Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 30, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧ ଅଗଷ୍ଟରୁ ଭାରତ ଉପରେ ଲାଗିବ ୨୫% ଶୁଳ୍କ

  • ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ

  • ଆସିବ ଭୟଙ୍କର ସୁନାମୀ; ମାଡ଼ି ଆସିଲାଣି ...

  • ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ...

  • କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ...

  • ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

  • କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ...

  • ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ...

  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

  • ଏପରି ସଜାନ୍ତୁ ରାକ୍ଷୀ ଥାଳି

ରାଜ୍ୟ
Home ›› ରାଜ୍ୟ ››ଆମର ଦିଲ୍ଲୀରେ କେହି ବସ୍ ନାହାଁନ୍ତି:ନବୀନ

ଆମର ଦିଲ୍ଲୀରେ କେହି ବସ୍ ନାହାଁନ୍ତି:ନବୀନ

2021-12-27 04:30:57
15626
Share:
Facebook
Twitter
E-Mail
WhatsApp
Telegram
ଆମର ଦିଲ୍ଲୀରେ କେହି ବସ୍ ନାହାଁନ୍ତି:ନବୀନ


ଭୁବନେଶ୍ୱର: ବିଜୁ ଜନତା ଦଳର ବସ୍ ହେଉଛନ୍ତି ଓଡ଼ିଶାବାସୀ, ଆମର ଦିଲ୍ଲୀରେ କେହି ବସ୍ ନାହାଁନ୍ତି । ଯାହା କରୁଛୁ ଓଡ଼ିଶାବାସୀଙ୍କ ପାଇଁ । ଓଡ଼ିଶାବାସୀଙ୍କ ଇଚ୍ଛାରେଟ୍ ଓଡ଼ିଶାର ହକ୍ ପାଇଁ । ବିଜୁ ଜନତା ଦଳର ରୌପ୍ୟ ଜୟନ୍ତୀରେ ରାଜ୍ୟବାସୀଙ୍କୁ ଏଭଳି ବାର୍ତ୍ତା ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ନବୀନ କହିଛନ୍ତି, ଆମେ କେବଳ ଓଡ଼ିଶାବାସୀଙ୍କ ପାଖରେ ଉତ୍ତରଦାୟୀ । ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ବିଜେଡି ଏକ ସାମାଜିକ ଆନ୍ଦୋଳନରେ ପରିଣତି ହୋଇଛି । ଏହି ସଫଳତା ପଛରେ ଅଛନ୍ତି ସମୃଦ୍ଧ ଓ ଶସକ୍ତ ଓଡ଼ିଶାର ସ୍ୱପ୍ନ ଦେଖିଥିବା ପ୍ରତ୍ୟେକ ଓଡ଼ିଶାବାସୀ । ସେମାନଙ୍କୁ ସାଥିରେ ଧରି ବିଜେଡି ଶହ ଶହ ବର୍ଷ ଧରି ଓଡ଼ିଶାବାସୀଙ୍କ ସେବା କରି ଚାଲିବ ।
ସେ ଆହୁରି କହିଛନ୍ତି, ୨୫ ବର୍ଷ ତଳେ ବିଜୁବାବୁଙ୍କ ଆଦର୍ଶରେ ଆରମ୍ଭ ହୋଇଥିବା ବିଜୁ ଜନତା ଦଳ ଆଜି ଏକ ସାମାଜିକ ଆନ୍ଦୋଳନରେ ପରିବର୍ତ୍ତନ ହୋଇଛି । ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ୱାସର ପ୍ରତୀକ ପାଲଟିଛି । ରାଜ୍ୟବାସୀଙ୍କ ଆଶୀର୍ବାଦରେ ଦିନକ ଦିନ ଆଗକୁ ବଢ଼ୁଛି ବିଜେଡି । ବିଜୁ ଜନତା ଦଳ ଦେଶର ଏକମାତ୍ର ଦଳ ଯାହାର ଲୋକପ୍ରିୟତା ବର୍ଷକୁ ବର୍ଷ ବଢ଼ୁଛି । ଏଥିପାଇଁ ଦଳର ଲକ୍ଷ ଲକ୍ଷ କର୍ମୀ ଭାଇ ଭଉଣୀମାନଙ୍କ ପରିଶ୍ରମ ଓ ତ୍ୟାଗକୁ ସମ୍ମାନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି, ଆପଣମାନେ ହେଉଛନ୍ତି ଆମ ଦଳର ମେରୁଦଣ୍ଡ । ୨୦୦୦ ମସିହା ଓ ଆଜିର ଓଡ଼ିଶା ମଧ୍ୟର ବହୁତ ବଡ଼ ପରିବର୍ତ୍ତନ ଘଟିଛି । ଗରିବୀ କମ କରିବାରେ ସାରା ଦେଶରେ ଆଗରେ ରହିଛି ଓଡ଼ିଶା । ରାଜ୍ୟରେ ଗରିବୀ ୬୩ ପ୍ରତିଶତରୁ ୨୯ ପ୍ରତିଶତକୁ ଖସିଛି । ୮୦ ଲକ୍ଷ ଲୋକ ଗରିବ ସୀମାରେକ୍ଷା ଉପରକୁ ଆସିଛନ୍ତି । ଆସନ୍ତା ୫ ବର୍ଷ ମଧ୍ୟରେ ଆପଣମାନଙ୍କ ସହଯୋଗରେ ଗରିବୀକୁ ୧୦ ପ୍ରତିଶତକୁ ହ୍ରାସ କରି ଓଡ଼ିଶା ଇତିହାସ ସୃଷ୍ଟି କରିବ । ଏଥିପାଇଁ ଯାହା ଦରକାର ଆମ ସରକାର ସମସ୍ତ ପଦକ୍ଷେପ ନେବ ।

