Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ...

  • କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ...

  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ...

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ...

  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ...

  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ...

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ...

  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ...

  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ...

ରାଜ୍ୟ
Home ›› ରାଜ୍ୟ ››ଆସିଲା ବିଏମ୍‌ସି ଗାଇଡଲାଇନ୍‌, କଟକଣାରେ ପାଳିତ ହେବ ଖ୍ରୀଷ୍ଟମାସ ଓ ନୂଆବର୍ଷ

ଆସିଲା ବିଏମ୍‌ସି ଗାଇଡଲାଇନ୍‌, କଟକଣାରେ ପାଳିତ ହେବ ଖ୍ରୀଷ୍ଟମାସ ଓ ନୂଆବର୍ଷ

2021-12-23 07:40:23
15448
Share:
Facebook
Twitter
E-Mail
WhatsApp
Telegram
ଆସିଲା ବିଏମ୍‌ସି ଗାଇଡଲାଇନ୍‌, କଟକଣାରେ ପାଳିତ ହେବ ଖ୍ରୀଷ୍ଟମାସ ଓ ନୂଆବର୍ଷ

ଭୁବନେଶ୍ୱର:   ରାଜ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଥିବା ବେଳେ ଏବେ ପର୍ବପର୍ବାଣୀ ପାଳନ ଓ ଲୋକ ଗହଳି ଉପରେ କଟକଣା ଲଗାଇଛନ୍ତି  ବିଏମ୍‌ସି କମିଶନର ସଞ୍ଜୟ ସିଂ ।
ବିଏମ୍‌ସି କମିଶନର ସଞ୍ଜୟ ସିଂ କହିଛନ୍ତି, କୋଭିଡ୍ ଗାଇଡଲାଇନ ଅନୁସାରେ ଖ୍ରୀଷ୍ଟମାସ ପାଳନ କରାଯିବ। ବର୍ତ୍ତମାନ ସ୍ଥିତିକୁ ଅନୁଧ୍ୟାନ କରି ଆବଶ୍ୟକ ପଦକ୍ଷେପ ନିଆଯିବ। ନୂଆବର୍ଷ ପାଇଁ ରାଜ୍ୟ ସରକାର   ଲାଗୁ କରିଥିବା କଟକଣାକୁ କଡ଼ାକଡ଼ି ପାଳନ କରାଯିବ। ବଡ଼ଦିନ ଓ ନୂଆବର୍ଷରେ ଅଧିକ ଗହଳି ହେବାକୁ ଥିବାରୁ ଏହି ଅବସରରେ ଗହଳି ଏଡ଼ାଇବାକୁ ତଥା ସଂକ୍ରମଣ ରୋକିବାକୁ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି କମିଶନର ।

ସେ ଆହୁରି କହିଛନ୍ତି, ଓଡ଼ିଶାରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା କମ୍ ଅଛି। ତଥାପି ଏବେଠୁ ବିଏମସି ସତର୍କତାମୂଳକ ପଦକ୍ଷେପ ନେଉଛି। ଗାଇଡଲାଇନ ଅନୁସାରେ ବିଦେଶ ଫେରନ୍ତାଙ୍କ ଉପରେ ନଜର ରଖାଯାଇଛି। ବିଦେଶ ଫେରନ୍ତା ପଜିଟିଭ ଚିହ୍ନଟ ହେଲେ ସେମାନଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଉଛି। ଏବେ ସୁଦ୍ଧା ଭୁବନେଶ୍ୱରରେ ୬ଟି ମାଇକ୍ରୋ କଣ୍ଟେନମେଣ୍ଟ କରାଯାଇଛି ବୋଲି ବିଏମ୍‌ସି କମିଶନର ସୂଚନା ଦେଇଛନ୍ତି।

Powered by Froala Editor

Tags Bmc guideline

Related articles Odisha News Lens 4.1

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ
    ଦେଶ-ଦେଶାନ୍ତର

    H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    13878
    Aug 24, 2026
  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

    14388
    Aug 24, 2026
  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ
    ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14188
    Aug 24, 2026
  • କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ପୁଣି ଖୋଲିଲା
    ଦେଶ-ଦେଶାନ୍ତର

    କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ପୁଣି ଖୋଲିଲା

    15151
    Aug 25, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ
    ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    13982
    Aug 24, 2026
  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା
    ଦେଶ-ଦେଶାନ୍ତର

    ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା

    13742
    Aug 24, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ
    ବିଶେଷ

    ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14933
    Aug 24, 2026
  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ
    ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13594
    Aug 24, 2026
  • ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ୟୁପିଏସସି ସ୍ୱପ୍ନ
    ଦେଶ-ଦେଶାନ୍ତର

    ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ୟୁପିଏସସି ସ୍ୱପ୍ନ

    15423
    Aug 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ପୁଣି ଖୋଲିଲା

    15151
    Aug 25, 2026
  • ଦେଶ-ଦେଶାନ୍ତର

    ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ୟୁପିଏସସି ସ୍ୱପ୍ନ

    15423
    Aug 25, 2026
  • ବିଶେଷ

    ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14933
    Aug 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17050
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17679
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17723
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18120
    Sep 06, 2023

ବିଶେଷ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14933
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15543
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16076
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13994
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    15018
    Aug 13, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15973
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14009
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14273
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14398
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14188
    Aug 24, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14933
    Aug 24, 2026
  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    14005
    Aug 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In