Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, February 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ...

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ...

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ...

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ...

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

Home ›› ››ଟୀକାକରଣ ପାଇଁ ଆବଶ୍ୟକ ପଡ଼ିଲେ ମ୍ୟାନପାୱାର ବଢାଯିବ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଟୀକାକରଣ ପାଇଁ ଆବଶ୍ୟକ ପଡ଼ିଲେ ମ୍ୟାନପାୱାର ବଢାଯିବ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

2021-12-26 08:29:57
15502
Share:
Facebook
Twitter
E-Mail
WhatsApp
Telegram
ଟୀକାକରଣ ପାଇଁ ଆବଶ୍ୟକ ପଡ଼ିଲେ ମ୍ୟାନପାୱାର ବଢାଯିବ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ


ଭୁବନେଶ୍ବର: ଆସନ୍ତା ଜାନୁଆରୀ ୩ରୁ ଦେଶରେ ୧୫ରୁ ୧୮ ବର୍ଷ ବୟସର ପିଲାମାନଙ୍କୁ କୋଭିଡ ପ୍ରତିଷେଧକ ଟିକା ପ୍ରଦାନ କରାଯିବ । ଏନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିବା ପରେ ପ୍ରସ୍ତୁତି ଆରମ୍ଭ କରଛନ୍ତି ବିଭିନ୍ନ ରାଜ୍ୟ । ରାଜ୍ୟରେ ଯଥେଷ୍ଟ ମାତ୍ରାରେ ସ୍ବାସ୍ଥ୍ୟକର୍ମୀ ଟୀକାକରଣ ପାଇଁ ରହିଛନ୍ତି କିନ୍ତୁ ଆବଶ୍ୟକ ପଡ଼ିଲେ ମ୍ୟାନପାୱାର ବଢାଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ।
ପ୍ରଧାନମନ୍ତ୍ରୀଙ୍କ ଦୁଇଟି ଗୁରୁତ୍ବପୂର୍ଣ୍ଣ କଥାରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ୧୫ ବର୍ଷ ରୁ ୧୮ ବର୍ଷ ବୟସର ପିଲାଙ୍କୁ ଟୀକାକରଣ ଏବଂ ଦ୍ଵିତୀୟରେ ବୁଷ୍ଟର ଡୋଜ ଟୀକାର ବ୍ୟବସ୍ଥା କରାଯିବ । ସ୍ବାସ୍ଥ୍ୟକର୍ମୀ ଏବଂ ୬୦ ବର୍ଷରୁ ଅଧିକ ବର୍ଷର ବ୍ୟକ୍ତିଙ୍କ ପାଇଁ ଲାଗୁ ହେବ ଏହି ବ୍ୟବସ୍ଥା । ଜାନୁଆରୀ ୩ ତାରିଖରୁ ପିଲାଙ୍କୁ ଟୀକାକରଣ ଏବଂ ୯ ତାରିଖରେ ସ୍ୱାସ୍ଥ୍ୟକର୍ମୀଙ୍କୁ ବୁଷ୍ଟର ଡୋଜ ଦେବା ଆରମ୍ଭ ହେବ । ଟୀକାକରଣ ପାଇଁ ରାଜ୍ୟରେ ଏକ ଟିମ ଗଠନ କରାଯାଇଛି । ରାଜ୍ୟରେ ଟୀକା ପାଇଁ କୌଣସି ଅସୁବିଧା ହେବ ନାହିଁ । ଟୀକାକରଣ ପାଇଁ ଯଥେଷ୍ଟ ମ୍ୟାନ ପାୱାର ରଖାଯାଇଛି। ଦରକାର ପଡିଲେ ଅଧିକ ମ୍ୟାନପାୱାର ଗଠନ କରାଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ।ସେ ଆହୁରି କହିଛନ୍ତି କୋରୋନା ମହାମାରୀକୁ ପ୍ରତିହତ ପାଇଁ ଟୀକାକରଣ ହିଁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଆମର ଟାର୍ଗେଟ ଜନସଂଖ୍ୟା ଯାହା ସେହି ଅନୁସାରେ ଟୀକାକରଣ କରାଯିବ। ପ୍ରତି ଜିଲ୍ଲାକୁ ୧୫ ବର୍ଷରୁ ୧୮ ବର୍ଷ ବୟସ୍କଙ୍କ ତଥ୍ୟ ମଗାଯାଇଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ରାଜ୍ୟ ୪ ଲକ୍ଷ ଲୋକଙ୍କୁ ଟୀକାକରଣ କରି ରେକର୍ଡ କରିଛି । ତେବେ ସେହି ଅନୁସାରେ ପିଲାଙ୍କୁ ଟୀକାକରଣ କରାଯିବ । ବର୍ତ୍ତମାନ ରାଜ୍ୟ ୫ ଲକ୍ଷ ଟୀକାକରଣର ନିକଟତର ହେବାକୁ ଯାଉଛି ।

Powered by Froala Editor

Tags Corona vaccine

Related articles Odisha News Lens 4.1

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14651
    Feb 24, 2026
  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ
    ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14288
    Feb 25, 2026
  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’
    ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    14895
    Feb 25, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14859
    Feb 25, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14015
    Feb 25, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା
    ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14806
    Feb 25, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15606
    Feb 24, 2026
  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    14822
    Feb 25, 2026
  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ
    ଦେଶ-ଦେଶାନ୍ତର

    ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    15000
    Feb 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    14895
    Feb 25, 2026
  • ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14806
    Feb 25, 2026
  • ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14015
    Feb 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17352
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17421
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17765
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16240
    Apr 03, 2021

ବିଶେଷ

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14859
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15721
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16131
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14530
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15299
    Feb 18, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15116
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14968
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14480
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16091
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14015
    Feb 25, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15606
    Feb 24, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14651
    Feb 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In