ଓଡ଼ିଶା ଅନ୍ତର୍ଜାତୀୟ ପରିଚୟ ପାଇଛି । ଜାତିସଂଘ ଠାରୁ ନୀତି ଆୟୋଗ ସମସ୍ତେ ଓଡ଼ିଶାକୁ ପ୍ରଂଶସା କରିଛନ୍ତି । ବିପତ୍ତି ସମୟରେ ଲୋକଙ୍କ ଜୀବନ ବଞ୍ଚାଇବାକୁ ସମସ୍ତଙ୍କୁ ବାଟ ଦେଇଖାଇଛି ଓଡ଼ିଶା । ଦିନ ଥିଲା ଓଡ଼ିଶା ଖାଦ୍ୟ ପାଇଁ ଅନ୍ୟ ରାଜ୍ୟ ଉପରେ ନିର୍ଭର କରୁଥିଲା, ଆଜି ସେ ପରିସ୍ଥିତି ନାହିଁ । ଦେଶକୁ ଖାଦ୍ୟ ଯୋଗାଇବାରେ ଓଡ଼ିଶା ଆଜି ୩ ନମ୍ବର ସ୍ଥାନରେ ଅଛି । ଏହାର ସବୁ ଶ୍ରେୟ ଆମ ଚାଷୀ ଭାଇମାନଙ୍କର । ମହିଳା ଶସକ୍ତିକରଣରେ ଓଡ଼ିଶା ଆଜି ଆଗରେ । ମାଆମାନଙ୍କ ପାଇଁ ପଞ୍ଚାୟତ ନିର୍ବାଚନରେ ୫୦ ପ୍ରତିଶତ ସଂରକ୍ଷଣରେ ଓଡ଼ିଶା ଆଗରେ । ସଂସଦରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ପାଇଁ ବିଜେଡି ବାଟ ଦେଖାଇଛି । ଏହି ଲକ୍ଷ୍ୟ ପୂରଣ ହେବା ପର୍ୟ୍ୟନ୍ତ ମାଆ ମାନଙ୍କ ହକ୍ ପାଇଁ ଆମ ଆନ୍ଦୋଳନ ଜାରି ରହିବ । ମିଶନ ଶକ୍ତି ଆଜି ଓଡ଼ିଶାର ପ୍ରତି ଘରର ମାଆମାନଙ୍କୁ ଶସକ୍ତ କରିଛି । ୭୦ ଲକ୍ଷ ମାଆଙ୍କ ବିରାଟ ଆନ୍ଦୋଳନ, ବିକାଶ କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ କରିଛି । ଏସସି, ଏସଟି ଓ ଓବିସି ଭାଇ ଭଉଣୀମାନଙ୍କ ବିକାଶ ଆମର ପ୍ରାଥମିକତା । ଶିକ୍ଷା ତଥା ବିଭିନ୍ନ ବିକାଶ ଜରିଆରେ ସେମାନଙ୍କ ଜୀବନଧାରଣ ମାନରେ ଉନ୍ନତି ପାଇଁ ଅନେକ କାମ ଚାଲିଛି ।

