Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, February 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ...

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ...

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ...

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ...

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

Home ›› ››କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ - ମୁଖ୍ୟମନ୍ତ୍ରୀ

କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ - ମୁଖ୍ୟମନ୍ତ୍ରୀ

2021-12-29 03:46:09
15721
Share:
Facebook
Twitter
E-Mail
WhatsApp
Telegram
କେବଳ ଜନସାଧାରଣଙ୍କ ସନ୍ତୋଷ  ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ - ମୁଖ୍ୟମନ୍ତ୍ରୀ

 କେବଳ ଜନସାଧାରଣଙ୍କ ସନ୍ତୋଷ  ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ । ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବତ୍ତନ କରିବାକୁ ହେବ । ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ଅଧିକାରୀ ମାନଙ୍କୁ ଏହି ବାର୍ତ୍ତା ପ୍ରଦାନ କରିଛନ୍ତି ।


    ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର କାର୍ଯ୍ୟକ୍ରମ ଦୁଇ ବର୍ଷ ଧରି ଆରମ୍ଭ ହୋଇଛି । ପ୍ରଶାସନିକ ସ୍ତରରେ ସରକାରଙ୍କ ଏହି ରୂପାନ୍ତର ଉଦ୍ୟମ ଜନସାଧାରଣଙ୍କ ମଧ୍ୟରେ ସରକାରଙ୍କ ସପକ୍ଷରେ ବିଶ୍ବାସ ସୃଷ୍ଟି କରିପାରିଛି । ଏହି ପ୍ରକ୍ରିୟା ବର୍ତ୍ତମାନ ରାଜ୍ୟ ସରକାରଙ୍କ ବିଭିନ୍ନ ପଦାଧିକାରୀ ଓ କର୍ମଚାରୀ ମାନଙ୍କ ମଧ୍ୟରେ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇଛି ।


    ସରକାରୀ ଅଧିକାରୀଙ୍କ ମଧ୍ୟରେ ବୃତ୍ତିଗତ ବ୍ୟବହାର ଆଣିବା ପାଇଁ ରାଜ୍ୟ ସରକାରଙ୍କ କ୍ରମାଗତ ଉଦ୍ୟମ ସଫଳ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ । ସରକାରୀ ଅଧିକାରୀମାନେ ଏବେ ଜନସାଧାରଣଙ୍କ ସହିତ ଅଧିକ ଦାୟିତ୍ବସମ୍ପନ୍ନ ତଥା ସହୃଦୟତାର ସହ ବ୍ୟବହାର କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


    ମୋ ସରକାରରୁ ମିଳିଥିବା ଫିଡ୍‌ବ୍ୟାକ୍‌ ଅନୁଯାୟୀ ସରକାରଙ୍କ ଅନେକ ବିଭାଗ ଭଲ ପ୍ରଦର୍ଶନ କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ସନ୍ତୋଷ ପ୍ରକାଶ କରିଥିଲେ ।


    ରାଜ୍ୟ ସରକାରଙ୍କ ସବୁ କାର୍ଯ୍ୟକ୍ରମ ଓ ସେବା ମୋ ସରକାର କାର୍ଯ୍ୟକ୍ରମର ଲକ୍ଷ୍ୟ ଅନୁଯାୟୀ ଯେପରି ସର୍ବୋତ୍ତମ ଭାବେ କାର୍ଯ୍ୟ କରିବ, ସେଥିପାଇଁ ଧ୍ୟାନ ଦେବା ପାଇଁ ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥିପାଇଁ ନାଗରିକ ମାନଙ୍କ ଡାଟାବେସ୍‌କୁ ସବୁ ସମୟରେ ନବୀକୃତ କରିବା ଜରୁରୀ ବୋଲି ସେ କହିଥିଲେ । ଏହା ଆମର ଦୁର୍ନୀତି ପ୍ରତି ଶୂନ୍ୟ ସହିଷ୍ଣୁତା ନୀତିକୁ ସୁନିଶ୍ଚିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।


    ବୈଠକରୁ ଜଣାଯାଇଛି ଯେ ମୋ ସରକାର କାର୍ଯ୍ୟକ୍ରମରେ ୨୮ଟି ବିଭାଗର ୨୨୨ଟି ସେବା ଅନ୍ତର୍ଭୁକ୍ତ କରାଯାଇଛି ଏବଂ ଏ ସଂପର୍କରେ ଲୋକମାନଙ୍କ ପାଖରୁ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ନିୟମିତ ତଥ୍ୟ ସଂଗ୍ରହ କରାଯାଇଛି । 


    ଆଜିର ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ସ୍ବରଷ୍ଟ୍ର ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ଏବଂ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ  ଉପସ୍ଥାପନା ଜରିଆରେ ସେମାନଙ୍କ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମର କାର୍ଯ୍ୟକାରୀତା ସଂପର୍କରେ  ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା । ଏହି ବିଭାଗର ସମୂହର ସେବା ପାଇଁ ମୋଟାମୋଟି ଭାବରେ ସନ୍ତୋଷଜନକ ପ୍ରତିକ୍ରିୟା ମିଳିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ଆହୁରି ଅଧିକ ନିଷ୍ଠାର ସହ ସେବା ଯୋଗାଇ ଦେବାପାଇଁ ପରାମର୍ଶ ଦେଇଥିଲେ ।


    ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଉପସ୍ଥାପିତ ତଥ୍ୟର ଅନୁଶୀଳନ କରି ଏହି କାର୍ଯ୍ୟକ୍ରମର କିପରି ଅଧିକ ଉନ୍ନତି ଆସିପାରିବ, ସେ ସଂପର୍କରେ ମତାମତ ରଖିଥିଲେ ।


    ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ ।


    ଇଲେକ୍ଟ୍ରୋନିକ୍‌ସ ଓ ଆଇଟି ବିଭାଗର ସଚିବ ଶ୍ରୀ ମନୋଜ ମିଶ୍ର ମୋ ସରକାର କାର୍ଯ୍ୟକ୍ରମ ସଂପର୍କରେ ଏକ ସାମଗ୍ରୀକ ଉପସ୍ଥାପନା ପ୍ରଦାନ କରିଥିଲେ ।

Powered by Froala Editor

Tags Chief Minister Odisha , Naveen Patnaik

Related articles Odisha News Lens 4.1

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14859
    Feb 25, 2026
  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    14822
    Feb 25, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14015
    Feb 25, 2026
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ
    ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14666
    Feb 25, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14651
    Feb 24, 2026
  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ
    ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14288
    Feb 25, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15606
    Feb 24, 2026
  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’
    ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    14895
    Feb 25, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା
    ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14806
    Feb 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14288
    Feb 25, 2026
  • ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15606
    Feb 24, 2026
  • ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14015
    Feb 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17352
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17421
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17765
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16240
    Apr 03, 2021

ବିଶେଷ

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14859
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15721
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16131
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14530
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15299
    Feb 18, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15116
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14968
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14480
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16091
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14288
    Feb 25, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14859
    Feb 25, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14015
    Feb 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In