Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ...

  • ଇପିଏଫ୍ଓ ବେତନ ସୀମା ବୃଦ୍ଧି : ...

  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ...

  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ...

  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ...

  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ...

  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

ରାଜ୍ୟ
Home ›› ରାଜ୍ୟ ››ବାତ୍ୟା ଜୱାଦ କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

ବାତ୍ୟା ଜୱାଦ କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

2021-12-28 01:23:29
13851
Share:
Facebook
Twitter
E-Mail
WhatsApp
Telegram
ବାତ୍ୟା ଜୱାଦ କ୍ଷତିଗ୍ରସ୍ତଙ୍କ ପାଇଁ  ମୁଖ୍ୟମନ୍ତ୍ରୀଙ୍କ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

ଚଳିତ ଡିସେମ୍ବର ୪ ଓ ୫ ତାରିଖ ଦୁଇ ଦିନ ଧରି ସଂଗଠିତ  ହୋଇଥିବା ବାତ୍ୟା ଜୱାଦ ଦ୍ବାରା କ୍ଷତିଗ୍ରସ୍ତ ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି ।

  

୩୩ ପ୍ରତିଶତ ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ ନାମମାତ୍ର ଚାଷୀ ମାନଙ୍କୁ ବର୍ଷାଜଳ ଉପରେ ନିର୍ଭର କରୁଥିବା ଜମି ପାଇଁ ହେକ୍ଟର ପିଚ୍ଛା ୬୮୦୦ ଟଙ୍କା, ଜଳସେଚିତ ଅଞ୍ଚଳ ପାଇଁ ହେକ୍ଟର ପିଚ୍ଛା ୧୩,୫୦୦ ଟଙ୍କା ଏବଂ ଆମ୍ବ, କାଜୁ, ନଡିଆ, ପାନବରଜ, କିଆ ଆଦି ସବୁଦିନିଆ ଫସଲ ନିମନ୍ତେ ହେକ୍ଟର ପିଚ୍ଛା ୧୮ ହଜାର ଟଙ୍କା ସହାୟତା ଦିଆଯିବ ।


    

ସବୁଦିନିଆ ଫସଲ କ୍ଷତି ପାଇଁ Input subsidy ଭାବରେ ଚାଷୀଙ୍କୁ ସର୍ବନିମ୍ନ ୨୦୦୦ ଟଙ୍କା ଓ ଅନ୍ୟ ଫସଲ ପାଇଁ ୧୦୦୦ ଟଙ୍କା ଦିଆଯିବ।

    

ପ୍ରମାଣୀକୃତ ଉଚ୍ଚମାନର ବିହନ  - କ୍ଷତିଗ୍ରସ୍ତ ୧୨ଟି ଜିଲ୍ଲାର ଚାଷୀମାନଙ୍କୁ ୧୨ ହଜାର କ୍ବିଣ୍ଟାଲ ବିହନ ରିହାତି ଦରରେ ଯୋଗାଇ ଦିଆଯିବ ଏବଂ ବର୍ତ୍ତମାନ ରିହାତି ପରିମାଣର ଅତିରିକ୍ତ ୨୫ ପ୍ରତିଶତ DBT ଜରିଆରେ ୨୦୨୧-୨୨ ରବି ଫସଲ ପାଇଁ ଦିଆଯିବ । କ୍ଷତିଗ୍ରସ୍ତ ଜିଲ୍ଲାର ଚାଷୀ ମାନଙ୍କୁ ୫୦ ହଜାର  ଡାଲି ଜାତୀୟ ବିହନ ମିନି କିଟ୍‌ ଯୋଗାଇ ଦିଆଯିବ । ଏହାସହିତ ୪ ଲକ୍ଷ ପରିବା ବିହନ ମିନିକିଟ୍‌ ମାଗଣାରେ ଯୋଗାଇ ଦିଆଯିବ ।


    

