Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, February 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇ-ମ୍ୟାଜିକ୍ ବକ୍ସ ଆପ୍ ଲଞ୍ଚ କଲା NCERT

  • ରୋବୋଡଗ୍‌ ବିବାଦ : ଏକ୍ସପୋରୁ ବାଦ୍‌ ...

  • ପୋଲ ଉପରୁ ଡେଇଁଲେ ମହିଳା

  • ଦୁଇ ଆଫ୍ରିକୀୟ ଦେଶରେ ଯୁଦ୍ଧ ଆଶଙ୍କା

  • ଦୁର୍ଘଟଣାରେ ଗର୍ଭବତୀ ସ୍ତ୍ରୀର ମୃତ୍ୟୁ

  • ୟୁଟ୍ୟୁବ୍‌ ଡାଉନ୍, ଡାଉନଲୋଡ ହେଉନାହିଁ ...

  • ଅନେକ ଦେଶର ରାଷ୍ଟ୍ରମୁଖ୍ୟଙ୍କ ସହ ...

  • ରାହୁଲ ଗାନ୍ଧୀଙ୍କ ଆଚରଣ ପିଲାଳିଆ ଏବଂ ...

  • ଶିକ୍ଷା କ୍ଷେତ୍ରରେ ଏଆଇର ବ୍ୟବହାର ଏବଂ ...

  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

Home ›› ››ରାଜ୍ୟରେ ୧୮୩ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୧୮୩ କରୋନା ସଂକ୍ରମିତ ଚିହ୍ନଟ

2021-12-22 05:59:06
15368
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ୧୮୩ କରୋନା ସଂକ୍ରମିତ ଚିହ୍ନଟ


ଭୁବନେଶ୍ଵର: ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୩୪୯ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୦ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୨୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୨୮୭୫ଜଣ ସୁସ୍ଥ ହୋଇଛନ୍ତି । 

Powered by Froala Editor

Tags Corona

Related articles Odisha News Lens 4.1

  • ରୋବୋଡଗ୍‌ ବିବାଦ : ଏକ୍ସପୋରୁ ବାଦ୍‌ ପଡ଼ିଲା ଗଲଗୋଟିଆ ବିଶ୍ବବିଦ୍ୟାଳୟ
    ଦେଶ-ଦେଶାନ୍ତର

    ରୋବୋଡଗ୍‌ ବିବାଦ : ଏକ୍ସପୋରୁ ବାଦ୍‌ ପଡ଼ିଲା ଗଲଗୋଟିଆ ବିଶ୍ବବିଦ୍ୟାଳୟ

    15412
    Feb 18, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ
    ବିଶେଷ

    କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    14854
    Feb 18, 2026
  • ପୋଲ ଉପରୁ ଡେଇଁଲେ ମହିଳା
    ଜିଲ୍ଲା ପରିକ୍ରମା

    ପୋଲ ଉପରୁ ଡେଇଁଲେ ମହିଳା

    14342
    Feb 18, 2026
  • ଦୁଇ ଆଫ୍ରିକୀୟ ଦେଶରେ ଯୁଦ୍ଧ ଆଶଙ୍କା
    ଦେଶ-ଦେଶାନ୍ତର

    ଦୁଇ ଆଫ୍ରିକୀୟ ଦେଶରେ ଯୁଦ୍ଧ ଆଶଙ୍କା

    13737
    Feb 18, 2026
  • ୟୁଟ୍ୟୁବ୍‌ ଡାଉନ୍, ଡାଉନଲୋଡ ହେଉନାହିଁ ହୋମପେଜ୍
    ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଡାଉନ୍, ଡାଉନଲୋଡ ହେଉନାହିଁ ହୋମପେଜ୍

    15208
    Feb 18, 2026
  • ରାହୁଲ ଗାନ୍ଧୀଙ୍କ ଆଚରଣ ପିଲାଳିଆ ଏବଂ ଦାୟିତ୍ୱହୀନ: କିରଣ ରିଜିଜୁ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ ଆଚରଣ ପିଲାଳିଆ ଏବଂ ଦାୟିତ୍ୱହୀନ: କିରଣ ରିଜିଜୁ

    13675
    Feb 18, 2026
  • ଇ-ମ୍ୟାଜିକ୍ ବକ୍ସ ଆପ୍ ଲଞ୍ଚ କଲା NCERT
    ଦେଶ-ଦେଶାନ୍ତର

    ଇ-ମ୍ୟାଜିକ୍ ବକ୍ସ ଆପ୍ ଲଞ୍ଚ କଲା NCERT

    14640
    Feb 18, 2026
  • ଦୁର୍ଘଟଣାରେ ଗର୍ଭବତୀ ସ୍ତ୍ରୀର ମୃତ୍ୟୁ
    ଜିଲ୍ଲା ପରିକ୍ରମା

    ଦୁର୍ଘଟଣାରେ ଗର୍ଭବତୀ ସ୍ତ୍ରୀର ମୃତ୍ୟୁ

    15186
    Feb 18, 2026
  • ଅନେକ ଦେଶର ରାଷ୍ଟ୍ରମୁଖ୍ୟଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ମୋଦୀ
    ଦେଶ-ଦେଶାନ୍ତର

    ଅନେକ ଦେଶର ରାଷ୍ଟ୍ରମୁଖ୍ୟଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ମୋଦୀ

    15187
    Feb 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇ-ମ୍ୟାଜିକ୍ ବକ୍ସ ଆପ୍ ଲଞ୍ଚ କଲା NCERT

    14640
    Feb 18, 2026
  • ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଡାଉନ୍, ଡାଉନଲୋଡ ହେଉନାହିଁ ହୋମପେଜ୍

    15208
    Feb 18, 2026
  • ବିଶେଷ

    କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    14854
    Feb 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17342
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17408
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17754
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16228
    Apr 03, 2021

ବିଶେଷ

  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    14854
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15597
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15847
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16262
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16403
    Feb 12, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14953
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14466
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16073
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15358
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୋଲ ଉପରୁ ଡେଇଁଲେ ମହିଳା

    14342
    Feb 18, 2026
  • ରୋବୋଡଗ୍‌ ବିବାଦ : ଏକ୍ସପୋରୁ ବାଦ୍‌ ପଡ଼ିଲା ଗଲଗୋଟିଆ ବିଶ୍ବବିଦ୍ୟାଳୟ

    15412
    Feb 18, 2026
  • ଇ-ମ୍ୟାଜିକ୍ ବକ୍ସ ଆପ୍ ଲଞ୍ଚ କଲା NCERT

    14640
    Feb 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In