Odisha News Lens 3.2

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH Thursday, March 30, 2023, Login
  • About
  • Contact

logo

Header Banner

Odisha News Lens 3.2

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସାହାରାର ଲକ୍ଷାଧିକ ନିବେଶକଙ୍କ ପାଇଁ ...

  • ପାକିସ୍ତାନ ସରକାରଙ୍କ ଟ୍ୱିଟର ଆକାଉଣ୍ଟ ...

  • ଆଜି ଦେଶରେ ଦୈନିକ କୋଭିଡ୍‌ ସଂକ୍ରମଣ ...

  • କୁନି ହାତରେ ଶକ୍ତିଶାଳୀ ଭାର

  • ଏସବୁ ଖାଆନ୍ତୁ, କୋଷ୍ଠକାଠିନ୍ୟରୁ ମିଳିବ ...

  • ରୋଷେଇ କରିବା ପୂର୍ବରୁ ଅଣ୍ଡା ଧୋଇବା ଉଚିତ ...

  • ଖରାଦିନେ ହଜମ ଶକ୍ତି ବୃଦ୍ଧି କରାଏ ଦହି

  • ୫୦ ଲକ୍ଷ ପାଇଁ ୧୫ ବର୍ଷର ନାବାଳକକୁ ହତ୍ୟା

  • ପୋଷା କୁକୁର ପାଇଁ ନଦୀକୁ ଡେଇଁଲା ସ୍ତ୍ରୀ, ...

  • ପପାୟା ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅଖିଳେଶ ଯାଦବଙ୍କ ପତ୍ନୀ, ଝିଅ କରୋନା ପଜିଟିଭ

ଅଖିଳେଶ ଯାଦବଙ୍କ ପତ୍ନୀ, ଝିଅ କରୋନା ପଜିଟିଭ

2021-12-23 17:04:21
14892
Share:
Facebook
Twitter
E-Mail
WhatsApp
Telegram
ଅଖିଳେଶ ଯାଦବଙ୍କ ପତ୍ନୀ, ଝିଅ କରୋନା ପଜିଟିଭ

ଲକ୍ଷେ୍ନø : ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବଙ୍କ ପତ୍ନୀ ଡିମ୍ପଲ ଏବଂ ଝିଅ କରୋନାରେ ସଂକ୍ରମିତ ହୋଇଛନ୍ତି । ଜ୍ୱରରେ ପୀଡ଼ିତ ହେବା ପରେ ସେମାନେ କୋଭିଡ ଟେଷ୍ଟ କରିଥିଲେ । ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ସେମାନେ ହୋମ ଆଇସୋଲେସନରେ ରହି ଚିକିତ୍ସିତ ହେଉଛନ୍ତି ବୋଲି ଡେପୁଟି ଚିଫ ମେଡିକାଲ ଅଫିସର ଡାକ୍ତର ମିଲିନ୍ଦ ବର୍ଦ୍ଧନ ସୂଚନା ଦେଇଛନ୍ତି । ସେମାନଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନେ କୋଭିଡ ଟେଷ୍ଟ କରାଇବା ସହ ହୋମ ଆଇସୋଲେସନ ରହିବାକୁ କୁହାଯାଇଛି । ଡିମ୍ପଲ ଯାଦବ ଟ୍ୱିଟ କରି କହିଛନ୍ତି, କୋଭିଡ ଟେଷ୍ଟ କରିବାରୁ ରିପୋର୍ଟ ପଜିଟିଭ ଆସିଛି । ପୂରା ଡୋଜ ଟିକା ନେଇସାରିଛି । ଯଦିଓ ବିଶେଷ କିଛି ଲକ୍ଷଣ ପ୍ରକାଶ ପାଉନାହିଁ ତଥାପି ଅନ୍ୟମାନଙ୍କ ସୁରକ୍ଷା ଦୃଷ୍ଟିରୁ ନିଜକୁ ଦୂରେଇ ରଖିଛି । ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନେ ତୁରନ୍ତ କୋଭିଡ ଟେଷ୍ଟ କରାଇ ନେବାକୁ ସେ ଅନୁରୋଧ କରିଛନ୍ତି ।

Powered by Froala Editor

Tags Akhilesh yadav

Related articles Odisha News Lens 3.2

  • ପୋଷା କୁକୁର ପାଇଁ ନଦୀକୁ ଡେଇଁଲା ସ୍ତ୍ରୀ, ସ୍ତ୍ରୀକୁ ବଞ୍ଚାଇବାକୁ ଡେଇଁଲେ ସ୍ୱାମୀ ଓ ...
    ଦେଶ-ଦେଶାନ୍ତର

    ପୋଷା କୁକୁର ପାଇଁ ନଦୀକୁ ଡେଇଁଲା ସ୍ତ୍ରୀ, ସ୍ତ୍ରୀକୁ ବଞ୍ଚାଇବାକୁ ଡେଇଁଲେ ସ୍ୱାମୀ ଓ ...