ଫଳ ଓ ପନିପରିବା ଚାଷ କରୁଥିବା ସ୍ବୟଂ ସହାୟକ ଗୋଷ୍ଠୀର ଏକ ଲକ୍ଷ ସଦସ୍ୟଙ୍କୁ ପ୍ଲାଷ୍ଟିକ ଜାଲି ବାକ୍‌ସ (Crate) ଯୋଗାଇ ଦିଆଯିବ। ପ୍ରତି ସଦସ୍ୟଙ୍କୁ ୯୦ ପ୍ରତିଶତ ରିହାତିରେ ୫ ଗୋଟି କ୍ରେଟ ଯୋଗାଇ ଦିଆଯିବ। ଯାହାଦ୍ବାରା ଫଳ ଓ ପରିବାର ଅମଳ ପରବର୍ତ୍ତୀ କ୍ଷତି କମ୍‌ କରାଯାଇପାରିବ । ଏକ ଲକ୍ଷ ଚାଷୀଙ୍କୁ ସେମାନଙ୍କ ଘର ପଛ ବଗିଚାରେ ଲଗାଇବା ପାଇଁ ମାଗଣାରେ ପ୍ରତ୍ୟେକଙ୍କୁ ୧୦ ଗୋଟି ଫଳ ଚାରା ଯୋଗାଇ ଦିଆଯିବ ।


    

ଏକ ଲକ୍ଷ ଚାଷୀଙ୍କୁ ହାଇବ୍ରିଡ ପରିବା ଚାଷ ପାଇଁ ସହାୟତା ଦିଆଯିବ। ପ୍ରତି ଚାଷୀଙ୍କୁ ୦.୨୦ ହେକ୍ଟର ପାଇଁ ୪୦୦୦ ଟଙ୍କା ଲେଖାଏ ସହାୟତା ମିଳିବ ।


    

କ୍ଷତିଗ୍ରସ୍ତ ଜିଲ୍ଲାମାନଙ୍କର ଚାଷୀ ମାନଙ୍କୁ କୃଷି ଯାନ୍ତ୍ରିକୀକରଣ ନିମନ୍ତେ ୫୦ କୋଟି ଟଙ୍କାର ରିହାତି ଦିଆଯିବ । ଏହା DBT ଜରିଆରେ ପ୍ରଦାନ କରାଯିବ । କ୍ଷତିଗ୍ରସ୍ତ ଅଞ୍ଚଳରେ ୫୦୦୦ ପମ୍ପସେଟ୍ ୫୦ ପ୍ରତିଶତ ରିହାତିରେ ଯୋଗାଇ ଦିଆଯିବ । ଏଥିପାଇଁ ରିହାତିର ସର୍ବୋଚ୍ଛ ପରିମାଣ ୧୦ ହଜାର ଟଙ୍କା ଦିଆଯିବ ।


    

କ୍ଷତିଗ୍ରସ୍ତ ଚାଷୀଙ୍କୁ ୫୦ ପ୍ରତିଶତ ରିହାତିରେ ୫୦୦୦ ସ୍ପ୍ରେୟର (ସିଞ୍ଚନ ଯନ୍ତ୍ର) ଯୋଗାଇ ଦିଆଯିବ । ପାୱାର ସ୍ପ୍ରେୟର କ୍ଷେତ୍ରରେ ସର୍ବାଧିକ ୩୮୦୦ ଟଙ୍କା ଏବଂ ହସ୍ତଚାଳିତ ସ୍ପ୍ରେୟର କ୍ଷେତ୍ରରେ ସର୍ବାଧିକ ୭୫୦ ଟଙ୍କା ଦିଆଯିବ ।


    

ରୋଗପୋକ ନିୟନ୍ତ୍ରଣ ପାଇଁ କ୍ଷତିଗ୍ରସ୍ତ ଚାଷୀ ମାନଙ୍କ ପାଇଁ ମଧ୍ୟ ଏହି ପ୍ୟାକେଜରେ ବ୍ୟବସ୍ଥା ରଖାଯାଇଛି । ଏଥିପାଇଁ ରିହାତି ଚାଷୀଙ୍କୁ DBT  ଜରିଆରେ ପ୍ରଦାନ କରାଯିବ । ସମୁଦାୟ ୧୬ ହଜାର ହେକ୍ଟର ଜମି ପାଇଁ ଏହି ସହାୟତା ବ୍ୟବାସ୍ଥା କରାଯିବ ।


    

