Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ...

  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ...

  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ ...

  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ...

  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

ବିଶେଷ
Home ›› ବିଶେଷ ››ଘରର କେଉଁ ଦିଗରେ ଝରକା କଲେ ମାଡ଼ି ଆସିବ ବିପଦ

ଘରର କେଉଁ ଦିଗରେ ଝରକା କଲେ ମାଡ଼ି ଆସିବ ବିପଦ

2021-12-30 04:42:31
15950
Share:
Facebook
Twitter
E-Mail
WhatsApp
Telegram
ଘରର କେଉଁ ଦିଗରେ ଝରକା କଲେ ମାଡ଼ି ଆସିବ ବିପଦ


 ଘର ଖଣ୍ଡେ କରିବା ସମସ୍ତଙ୍କ ସ୍ୱପ୍ନ ଥାଏ। ହେଲେ ଘର କରିବା ସମୟରେ କେଉଁ ଦିଗରେ କରିବେ ଝରକା ? ଉତ୍ତର ନା ଦକ୍ଷିଣ । କ’ଣ ରହିଛି ଏହାର ପ୍ରଭାବ । ଏହାକୁ ନେଇ ଗୃହକର୍ତ୍ତା ଦ୍ୱନ୍ଦ୍ୱରେ ପଡ଼ି ଯାଉଥିବା ବେଳେ ବେଳେବେଳେ ସଠିକ ନିଷ୍ପତ୍ତି ନେବାରେ ହୋଇଯାଏ ତ୍ରୁଟି । ଯାହାର ଫଳ ପରିବାରର ସବୁ ସଦସ୍ୟଙ୍କୁ ଭୋଗିବାକୁ ପଡ଼ିଥାଏ। କେତେବେଳେ ଆର୍ଥିକ ସମସ୍ୟା ଦେଖାଦିଏ ତ କେତେବଳେ ସ୍ୱାସ୍ଥ୍ୟ ସମସ୍ୟାରେ ଛନ୍ଦି ହେବାକୁ ପଡ଼ିପାରେ। ତେଣୁ ଘରର ଝରକା କରିବା ସମୟରେ ଅଧିକାଂଶ ଲୋକ ଏହାକୁ ଗୁରୁତ୍ୱ ଦେଉ ନ ଥିବା ବେଳେ ଜାଣି ରଖନ୍ତୁ, କେଉଁ ଦିଗରେ ଭୁଲ୍‌ରେ ବି କରିବେନି ଝରକା।

ଘରର ଝରକା କରିବା ସମୟରେ ସବୁବେଳେ ଉତ୍ତର ଦିଗକୁ ହିଁ ପ୍ରାଥମିକତା ଦିଅନ୍ତୁ। ଭୁଲ୍‌ରେ ବି ଦକ୍ଷିଣ ଦିଗରେ ଝରକା କରିବା କଥା ଚିନ୍ତା କରନ୍ତୁ ନାହିଁ।  ଉତ୍ତର ଦିଗକୁ ଉର୍ଜାରେ ଭରପୂର ଦିଗ ଏପରିକି  କୁବେରଙ୍କ ଦିଗ ବୋଲି ଧରା ଯାଇଥାଏ। ଏହି ଦିଗରେ ଝରକା ନିର୍ମାଣ କଲେ ଆପଣଙ୍କ ଘର, ଅଫିସ  ଉପରେ ଭଗବାନ କୁବେରଙ୍କ କୃପାଦୃଷ୍ଟି ରହିଥାଏ। ଏପରିକି ଘରେ କେବେ ଧନର ଅଭାବ  ରୁହେ ନାହିଁ। ତେଣୁ ଉତ୍ତର ଦିଗରେ ଝରକା କରିବାକୁ ଶୁଭ ବିବେଚନା କରାଯାଇଥାଏ ଏବଂ ଏହାକୁ ପ୍ରତିଦିନ କିଛି କିଛି ସମୟ ଖୋଲା ରଖିବା ଦରକାର।


ଅପରପକ୍ଷେ, ଘରର ଦକ୍ଷିଣ ଦିଗରେ କେବେ ବି ଝରକା କରିବା ଉଚିତ ନୁହେଁ। ଏପରି କରିବା ଦ୍ୱାରା ପରିବାର ସଦସ୍ୟଙ୍କ ଉପରେ ଏହାର କୁପ୍ରଭାବ ପଡ଼ିଥାଏ। ଘରେ ସବୁବେଳେ ଅଶାନ୍ତି ଲାଗି ରହିଥାଏ ଓ ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟ ସମସ୍ୟା ଲାଗି ରହିଥାଏ।


ଦକ୍ଷିଣ ଦିଗକୁ ଯମ ଅଥବା ମୃତ୍ୟୁର ଦେବତାଙ୍କ ଦିଗ ବୋଲି ଧରା ଯାଇଥାଏ। ସେଥିପାଇଁ ଏହି ଦିଗକୁ ଅଶୁଭ ବୋଲି ବିବେଚନା କରାଯାଏ । ଏହି ଦିଗର ବହୁତ ନକରାତ୍ମକ ପ୍ରଭାବ ଥିବାରୁ ଏହି ଦିଗରେ  ଝରକା କଲେ ଏହାର ପ୍ରଭାବ ଘରର ସଦସ୍ୟଙ୍କ ଉପରେ ପଡ଼ିବାର ଯଥେଷ୍ଟ ଆଶଙ୍କା ରହିଛି।

