Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ...

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ...

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ...

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

Home ›› ››ସାମ୍ବାଦିକ ମାନଙ୍କୁ ଏହା କହିଲେ ପ୍ରଧାନ ବିଚାରପତି ଏନ.ଭି ରମଣା

ସାମ୍ବାଦିକ ମାନଙ୍କୁ ଏହା କହିଲେ ପ୍ରଧାନ ବିଚାରପତି ଏନ.ଭି ରମଣା

2021-12-31 08:49:50
15997
Share:
Facebook
Twitter
E-Mail
WhatsApp
Telegram
ସାମ୍ବାଦିକ ମାନଙ୍କୁ ଏହା କହିଲେ ପ୍ରଧାନ ବିଚାରପତି ଏନ.ଭି ରମଣା


ମୁମ୍ବାଇ: ଗଣତନ୍ତ୍ର ନିର୍ଭିକ ଓ ସ୍ୱାଧୀନ ଗଣମାଧ୍ୟମ ଦ୍ୱାରା ଆଗକୁ ବଢ଼ିଥାଏ । କିନ୍ତୁ ଖବର ସହିତ ବିଚାର ଓ ମତର ମିଶ୍ରଣ ବିପଜ୍ଜନକ କକଟେଲ ବୋଲି ପ୍ରଧାନ ବିଚାରପତି ଏନ.ଭି ରମଣା କହିଛନ୍ତି । ତଥ୍ୟାତ୍ମକ ଖବରର ଅନାବଶ୍ୟକ ବ୍ୟାଖ୍ୟା ଏବଂ ମତକୁ ଯୋଡ଼ିବା ଦ୍ୱାରା ଏହା ବିକୃତ ହୋଇଯାଇଥାଏ ଏବଂ ଏଭଳି ଖବର ବିପଜ୍ଜନକ ବୋଲି ପ୍ରଧାନ ବିଚାରପତି କହିଛନ୍ତି ।


ମୁମ୍ବାଇ ପ୍ରେସକ୍ଲବ ଦ୍ୱାରା ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ‘ରେଡ ଇଙ୍କ’ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ପ୍ରଧାନ ବିଚାରପତି କହିଛନ୍ତି, ସାମ୍ବାଦିକମାନେ ପ୍ରଭାବିତ ହୋଇ କାମ କଲେ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ଖବର ସତ୍ୟର ସ୍ୱରୂପକୁ ଦେଖାଇ ପାରିବ ନାହିଁ । ଗଣମାଧ୍ୟମ ନ୍ୟାୟପାଳିକାକୁ ଖରାପ ଶକ୍ତି କବଳରୁ ରକ୍ଷା କରିବା ଦିଗରେ କାମ କରିବା ଆବଶ୍ୟକ । ଏହାଦ୍ୱାରା ଗଣତାନ୍ତ୍ରିକ ବ୍ୟବସ୍ଥା ଅଧିକ ସୁଦୃଢ଼ ହୋଇପାରିବ ବୋଲି ପ୍ରଧାନ ବିଚାରପତି କହିଛନ୍ତି ।

 
ସାମ୍ବାଦିକମାନେ ବିଚାରପତିମାନଙ୍କ ଭଳି ନିଜ ବିଚାରଧାରା ଓ ବ୍ୟକ୍ତିଗତ ମତରୁ ଊର୍ଦ୍ଧ୍ୱକୁ ଉଠି କାହାଦ୍ୱାରା ପ୍ରଭାବିତ ନହୋଇ କେବଳ ତଥ୍ୟ ହିଁ ପରିବେଷଣ କରିବା ଉଚିତ ବୋଲି ଜଷ୍ଟିସ ରମଣା କହିଛନ୍ତି । ବିଚାରପତିମାନଙ୍କ ନିଷ୍ପତ୍ତିକୁ ନେଇ ବିଭ୍ରାନ୍ତି ସୃଷ୍ଟି କରିବା ଏବଂ ବିଚାରପତିଙ୍କୁ ଖଳନାୟକ ଭାବେ ଉପସ୍ଥାପନ କରିବା ଭଳି କାମରେ ଲଗାମ ଲାଗିବା ଦରକାର ବୋଲି ସେ କହିଛନ୍ତି ।

Powered by Froala Editor

Tags Nv Raman

Related articles Odisha News Lens 4.1

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14231
    Apr 01, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ
    ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13867
    Apr 01, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ
    ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15584
    Apr 01, 2026
  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ
    ଦେଶ-ଦେଶାନ୍ତର

    କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15486
    Apr 01, 2026
  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ
    ଦେଶ-ଦେଶାନ୍ତର

    ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15346
    Apr 01, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15159
    Apr 01, 2026
  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ
    ଦେଶ-ଦେଶାନ୍ତର

    ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

    15077
    Apr 01, 2026
  •  ଏବେ ଦିଲ୍ଲୀବାସୀଙ୍କ ପାଇଁ  ବିଦ୍ୟୁତ୍ ସେବା ପାଇବା ହେବ ସହଜ
    ଦେଶ-ଦେଶାନ୍ତର

    ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ସେବା ପାଇବା ହେବ ସହଜ

    13584
    Apr 02, 2026
  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14861
    Apr 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15584
    Apr 01, 2026
  • ଦେଶ-ଦେଶାନ୍ତର

    ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ସେବା ପାଇବା ହେବ ସହଜ

    13584
    Apr 02, 2026
  • ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15159
    Apr 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17391
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17456
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17805
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16282
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14861
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14267
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15739
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15422
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16153
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15308
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15037
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15540
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13836
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15159
    Apr 01, 2026
  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15486
    Apr 01, 2026
  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

    13628
    Apr 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In