୩୩ ପ୍ରତିଶତ ବା ତାଠାରୁ ଧିକ ଫସଲ କ୍ଷତି ହୋଇଥିବା ଅଞ୍ଚଳରେ ଦିଆଯାଇଥିବା ସ୍ବଳ୍ପମିଆଦୀ ଋଣକୁ ମଧ୍ୟମ ମିଆଦୀ ଋଣରେ ପରିଣତ କରାଯିବ। ସେହିପରି ଆସନ୍ତା ରବି ଋତୁ ପାଇଁ ଚାଷୀମାନେ ଯେପରି ସୁବିଧାରେ ଫସଲ ଋଣ ଓ କୃଷି ଋଣ କରିପାରିବେ, ସେଥିପାଇଁ ଆନୁଷ୍ଠାନିକ ଆର୍ଥିକ ସଂସ୍ଥା ଦ୍ବାରା ସହାୟତାର ବ୍ୟବସ୍ଥା କରାଯିବ । ଭାଗଚାଷୀ ମାନେ ଯେପରି ରବି ଋତୁରେ ସୁବିଧାରେ ଋଣ ପାଇପାରିବେ, ସେଥିପାଇଁ Joint Liability Group  ଗଠନ ପାଇଁ ତ୍ବରିତ ପଦକ୍ଷେପ ନିଆଯିବ।


    

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଞ୍ଜୀକୃତ ଚାଷୀମାନେ ଯେପରି ତାଙ୍କ କ୍ଷତିପୂରଣ ଶୀଘ୍ର ପାଇପାରିବେ, ସେଥିପାଇଁ ଅମଳ ପରବର୍ତ୍ତୀ କ୍ଷତିର ତୁରନ୍ତ ଆକଳନ ନିମନ୍ତେ ପଦକ୍ଷେପ ନିଆଯିବ ଏବଂ Crop Cutting Experiment  ମଧ୍ୟ ଶୀଘ୍ର ଶେଷ କରାଯିବ । ବାତ୍ୟା ଜୱାଦ ଜନିତ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀ ମାନେ ଯେପରି ରବି ଫସଲ ପାଇଁ ତୁରନ୍ତ ଋଣ ସହାୟତା ପାଇପାରିବେ, ସେ ଦିଗରେ ମଧ୍ୟ ପଦକ୍ଷେପ ନିଆଯିବ ।

Powered by Froala Editor

Tags Chief Minister Odisha , Naveen Patnaik

Related articles Odisha News Lens 4.1

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14612
    Oct 02, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ
    ବାଣିଜ୍ୟ

    ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13662
    Oct 03, 2026
  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌
    ଦେଶ-ଦେଶାନ୍ତର

    ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌

    13916
    Oct 03, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    15150
    Oct 02, 2026
  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ
    ଦେଶ-ଦେଶାନ୍ତର

    ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ

    13988
    Oct 03, 2026
  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...
    ଦେଶ-ଦେଶାନ୍ତର

    ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...

    15079
    Oct 03, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15068
    Oct 03, 2026
  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ
    ଦେଶ-ଦେଶାନ୍ତର

    ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ

    15211
    Oct 03, 2026
  • ଇପିଏଫ୍ଓ ବେତନ ସୀମା ବୃଦ୍ଧି :  କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି ...
    ଦେଶ-ଦେଶାନ୍ତର

    ଇପିଏଫ୍ଓ ବେତନ ସୀମା ବୃଦ୍ଧି : କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି ...

    13921
    Oct 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15068
    Oct 03, 2026
  • ଦେଶ-ଦେଶାନ୍ତର

    ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ

    15211
    Oct 03, 2026
  • ଦେଶ-ଦେଶାନ୍ତର

    ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ଚେତାବନୀ ଦେଲେ ଟ୍ରମ୍ପ

    15079
    Oct 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17147
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17838
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17801
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18214
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15411
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14082
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15821
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15389
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14761
    Sep 18, 2026

ବାଣିଜ୍ୟ

ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

ପୂର୍ବରୁ ସୁନା ଚମକ ଆଗରେ ରୁପା ଫିକା ପଡ଼ିଥିଲା । ମାତ୍ର ଏବେ ରୁପାରେ ଚମକ ରହିଥିବା କହିଛନ୍ତି ବ୍ୟବସାୟୀ । ଲୋକେ ସୁନା ପରିବର୍ତ୍ତେ ରୁପା ମୁହାଁ ହୋଇଛନ୍ତି । ପାର୍ବଣରେ ଏହି ଧାରା ଆହୁରି ଦୃଢ଼ ହୋଇଛି । ଏହାକୁ ଦେଖି ସୁନା ଦୋକାନୀ ଏବଂ ବ୍ୟବସାୟୀମାନେ ବ୍ୟାପକ ବର୍ଗର ଗହଣା ରେଞ୍ଜ୍ ସହ ଆକର୍ଷଣୀୟ ଅଫର ଦେଉଛନ୍ତି ।

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15327
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15047
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14397
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14345
    Sep 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14456
    Oct 03, 2026
  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ

    13988
    Oct 03, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14612
    Oct 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In