କରୋନା କାଳରେ ସବୁଠୁ ଅଧିକ ପୁଞ୍ଜିନିବେଶ ଓଡ଼ିଶାକୁ ଆସିଛି । ୪ ଲକ୍ଷ କୋଟିରୁ ଅଧିକ ପୁଞ୍ଜି ଆସିଛି । ସାରା ଦେଶରେ ଏହା ସର୍ବାଧିକ । ଆମ ଯୁବପିଢ଼ି ପାଇଁ ଏହା ରୋଜଗାରର ନୂଆ ସୁଯୋଗ ଆଣିଛି । କରୋନା ସମୟରେ ମାଗଣାରେ ଚିକିତ୍ସା ଯୋଗାଇଛନ୍ତି ଆମ ସରକାର । ୧୭ ରାଜ୍ୟକୁ ଆମେ ଅମ୍ଲଜାନ ଯୋଗାଇଛି । ସ୍ୱାସ୍ଥ୍ୟକ୍ଷେତ୍ରରେ ବିଏସକେୱାଇ କାର୍ଡ ଦେଶର ବିଳ୍ପବ ଆଣିଛି । ସ୍କୁଲ୍ ରୂପାନ୍ତିକରଣ ପିଲାମାନଙ୍କ ମଧ୍ୟରେ ନୂଆ ଆଶା ସୃଷ୍ଟି ସହ ବଡ଼ ସ୍ୱପ୍ନ ଦେଖିବାକୁ ପ୍ରେରଣା ଦେଇଛି । ସ୍ୱାସ୍ଥ୍ୟ ହେଉ କି ଖେଳ ସବୁକ୍ଷେତ୍ରରେ ଓଡ଼ିଶା ଏକ ନୂଆ ପରିଚୟ ନେଇ ଆଗକୁ ବଢ଼ିଛି ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ପୂର୍ବରୁ ମିଳିବ ସୂଚନା
    ଦେଶ-ଦେଶାନ୍ତର

    ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ପୂର୍ବରୁ ମିଳିବ ସୂଚନା

    14802
    Jul 30, 2025
  • ୧ ଅଗଷ୍ଟରୁ ଭାରତ ଉପରେ ଲାଗିବ ୨୫% ଶୁଳ୍କ
    ଦେଶ-ଦେଶାନ୍ତର

    ୧ ଅଗଷ୍ଟରୁ ଭାରତ ଉପରେ ଲାଗିବ ୨୫% ଶୁଳ୍କ

    14030
    Jul 30, 2025
  • ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ
    ଦେଶ-ଦେଶାନ୍ତର

    ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ

    13621
    Jul 30, 2025
  • କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ
    ଦେଶ-ଦେଶାନ୍ତର

    କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ

    14025
    Jul 30, 2025
  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ
    ବିଶେଷ

    ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14858
    Jul 30, 2025
  • ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ହେଲେ ଗିରଫ
    ଦେଶ-ଦେଶାନ୍ତର

    ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ହେଲେ ଗିରଫ

    15187
    Jul 30, 2025
  • ଆସିବ ଭୟଙ୍କର ସୁନାମୀ; ମାଡ଼ି ଆସିଲାଣି ସମୁଦ୍ର
    ଦେଶ-ଦେଶାନ୍ତର

    ଆସିବ ଭୟଙ୍କର ସୁନାମୀ; ମାଡ଼ି ଆସିଲାଣି ସମୁଦ୍ର

    13702
    Jul 30, 2025
  • କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ
    ଦେଶ-ଦେଶାନ୍ତର

    କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ

    14556
    Jul 30, 2025
  • ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି
    ଦେଶ-ଦେଶାନ୍ତର

    ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

    15182
    Jul 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧ ଅଗଷ୍ଟରୁ ଭାରତ ଉପରେ ଲାଗିବ ୨୫% ଶୁଳ୍କ

    14030
    Jul 30, 2025
  • ଦେଶ-ଦେଶାନ୍ତର

    ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

    15182
    Jul 30, 2025
  • ବିଶେଷ

    ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14858
    Jul 30, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16646
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16759
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17083
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15565
    Apr 03, 2021

ବିଶେଷ

  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14858
    Jul 30, 2025
  • ଏପରି ସଜାନ୍ତୁ ରାକ୍ଷୀ ଥାଳି

    14897
    Jul 30, 2025
  • ଆହାନ ପାଣ୍ଡେ ଓ ଅନୀତ୍ ପଡ୍ଡାଙ୍କ 'ସୈୟାରା ' କରୁଛି କମାଲ

    15863
    Jul 29, 2025
  • ସର୍ଭାଇକାଲ ଯନ୍ତ୍ରଣା କଣ, ଜାଣନ୍ତୁ କାରଣ...

    15794
    Jul 28, 2025
  • ପ୍ରତିଦିନ ସେବନ କରନ୍ତୁ ପିଜୁଳି ପତ୍ର

    14947
    Jul 28, 2025

ବାଣିଜ୍ୟ

ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

ଭୁବନେଶ୍ୱର : ସଡ଼କ ସୁରକ୍ଷା ଏବଂ ଗୋଷ୍ଠୀ କଲ୍ୟାଣ ପ୍ରତି ପ୍ରତିବଦ୍ଧତାର ଅଂଶ ଭାବରେ ଭାରତର ସର୍ବବୃହତ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ, ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରର କେତେକ ସର୍ବାଧିକ ବ୍ୟସ୍ତବହୁଳ ଜଙ୍କ୍‌ସନଗୁଡିକରେ ଚାରିଟି ପୂର୍ଣ୍ଣ ସୁସଜ୍ଜିତ ପୋଲିସ ବୁଥ୍‌ ସ୍ଥାପନ କରି ଭୁବନେଶ୍ୱର ଟ ...

  • ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

    14713
    Jul 28, 2025
  • ହିଣ୍ଡାଲ୍କୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ 2'ଟି ଏମଓୟୁ ସ୍ଵାକ୍ଷର, କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା

    14806
    Jul 25, 2025
  • ନ୍ୟୁବର୍ଗ ପଲ୍ସ-ମହେନ୍ଦ୍ର ସିଂହ ଧୋନିଙ୍କ ସହଭାଗିତାରେ ରାଞ୍ଚିରେ ସ୍ୱୟଂ ସମ୍ପୂର୍ଣ୍ଣ ସମନ୍ଵିତ ନିଦାନ କେନ୍ଦ୍ର ଆରମ୍ଭ, ଏଥିରେ ରହିଛି, ସହରର ପ୍ରଥମ ଉନ୍ନତ ପେଟ୍-ସିଟି (PET-CT) ବ୍ୟବସ୍ଥା

    14153
    Jul 21, 2025
  • ଋଥଯାତ୍ରା ୨୦୨୫ରେ ୧ ଲକ୍ଷରୁ ଅଧିକ ଭକ୍ତ ଆଧ୍ୟାତ୍ମିକ ଭାବରେ ନିଜକୁ ଆଶୀର୍ବାଦର ‘ଭକ୍ତି ପଥେ’ ଅଭିଯାନରେ ତଲ୍ଲୀନ କଲେ

    14450
    Jul 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ପୂର୍ବରୁ ମିଳିବ ସୂଚନା

    14802
    Jul 30, 2025
  • ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ହେଲେ ଗିରଫ

    15187
    Jul 30, 2025
  • ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ

    13621
    Jul 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In