    13916
    Mar 29, 2023
  •  ଖରାଦିନେ ହଜମ ଶକ୍ତି ବୃଦ୍ଧି କରାଏ ଦହି
    ବିଶେଷ

    ଖରାଦିନେ ହଜମ ଶକ୍ତି ବୃଦ୍ଧି କରାଏ ଦହି

    14120
    Mar 30, 2023
  • ସାହାରାର ଲକ୍ଷାଧିକ ନିବେଶକଙ୍କ ପାଇଁ ଖୁସି ଖବର, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ସାହାରାର ଲକ୍ଷାଧିକ ନିବେଶକଙ୍କ ପାଇଁ ଖୁସି ଖବର, ଜାଣନ୍ତୁ କ’ଣ?

    15410
    Mar 30, 2023
  • ରୋଷେଇ କରିବା ପୂର୍ବରୁ ଅଣ୍ଡା ଧୋଇବା ଉଚିତ କି ନୁହେଁ, ଜାଣନ୍ତୁ
    ବିଶେଷ

    ରୋଷେଇ କରିବା ପୂର୍ବରୁ ଅଣ୍ଡା ଧୋଇବା ଉଚିତ କି ନୁହେଁ, ଜାଣନ୍ତୁ

    14889
    Mar 30, 2023
  • ଆଜି ଦେଶରେ ଦୈନିକ କୋଭିଡ୍‌ ସଂକ୍ରମଣ ସଂଖ୍ୟା ୩,୦୧୬ ଚିହ୍ନଟ
    ଦେଶ-ଦେଶାନ୍ତର

    ଆଜି ଦେଶରେ ଦୈନିକ କୋଭିଡ୍‌ ସଂକ୍ରମଣ ସଂଖ୍ୟା ୩,୦୧୬ ଚିହ୍ନଟ

    14346
    Mar 30, 2023
  • ୫୦ ଲକ୍ଷ ପାଇଁ ୧୫ ବର୍ଷର ନାବାଳକକୁ ହତ୍ୟା
    ଅପରାଧ

    ୫୦ ଲକ୍ଷ ପାଇଁ ୧୫ ବର୍ଷର ନାବାଳକକୁ ହତ୍ୟା

    13690
    Mar 29, 2023
  • କୁନି ହାତରେ ଶକ୍ତିଶାଳୀ ଭାର
    ବିଶେଷ

    କୁନି ହାତରେ ଶକ୍ତିଶାଳୀ ଭାର

    15012
    Mar 30, 2023
  • ପପାୟା ଟ୍ରିରେ ଭୟାବହ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ପପାୟା ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

    13369
    Mar 29, 2023
  • ପାକିସ୍ତାନ ସରକାରଙ୍କ ଟ୍ୱିଟର ଆକାଉଣ୍ଟ ବ୍ଲକ୍
    ଦେଶ-ଦେଶାନ୍ତର

    ପାକିସ୍ତାନ ସରକାରଙ୍କ ଟ୍ୱିଟର ଆକାଉଣ୍ଟ ବ୍ଲକ୍

    14798
    Mar 30, 2023

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଖରାଦିନେ ହଜମ ଶକ୍ତି ବୃଦ୍ଧି କରାଏ ଦହି

    14120
    Mar 30, 2023
  • ଦେଶ-ଦେଶାନ୍ତର

    ସାହାରାର ଲକ୍ଷାଧିକ ନିବେଶକଙ୍କ ପାଇଁ ଖୁସି ଖବର, ଜାଣନ୍ତୁ କ’ଣ?

    15410
    Mar 30, 2023
  • ବିଶେଷ

    ରୋଷେଇ କରିବା ପୂର୍ବରୁ ଅଣ୍ଡା ଧୋଇବା ଉଚିତ କି ନୁହେଁ, ଜାଣନ୍ତୁ

    14889
    Mar 30, 2023

ସଂସ୍କୃତି

୮୫ ତମ ଉତ୍କଳ ଦିବସ

ଭୁବନେଶ୍ୱର: ଆଜି ୮୫ ତମ ଉତ୍କଳ ଦିବସ । ଆଜିର ଦିନ ଅର୍ଥାତ ୧୯୩୬ ମସିହା ଏପ୍ରିଲ ୧ରେ ଓଡ଼ିଶା ପାଇଥିଲା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟତା । ଓଡ଼ିଶା ମାଟି ମା’କୁ ସ୍ୱତନ୍ତ୍ର ରାଜ୍ୟ ଗଠନ କରିବାରେ ଭୂମିକା ନେଇଥିଲେ ୧୯୦୨ରେ ଗଠନ ହୋଇଥିବା ଉତ୍କଳ ସମ୍ମିଳନୀ । ସେତେବେଳେ ମାତ୍ର ୬ଟି ଜିଲ୍ଲା କଟକ, ବାଲେଶ୍ୱର, ...