ହେଲେ ଯଦି ଆପଣଙ୍କ ଘର ଦକ୍ଷିଣ ଦିଗକୁ ମୁହଁ କରିଛି, ଅଥବା ଆପଣ ଦକ୍ଷିଣ ମୁହାଁ ଝରକା କରିବାକୁ ବାଧ୍ୟ ହେଉଛନ୍ତି, ତେବେ ଏହାର ନକରାତ୍ମକ ପ୍ରଭାବରୁ ବର୍ତ୍ତିବା ପାଇଁ ଉପାୟ ବି ବାସ୍ତୁ ଶାସ୍ତ୍ରରେ ଅଛି। ଏହି ଦିଗରେ ଥିବା ଝରକାରେ ଆପଣ ମୋଟା ପର୍ଦ୍ଦା ଲଗାଇ ଦିଅନ୍ତୁ। ଏହାଦ୍ୱାରା  ନକରାତ୍ମକ ପ୍ରଭାବ କିଛିଟା କମିପାରେ ବୋଲି ବିଶ୍ୱାସ ରହିଛି।

ଏହାବାଦ କିଛି ଲୋକ ନିର୍ଣ୍ଣୟ ନେଇପାରନ୍ତି ନାହିଁ କି ଘରର ମୁଖ୍ୟ ଦ୍ୱାର ନିକଟରେ ଝରକା କରିବେ କି ନାହିଁ। ବାସ୍ତୁ ଅନୁଯାୟୀ କ’ଣ ରହିଛି ଏହାର ପ୍ରଭାବ ।

ବାସ୍ତୁ ଅନୁଯାୟୀ, ଘରର ମୁଖ୍ୟ ଦ୍ୱାରା ନିକଟରେ ଝରକା କରିବା ଖୁବ୍‌ ଭଲ। ହେଲେ ଘର କରିବା ସମୟରେ ମୁଖ୍ୟ ଦ୍ୱାର ନିକଟରେ ଏହାର ୨ ପାର୍ଶ୍ୱରେ ୨ଟି ସମାନ ଆକାରର ଗେଟ୍‌ କରିବା ଦରକାର। ଏପରି କରିବା ଦ୍ୱାରା ଏକ ଚୁମ୍ବକୀୟ ଚକ୍ର ନିର୍ମାଣ ହୋଇଥାଏ। ଯାହାଦ୍ୱାରା ଘରେ ସକରାତ୍ମକ ଉର୍ଜା ସୃଷ୍ଟି ହୋଇଥାଏ।
ଏହାବାଦ ଘରର ସମୁଦାୟ ଝରକା ସଂଖ୍ୟା କେତେ ରଖିବେ,  ଯୁଗ୍ମ ନା ଅଯୁଗ୍ମ । ସେ ନେଇ ଗୃହକର୍ତ୍ତା ବେଳେବେଳେ ଦ୍ୱନ୍ଦ୍ୱରେ ପଡ଼ି ଯାଉଥିବା ବେଳେ ସବୁବେଳେ ଝରକା ସଂଖ୍ୟା ଯୁଗ୍ମ ରଖିବା ଦରକାର।  ଅଯୁଗ୍ମ ହେବା ଦ୍ୱାରା ଏହାର କୁପ୍ରଭାବ ପରିବାର ଲୋକଙ୍କ ଉପରେ ପଡ଼ିଥାଏ।

ବହୁ ଲୋକ ଘର କରିବା ସମୟରେ ଅତ୍ୟଧିକ ଉତ୍ସୁକ ହୋଇ କେବଳ ଡିଜାଇନକୁ ଗୁରୁତ୍ୱ ଦେଇଥିବା ବେଳେ ବାସ୍ତୁକୁ ଭୁଲି ଯାଇଥାନ୍ତି। ଏହାଦ୍ୱାରା ନିଜ ସ୍ୱପ୍ନର ଘରେ ନିଜ ପରିବାର ସହ ରହିବାର ସ୍ୱପ୍ନ ପୂରଣ ହୋଇଥିଲେ ମଧ୍ୟ ବହୁ ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡ଼ିଥାଏ।

Powered by Froala Editor

Tags Home decorate

Related articles Odisha News Lens 4.1

  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15660
    Nov 18, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14737
    Nov 18, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14939
    Nov 18, 2025
  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ
    ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14422
    Nov 19, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13686
    Nov 18, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13912
    Nov 18, 2025
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା
    ବିଶେଷ

    ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14388
    Nov 19, 2025
  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା
    ଦେଶ-ଦେଶାନ୍ତର

    ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13731
    Nov 19, 2025
  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି
    ଦେଶ-ଦେଶାନ୍ତର

    ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14743
    Nov 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14939
    Nov 18, 2025
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14427
    Nov 18, 2025
  • ଦେଶ-ଦେଶାନ୍ତର

    ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14743
    Nov 19, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14388
    Nov 19, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14369
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16150
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15166
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14441
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14724
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14315
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14743
    Nov 19, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14737
    Nov 18, 2025
  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14422
    Nov 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In