Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

ରାଜ୍ୟ
Home ›› ରାଜ୍ୟ ››ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ଲେଖାଏ ଜୀବିକା ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ଲେଖାଏ ଜୀବିକା ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

2021-12-22 17:22:41
14394
Share:
Facebook
Twitter
E-Mail
WhatsApp
Telegram
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ଲେଖାଏ ଜୀବିକା ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀ ମାନଙ୍କୁ ଜୀବିକା ପାଇଁ ଏକ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । କୋଭିଡ ସମୟରେ ଗରିବ ଲୋକଙ୍କ ଆର୍ଥିକ ଦୂରାବସ୍ଥାକୁ ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସହାୟତା ଦେଇଛନ୍ତି। ବିଜୁ ସ୍ବାସ୍ଥ କଲ୍ୟାଣ କାର୍ଡ ନ ଥିବା କ୍ଷେତ୍ରରେ, ଜାତୀୟ ଖାଦ୍ୟ ସୁରକ୍ଷା କିମ୍ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନେ ମଧ୍ୟ ଏହି ସହାୟତା ପାଇପାରିବେ । ସାରା ରାଜ୍ୟର ୯୬ ଲକ୍ଷ ପରିବାର ଏହି ସହାୟତା ପାଇବେ । ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୯୬୦ କୋଟି ଟଙ୍କା ଖର୍ଚ୍ଚ କରିବେ। ସାତ ଦିନ ମଧ୍ୟରେ ଏହି ସହାୟତା ସମସ୍ତ ହିତାଧିକାରୀ ମାନଙ୍କୁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗରିବ ଲୋକଙ୍କ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ। କୋଭିଡର ପ୍ରଥମ ଓ ଦ୍ବିତୀୟ ଲହରୀ ଆମ ପାଇଁ ଆହ୍ବାନ ସୃଷ୍ଟି କରିଥିଲା  । ଏହା ସେମାନଙ୍କ ଅର୍ଥିକ ଓ ସାମାଜିକ ଜୀବନ ଉପରେ ଗଭୀର ପ୍ରଭାବ ପକାଇଛି । ଗରିବ ଲୋକମାନେ ଏଥିରେ ବହୁତ କ୍ଷତି ସହିଛନ୍ତି । କୋଭିଡର ପ୍ରଭାବ ଏପର୍ଯ୍ୟନ୍ତ ମଧ୍ୟ ଯାଇନାହିଁ। ତେଣୁ ସେମାନଙ୍କର କଷ୍ଟକୁ ଦୂର କରିବା ପାଇଁ ରାଜ୍ୟ ସରକାର ଏହି ସହାୟତା ଯୋଗାଇ ଦେଉଛନ୍ତି।


ଓମିକ୍ରନ ସଂପର୍କରେ ଲୋକଙ୍କୁ ସତର୍କ କରାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଜନସାଧାରଣଙ୍କ ସହଯୋଗରେ କୋଭିଡର ପ୍ରଥମ ଓ ଦ୍ବିତୀୟ ଲହରୀକୁ ଓଡିଶା ସଫଳ ଭାବରେ ମୁକାବିଲା କରିପାରିଛି । ବର୍ତ୍ତମାନ କୋଭିଡର ନୂଆ ଭାରିଏଣ୍ଟ ଓମିକ୍ରନ ତାର କାୟା ବିସ୍ତାର କରୁଛି । ତେଣୁ ଜନସାଧାରଣ ସତର୍କ ରହି କୋଭିଡ ନିୟମ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ । ମାସ୍କ ପିନ୍ଧିବା, ବାରମ୍ବାର ହାତ ଧୋଇବା, ସାମାଜିକ ଦୂରତ୍ବ ରକ୍ଷା କରିବା ଓ ଅତି ଆବଶ୍ୟକ ନ ହେଲେ ଭିଡକୁ ନ ଯିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

 ଏହି କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ କୋଭିଡ ପରିଚାଳନାରେ ଓଡିଶା ଦେଶର ମଡେଲ ହୋଇପାରିଛି। BSKY ଯୋଜନାର ଉଦାହରଣ ଦେଇ ସେ କହିଲେ ଯେ ଦେଶର ଅନ୍ୟ କୌଣସି ରାଜ୍ୟରେ ଜନସାଧାରଣଙ୍କୁ ଏତେ ବ୍ୟାପକ ଭାବରେ ସ୍ବାସ୍ଥ୍ୟସେବା ଯୋଜନାରେ ସାମିଲ କରାଯାଇପାରି ନାହିଁ । ପ୍ରଶାସନରେ ୫-ଟିର ପ୍ରୟୋଗ ଯୋଗୁ ସରକାରଙ୍କ ସମସ୍ତ ଲୋକାଭିମୁଖୀ କାର୍ଯ୍ୟକ୍ରମ ତ୍ବରାନ୍ବିତ ହୋଇପାରୁଛି ବୋଲି ମତ ଦେଇଥିଲେ ।


ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।    


ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଶ୍ରୀ ବୀର ବିକ୍ରମ ଯାଦବ ସ୍ବାଗତ ଭାଷଣ ଦେଇଥିଲେ ଓ ବିଭାଗୀୟ ଅତିରିକ୍ତ ଶାସନ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ମନ୍ତ୍ରୀ ଓ ବିଧାୟକଗଣ,  ୩୧୪ ବ୍ଲକ୍‌ର ହିତାଧିକାରୀ ମାନଙ୍କ ସହ ଉପସ୍ଥିତ ଥିଲେ।


ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ଖାଦ୍ୟ  ଉତ୍ପାଦନ କମିଶନର ଶ୍ରୀ ଆର୍‌.କେ. ଶର୍ମା ପ୍ରମୁଖ ଯୋଗ ଦେଇଥିଲେ।

Powered by Froala Editor

Tags Chief Minister Odisha , Naveen Patnaik

Related articles Odisha News Lens 4.1

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15649
    Oct 01, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15136
    Sep 30, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15422
    Oct 01, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14949
    Oct 01, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15093
    Sep 30, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14504
    Oct 01, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    15043
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14849
    Sep 30, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15198
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14949
    Oct 01, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    14860
    Oct 01, 2026
  • ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14849
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17142
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17831
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17795
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18211
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15235
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14020
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15759
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15326
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14700
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14671
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14388
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14341
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15956
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15198
    Oct 01, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14949
    Oct 01, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15649
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In