Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, February 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ...

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ...

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ...

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ...

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

Home ›› ››ଆଜି ରାଜ୍ୟରେ ୨୨୫ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୨୨୫ କରୋନା ପଜିଟିଭ୍ ଚିହ୍ନଟ

2021-12-30 06:14:55
13723
Share:
Facebook
Twitter
E-Mail
WhatsApp
Telegram
ଆଜି ରାଜ୍ୟରେ ୨୨୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦିନେ କମିଲେ ଦିନେ ବଢୁଛି । ଗତକାଲି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୧ରହିଥିବାବେଳେ ଆଜି ରାଜ୍ୟରେ ୨୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱରେଣ୍ଟାଇନ୍ ସେଣ୍ଟରରୁ ୧୩୨ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୯୩ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୩୭ଜଣ ଛୁଆ ରହିଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ ଜଣ, ବରଗଡରୁ ୨ ଜଣ, ଭଦ୍ରକରୁ ୨ ଜଣ, କଟକରୁ ୧୧ ଜଣ, ଢେଙ୍କାନାଳରୁ ୧ ଜଣ, ଦେବଗଡରୁ ୫ ଜଣ, ଗଞ୍ଜାମରୁ ୧ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡାରୁ ୯ ଜଣ, କେନ୍ଦ୍ରାପଡାରୁ ୪ ଜଣ, କେନ୍ଦୁଝରରୁ ୬ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୨ ଜଣ, ନୂଆପଡାରୁ ୪ ଜଣ, ପୁରୀରୁ ୩ ଜଣ, ରାୟଗଡାରୁ ୨ ଜଣ, ସମ୍ୱଲପୁରରୁ ୨୩ ଜଣ, ସୁନ୍ଦରଗଡରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି  ।

ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂକ୍ୟା ୧୦ଲକ୍ଷ ୫୪ହଜାର ୬୦୬କୁ ବୃଦ୍ଧି ପାଇଛି ।  

Powered by Froala Editor

Tags Corona

Related articles Odisha News Lens 4.1

  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14016
    Feb 25, 2026
  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ
    ଦେଶ-ଦେଶାନ୍ତର

    ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    15001
    Feb 25, 2026
  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ
    ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14289
    Feb 25, 2026
  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’
    ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    14896
    Feb 25, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14652
    Feb 24, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା
    ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14807
    Feb 25, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15607
    Feb 24, 2026
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ
    ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14667
    Feb 25, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14860
    Feb 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15607
    Feb 24, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14652
    Feb 24, 2026
  • ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14289
    Feb 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17352
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17421
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17765
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16240
    Apr 03, 2021

ବିଶେଷ

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14860
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15722
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16131
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14530
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15299
    Feb 18, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15116
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14968
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14480
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16091
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14860
    Feb 25, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15607
    Feb 24, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14807
    Feb 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In