Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

  • ଭାରତରେ ‘Apple Pay’ ପ୍ରବେଶ

  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ...

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ...

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

ରାଜ୍ୟ
Home ›› ରାଜ୍ୟ ››ତପସ୍ୱିନୀଙ୍କ ନାଁରେ ଏହି ଅଭିଯୋଗ ଆଣିଲେ ଶ୍ୱଶୁର

ତପସ୍ୱିନୀଙ୍କ ନାଁରେ ଏହି ଅଭିଯୋଗ ଆଣିଲେ ଶ୍ୱଶୁର

2021-12-22 08:25:09
14504
Share:
Facebook
Twitter
E-Mail
WhatsApp
Telegram
ତପସ୍ୱିନୀଙ୍କ ନାଁରେ ଏହି ଅଭିଯୋଗ ଆଣିଲେ ଶ୍ୱଶୁର

ବ୍ରହ୍ମପୁର: ବ୍ରହ୍ମପୁରର ବହୁଚର୍ଚ୍ଚିତ ଡାକ୍ତର ସୁମିତ ଓ ତପସ୍ୱିନୀ ପାରିବାରିକ ବିବାଦ ମାମଲାରେ ବୋହୂ ତପସ୍ୱିନୀଙ୍କ ନାଁରେ ଆଉ ଏକ ସାଂଘାତିକ ଅଭିଯୋଗ ଆଣିଛନ୍ତି ଶ୍ୱଶୁର ପ୍ରମୋଦ ସାହୁ। ତପସ୍ୱିନୀଙ୍କ ଗତିବିଧିରୁ ଷଡଯନ୍ତ୍ରର ଗନ୍ଧ ବାରି ହେଉଛି, ତେଣୁ ବିହିତ ପଦକ୍ଷେପ ନିଅନ୍ତୁ ବୋଲି ସେ ଅପିଲ୍‌ କରି ଜଣାଇଛନ୍ତିତପସ୍ୱିନୀ ବର୍ତ୍ତମାନ ସୁମିତଙ୍କ ଘର ବାରଣ୍ଡାରେ ରହୁଥିବା ବେଳେ ସେଠାରେ ଲାଗିଥିବା ସିସିଟିଭିକୁ ଘୋଡ଼ାଇ ରଖିଛନ୍ତି। ଫଳରେ ତପସ୍ୱିନୀଙ୍କ ଗତିବିଧୀ ଜାଣି ହେଉନି, ସେ କୌଣସି ଷଡଯନ୍ତ୍ର ରଚୁଥିବା ଅଭିଯୋଗ ଆଣିଛନ୍ତି ସୁମିତଙ୍କ ବାପା ପ୍ରମୋଦ ସାହୁ।
ଏନେଇ ସେ କହିଛନ୍ତି, ତପସ୍ୱିନୀ ଦାସ ମୋ’ ଘରେ ଜବରଦସ୍ତି ଗେଟ୍‌ ଭାଙ୍ଗି ପଶିଥିଲେ। ସେ ସେଠାରେ ରହୁଥିବା ବେଳେ ଏବେ ସେ ମୋ ବାରଣ୍ଡା ସିସିଟିଭିକୁ କଭର କରି ଦେଇଛନ୍ତି। କାହା ଅନୁମତିରେ ମୋ’ ସିସିଟିଭିକୁ ବନ୍ଦ କରାଯାଇଛି, ମୁଁଜାଣିପାରୁନି । ସେଥିରେ ଷଡଯନ୍ତ୍ରର ଗନ୍ଧ ଆସୁଛି। ଏନେଇ ବିହିତ ପଦକ୍ଷେପ ନିଅନ୍ତୁ। ସିସିଟିଭି ଦ୍ୱାରା ମୁଁ ତାଙ୍କ ଗତିବିଧୀ ଜାଣିପାରୁଥିଲି। ହେଲେ ସେ ଚେୟାର ଆଣି ତାକୁ ଘୋଡ଼ାଇ ବନ୍ଦ କରି ଦେଇଛନ୍ତି। ତେଣୁ ମୁଁ ଭୟଭୀତ ହୋଇପଡ଼ିଛି। ତୁରନ୍ତ ବିହିତ ପଦକ୍ଷେପ ନେଇ ଏହାର ସମାଧାନ କରିବାକୁ ସେ ଏକ ଅଡିଓ ଜରିଆରେ ଅନୁରୋଧ କରିଛନ୍ତି।
ଅପରପକ୍ଷେ, ଏହାର ଜବାବ ଦେବାକୁ ଯାଇ ପ୍ରମିଳା ତ୍ରିପାଠୀ କହିଛନ୍ତି, ତପସ୍ୱିନୀ ଗ୍ୟାରେଜ ଘରେ ରହୁଛି। ସେହିଠାରେ ସେ ଖାଉଛି, ଶୋଉଛି ସବୁ କରୁଛି। ତେଣୁ ସିସିଟିଭି ରହିଲେ ସେ କିପରି ଚଳପ୍ରଚଳ କରିବ । ତା’ର ଇଜ୍ଜତ ବୋଲି କିଛି ଅଛି ନା ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି।

ଶ୍ୱଶୁରଙ୍କ ଅଭିଯୋଗ ଉପରେ ପ୍ରତିକ୍ରିୟା ଦେବାକୁ ଯାଇ ତପସ୍ୱିନୀ କହିଛନ୍ତି, ମୁଁ କି ମୋ ପରିବାର ଲୋକ କିମ୍ବା ପ୍ରମିଳା ତ୍ରିପାଠୀ କେହି ବି ଗେଟ୍‌ରେ ହାତ ଲଗାଇନୁ  । ଉତ୍ତ୍ୟକ୍ତ ମହିଳା ଆସି ଗେଟ୍‌ ଭାଙ୍ଗି ଆମକୁ ଭିତରେ ପଶାଇଲେ। ତେଣୁ କରି ଆମେ ଗେଟ୍‌ ଭାଙ୍ଗିଛୁ ବୋଲି ସେ ପ୍ରମାଣ ଦିଅନ୍ତୁ। ଶ୍ୱଶୁର ଘର ଲୋକ ମୋତେ ଗ୍ରହଣ ନ କରିବା ଯାଏ ଏଠାରେ ବସି ରହିବି ବୋଲି ନିଜ ଜିଦ୍‌ରେ ଅଡ଼ି ବସିଛନ୍ତି ତପସ୍ୱିନୀ।

Powered by Froala Editor

Tags Tapaswini

Related articles Odisha News Lens 4.1

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14631
    Sep 30, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    14844
    Sep 30, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15180
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    14885
    Sep 30, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14461
    Sep 29, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14799
    Sep 30, 2026
  • ଭାରତରେ  ‘Apple Pay’ ପ୍ରବେଶ
    ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14453
    Sep 30, 2026
  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ
    ଅପରାଧ

    ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ

    13508
    Sep 30, 2026
  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?
    ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15566
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14453
    Sep 30, 2026
  • ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15566
    Sep 30, 2026
  • ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14461
    Sep 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17137
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17827
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18208
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15000
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13991
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15730
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15296
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14671
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14252
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14336
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15952
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14461
    Sep 29, 2026
  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ

    13508
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    14885
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In