Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅସ୍ଥି ମଜଭୁତ କରେ ଖଜୁରି

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ ...

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ...

  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ...

  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ...

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେଶରେ ୬୬୫୦ ନୂଆ ସଂକ୍ରମିତ ଚିହ୍ନଟ; ୩୭୪ ମୃତ

ଦେଶରେ ୬୬୫୦ ନୂଆ ସଂକ୍ରମିତ ଚିହ୍ନଟ; ୩୭୪ ମୃତ

2021-12-24 08:05:53
14569
Share:
Facebook
Twitter
E-Mail
WhatsApp
Telegram
ଦେଶରେ ୬୬୫୦ ନୂଆ ସଂକ୍ରମିତ ଚିହ୍ନଟ; ୩୭୪ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୫୦ ଜଣ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ୩୭୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଚି । ଦିନକ ମଧ୍ୟରେ ୭୦୫୧ ଜଣ ସୁସ୍ଥ ହୋଇଛନ୍ତି । କୋଭିଡ ଜନିତ ମୃତ୍ୟୁସଂଖ୍ୟା ୪,୭୯,୧୩୩ରେ ପହଞ୍ଚିଛି । ଦେଶରେ ମୋଟ ୩,୪୨,୧୫,୯୭୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । କୋଭିଡର ନୂଆ ପ୍ରକରଣ ଓମିକ୍ରନରେ ଏପର୍ୟ୍ୟନ୍ତ ୩୫୮ ଜଣ ସଂକ୍ରମିତ ହୋଇଥିବା ଚିହ୍ନଟ କରାଯାଇଛି ।

ଗୁରୁବାର ସଂଧ୍ୟା ସୁଦ୍ଧା ମୋଟ ୬୬,୯୮,୦୯,୮୧୬ ନମୁନା ପରୀକ୍ଷା କରାଯାଇଛି । କେବଳ ଗୁରୁବାର ଦିନ ୧୧,୬୫,୮୮୭ ନମୁନା ପରୀକ୍ଷା କରାଯାଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ଜଣାଯାଇଛି । ସେହିଭଳି ଗୁରୁବାର ସୁଦ୍ଧା ଦେଶରେ ମୋଟ ୧,୪୦,୩୧,୬୩,୦୬୩ ପାନ ଟିକା ଦିଆଯାଇଛି ।

Powered by Froala Editor

Tags Corona

Related articles Odisha News Lens 4.1

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’
    ମନୋରଞ୍ଜନ

    ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14539
    Apr 16, 2026
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ
    ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13592
    Apr 16, 2026
  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...
    ଦେଶ-ଦେଶାନ୍ତର

    ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...

    14880
    Apr 16, 2026
  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର
    ମନୋରଞ୍ଜନ

    ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14441
    Apr 16, 2026
  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ
    ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    14623
    Apr 16, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15306
    Apr 16, 2026
  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ
    ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13492
    Apr 16, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15189
    Apr 15, 2026
  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର
    ଦେଶ-ଦେଶାନ୍ତର

    ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    13795
    Apr 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13592
    Apr 16, 2026
  • ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    14623
    Apr 16, 2026
  • ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13492
    Apr 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17831
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15306
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15408
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16075
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14691
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15668
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15334
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15068
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15568
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13865
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13492
    Apr 16, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13746
    Apr 15, 2026
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13592
    Apr 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In