉ ଏକ ଦଳ ପ୍ରଚେଷ୍ଟା କରୁଛି । ଯାହାକି ସମ୍ଭବ ହୋଇପାରିବ ନାହିଁ । ଏହି ଅବସରରେ ୧୯୭୧ ବାଂଲାଦେଶ ଯୁଦ୍ଧରେ ଅଂଶଗ୍ରହଣ କରିଥିବା ମେଜର ଜେନେରାଲ ଶ୍ରୀଯୁକ୍ତ ମହାନ୍ତି,  ଲେପ୍ଟେନାଂଟ କର୍ଣ୍ଣଲ ଶ୍ରୀଯୁକ୍ତ ଶତପଥି, କ୍ୟାପଟେନ ଶ୍ରୀଯୁକ୍ତ ମହାନ୍ତି ଏବଂ ପୂର୍ବତନ ସୈନିକ କାର୍ତିକେଶ୍ୱର ସାହୁ ଓ ପ୍ରାକ୍ତନ କୂଳପତି ଶ୍ରୀଯୁକ୍ତ ଦାସଙ୍କୁ ମୁଖ୍ୟ ଅତିଥି ପିସିସି ସଭାପତି ଶ୍ରୀଯୁକ୍ତ ପଟ୍ଟନାୟକ ପୁଷ୍ପଗୁଚ୍ଛ ଓ ଉତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ ।     ଆଜିର କାର୍ଯ୍ୟକ୍ରମକୁ କମିଟିର ସଂଯୋଜକ ଶ୍ରୀ ପଦ୍ମାକର ଗୁରୁ ପରିଚାଳନା କରିଥିଲେ ଓ ଶେଷରେ ଅଶୋକ ଦାସ ଧନ୍ୟବାଦ ଅର୍ପଣ କରିଥିଲେ । ପରେ ଜାତୀୟ ସଂଗୀତ ଗାନ କରାଯାଇ ସଭାସାଂଗ ହୋଇଥିଲା । 

        ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ନରସିଂହ ମିଶ୍ର, ପୂର୍ବତନ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ, ଏଆଇସିସି ସଂପାଦକ ଶ୍ରୀ ଶରତ ରାଉତ, କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ରାମଚନ୍ଦ୍ର ଖୁଂଟିଆ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ଦେବେନ୍ଦ୍ର ନାଥ ଶର୍ମା, ମନୋରଞ୍ଜନ ଦାଶ, ବିଶ୍ୱଜିତ ଦାଶ, ଜାନକୀ ବଲ୍ଲଭ ପଟ୍ଟନାୟକ, ଜ୍ଞାନଦେବ ବେଉରା, ଚିନ୍ମୟ ପ୍ରସାଦ ବେହୁରା, ସୁବ୍ରତ ମହାପାତ୍ର, ବିସ୍ମୟ ମହାପାତ୍ର, ଅଶୋକ ଦାସ, ଅମିୟ ପାଣ୍ଡବ, ମନୋରଞ୍ଜନ ରାଉତରାୟ, ଦୀପକ କୁମାର ମହାପାତ୍ର, ଆଶିଷ ମଲ୍ଲିକ, ପ୍ରକାଶ ମିଶ୍ର, ସୁବାଶ ପ୍ରଧାନ, ଜୟକୃଷ୍ଣ ମଲ୍ଲିଆ, ସତ୍ୟବ୍ରତ ନାୟକ, ଜୟକୃଷ୍ଣ ସୁବୁଦ୍ଧି, ଆଲୋକ ଲେଙ୍କା, ନଳିନୀ କାନ୍ତ ନାୟକ,  ସ୍ୱାଧୀନବାଳା ଦାସ, ସୂର୍ଯ୍ୟକାନ୍ତି ବାଗ, ମମତା କୁଣ୍ଡୁ, ମୋନାଲିସା ଦାସ,  ନିରଦ ବରଣ ଖୁଂଟିଆ, ମିହିର ଆଚାର୍ଯ୍ୟ,  ନାସିର ଅହମ୍ମଦ, ପ୍ରଫୁଲ୍ଲ ଦାସ, କୈଳାସ ସାହୁ, ଲିଙ୍ଗରାଜ ସାହୁ, ଏମଡି ଶାହାଦୁଲ୍ଲା, ମଂଟୁ ମଲ୍ଲିକ, ସାଗର ପରିଡ଼ା, ମୋହନ ଜେନା, ରାଜକିଶୋର ବାରିକ, ବିଜୟ କୁମାର ଦାସ ଙ୍କ ସମେତ ବହୁ କଂଗ୍ରେସ ନେତୃବୃନ୍ଦ ଓ ଅବସରପ୍ରାପ୍ତ ବହୁ ନୌସେନା, ସ୍ଥଳସେନା, ବାୟୁସେନା ର ସେନାଧିକାରୀମାନେ ଉପସ୍ଥିତ ଥିଲେ ।

Powered by Froala Editor

Tags pcc , odisha congress , congress

Related articles Odisha News Lens 4.1

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14682
    Jul 02, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15161
    Jul 01, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15579
    Jul 02, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା
    ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    14238
    Jul 01, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14477
    Jul 03, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13697
    Jul 01, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15247
    Jul 01, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14144
    Jul 02, 2026
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15583
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14795
    Jul 01, 2026
  • ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15583
    Jul 01, 2026
  • ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    14238
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16960
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17572
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17623
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18020
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14477
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14503
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14271
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15891
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15764
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15440
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14901
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14795
    Jul 01, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14238
    Jul 01, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15579
    Jul 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In