Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନିଦ ଉଡାଇଲାଣି ଓମିକ୍ରନ ଭାରିଆଣ୍ଟ, ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ

ନିଦ ଉଡାଇଲାଣି ଓମିକ୍ରନ ଭାରିଆଣ୍ଟ, ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ

2021-12-23 05:10:20
14501
Share:
Facebook
Twitter
E-Mail
WhatsApp
Telegram
ନିଦ ଉଡାଇଲାଣି ଓମିକ୍ରନ ଭାରିଆଣ୍ଟ, ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ନିଦ ଉଡାଇଲାଣି ଓମିକ୍ରନ ଭାରିଆଣ୍ଟ । ପ୍ରତିଦିନ ନୂଆ ନୂଆ ମାମଲା ସାମ୍ନାକୁ ଆସୁଛି । ୨୦ ଦିନରେ ୧୫ ରଜ୍ୟକୁ ବ୍ୟାପିଲାଣି ଏହି ଭାରିଆଣ୍ଟ । ଦେଶରେ ଦୁଇଶହ ପାର କଲାଣି ସଂକ୍ରମିତଙ୍କ ସଂଖ୍ୟା । ଏନେଇ ଗୁରୁବାର ଏକ ସମୀକ୍ଷା ବୈଠକ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟ ମଙ୍ଗଳବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଆଲର୍ଟ ରହିବାକୁ କହିଥିଲେ । ଓମିକ୍ରନ ଭାରିଆଣ୍ଟ ଡେଲଟା ଭାରିଏଣ୍ଟଠୁ ତିନିଗୁଣା ସଂକ୍ରାମକ ବୋଲି କହିଥିଲେ ଏମ୍ସ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ । ନିଜକୁ ସୁରକ୍ଷିତ ରଖିବାକୁ ୨ଟି ଜିନିଷ ଉପରେ ଗୁରୁତ୍ବ ଦେବାକୁ ପଡିବ ପ୍ରଥମ ଟୀକାକରଣ ଦ୍ବିତୀୟ କୋରୋନା ନିୟମ ମାନିବାକୁ ପଡିବ ବୋଲି କହିଥିଲେ ଏମ୍ସ ନିର୍ଦ୍ଦେଶକ ।ପୂର୍ବରୁ ଦେଶରେ କୋରୋନା ସ୍ଥିତି ନେଇ ମଧ୍ୟ ପ୍ରଧାନମନ୍ତ୍ରୀ ସମୀକ୍ଷା ବୈଠକ କରିଛନ୍ତି । ନଭେମ୍ବରରେ ଶେଷ ସମୀକ୍ଷା ବୈଠକ ହୋଇଥିଲା । ନଭେମ୍ବର ୨୫ରେ ଦକ୍ଷିଣ ଆଫ୍ରିକାରୁ ଆସିଥିବା ଏହି ଓମିକ୍ରନକୁ ନେଇ ଅନ୍ତର୍ଜାତୀୟ ଯାତ୍ରାକୁ ହ୍ରାସ କରିବାକୁ ସମୀକ୍ଷା ବୈଠକରେ ଅଧିକାରୀମାନଙ୍କୁ କହିଥିଲେ ମୋଦି ଏହା ସହ ନୂଆ ଭାରିଏଣ୍ଟକୁ ନେଇ ପ୍ରୋ ଆକ୍ଟିଭ ରହିବାକୁ ଅଧିକାରୀମାନଙ୍କୁ କହିଥିଲେ ।ସଂସଦ ଶୀତ ଅଧିବେଶନରେ ଯୋଗ ଦେବା ପୂର୍ବରୁ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଥିଲେ । ସରକାରଙ୍କ ପ୍ରାଥମିକତା ହେଉଛି ଦେଶବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଚିକିତ୍ସା ପ୍ରଦାନ । ଏହି ଯୋଜନାରେ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାର ସମୟସୀମା ୨୦୨୨ ମାର୍ଚ୍ଚକୁ ବୃଦ୍ଧି କରାଯାଇଛି । ଆଗକୁ ନୂଆବର୍ଷ ଏବଂ ଖ୍ରୀଷ୍ଟମାସ ଥିବାବେଳେ ସଂକ୍ରମଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିବେ ।

Powered by Froala Editor

Tags Modi

Related articles Odisha News Lens 4.1

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15083
    Mar 26, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15158
    Mar 26, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13965
    Mar 26, 2026
  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14270
    Mar 26, 2026
  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....
    ଦେଶ-ଦେଶାନ୍ତର

    ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    13992
    Mar 27, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14466
    Mar 27, 2026
  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା
    ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13698
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14279
    Mar 26, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14715
    Mar 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15158
    Mar 26, 2026
  • ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13698
    Mar 26, 2026
  • ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14466
    Mar 27, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17386
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17450
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17798
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16270
    Apr 03, 2021

ବିଶେଷ

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14715
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15152
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14997
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13980
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15131
    Mar 20, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15022
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15528
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13828
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14268
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    13992
    Mar 27, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14466
    Mar 27, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15158
    Mar 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In