ବିଶେଷ

  • କୁନି ହାତରେ ଶକ୍ତିଶାଳୀ ଭାର

    15012
    Mar 30, 2023
  • ଏସବୁ ଖାଆନ୍ତୁ, କୋଷ୍ଠକାଠିନ୍ୟରୁ ମିଳିବ ମୁକ୍ତି

    13693
    Mar 30, 2023
  • ରୋଷେଇ କରିବା ପୂର୍ବରୁ ଅଣ୍ଡା ଧୋଇବା ଉଚିତ କି ନୁହେଁ, ଜାଣନ୍ତୁ

    14889
    Mar 30, 2023
  • ଖରାଦିନେ ହଜମ ଶକ୍ତି ବୃଦ୍ଧି କରାଏ ଦହି

    14120
    Mar 30, 2023
  • ଆକ୍ୱାରିୟମ୍‌ରେ ଏହି ମାଛ ରଖନ୍ତୁ, ବଢ଼ିବ ଧନ ସମ୍ପତ୍ତି

    14235
    Mar 29, 2023

ବାଣିଜ୍ୟ

ପ୍ରଚଳନ ହେବ ପ୍ରଥମ ଡିଜିଟାଲ କରେନ୍ସି, ୯ ବ୍ୟାଙ୍କରୁ ଆରମ୍ଭ ପାଇଲଟ ପ୍ରୋଜେକ୍ଟ

ମଙ୍ଗଳବାରଦିନ ଭାରତର ପ୍ରଥମ ଡିଜିଟାଲ କରେନ୍ସି ଆରମ୍ଭ ହେବାକୁ ଯାଉଛି । ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ପରୀକ୍ଷାମୂଳକ ଭାବେ ଏହି କରେନ୍ସିର ଶୁଭାରମ୍ଭ ହେବ । ଏହି ପାଇଲଟ ପ୍ରକଳ୍ପରେ ୯ଟି ବ୍ୟାଙ୍କ- ଷ୍ଟେଟ ବ୍ୟାଙ୍କ, ବ୍ୟାଙ୍କ ଅଫ ବରୋଦା, ୟୁନିୟନ ବ୍ୟାଙ୍କ, ଏଚଡିଏଫସି ବ୍ୟାଙ୍କ, ଆଇସିଆଇସିଆଇ ବ୍ୟାଙ୍କ, କୋଟକ ...

  • ପୁରୀ ରଥଯାତ୍ରାରେ ଭକ୍ତଙ୍କ ଭାବନାକୁ ସତେଜ କରିଛି ଆଶୀର୍ବାଦ ସଲ୍ଟ ‘ଚୁଟକି ଭରା ଆଶୀର୍ବାଦ’ ଅଭିଯାନ

    19516
    Jul 27, 2022
  • ୧୬ ମାସରେ ସର୍ବନିମ୍ନ ଖସିଲା ସୁନା ଦାମ୍‌...

    19799
    Jul 22, 2022
  • ବିଶ୍ୱସ୍ତରୀୟ ଖାଦ୍ୟ ଶୃଙ୍ଖଳା “ପ୍ରେଟ୍ ଏ ମେଞ୍ଜେଏର’ ସହ ହାତ ମିଳାଇଲା ରିଲାଏନ୍ସ ବ୍ରାଣ୍ଡ୍‌ସ ଲିମିଟେଡ୍‌

    19924
    Jul 01, 2022
  • ପୁରୀ ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ପାଇଁ ଏକ ଡିଜିଟାଲ ‘ଦର୍ଶନ’ ଅନୁଭୂତି ଆରମ୍ଭ କରିଛି ଆଶୀର୍ବାଦ ଅଟା

    21514
    Jul 01, 2022

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଜି ଦେଶରେ ଦୈନିକ କୋଭିଡ୍‌ ସଂକ୍ରମଣ ସଂଖ୍ୟା ୩,୦୧୬ ଚିହ୍ନଟ

    14346
    Mar 30, 2023
  • ପପାୟା ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

    13369
    Mar 29, 2023
  • କୁନି ହାତରେ ଶକ୍ତିଶାଳୀ ଭାର

    15012
    Mar 30, 2023

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 3.2. All rights reserved. in association with Konect.In