Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ ...

  • ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ...

  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ...

  • ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ...

  • କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ...

  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ...

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ...

  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ...

  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ...

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ...

ରାଜ୍ୟ
Home ›› ରାଜ୍ୟ ››କରୋନାରେ ୧୦ ଜଣଙ୍କ ମୃତୁ୍ୟ

କରୋନାରେ ୧୦ ଜଣଙ୍କ ମୃତୁ୍ୟ

2021-04-27 05:46:37
14145
Share:
Facebook
Twitter
E-Mail
WhatsApp
Telegram
କରୋନାରେ ୧୦ ଜଣଙ୍କ ମୃତୁ୍ୟ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଜି ୧୦ ଜଣ ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁୁ ସର୍ବାଧିକ ୪, ସୁନ୍ଦରଗଡରୁ ୩ ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ରାୟଗଡା ଜିଲ୍ଲାରୁ ୨ ଓ ବୌଦ୍ଧ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି  । ରାଜ୍ୟରେ କରୋନାଜନିତ ମୃତୁ୍ୟସଂଖ୍ୟା ୨ ହଜାର ୭କୁ ବୃଦ୍ଧି ପାଇଛି  ।

ରାଜ୍ୟରେ ଏଯାବତ ଅନୁଗୁଳରେ ୩୭, ବାଲେଶ୍ୱରରେ ୯୮, ବରଗଡ଼ରେ ୪୪, ଭଦ୍ରକରେ ୨୮, ବଲାଙ୍ଗୀରରେ ୪୯, ବୌଦ୍ଧରେ ୧୨, କଟକରେ ୧୪୫, ଦେବଗଡ଼ରେ ୫, ଢେଙ୍କାନାଳରେ ୨୯, ଗଜପତିରେ ୩୨, ଗଞ୍ଜାମରେ ୨୫୭, ଜଗତସିଂହପୁରରେ ୩୮, ଯାଜପୁରରେ ୨୬, ଝାରସୁଗୁଡ଼ାରେ ୨୮, କଳାହାଣ୍ଡିରେ ୩୯, କନ୍ଧମାଳରେ ୩୫, କେନ୍ଦ୍ରାପଡ଼ାରେ ୨୯, କେନ୍ଦୁଝରରେ ୪୧, ଖୋର୍ଦ୍ଧାରେ ୩୫୧, କୋରାପୁଟରେ ୧୬, ମାଲକାନାଗିରିରେ ୨୫, ମୟୂରଭଞ୍ଜରେ ୯୧, ନବରଙ୍ଗପୁରରେ ୧୪, ନୟାଗଡ଼ରେ ୪୫, ପୁରୀରେ ୧୨୦, ରାୟଗଡ଼ାରେ ୫୨, ସମ୍ବଲପୁରରେ ୮୦, ସୁବର୍ଣ୍ଣପୁରରେ ୨୧, ସୁନ୍ଦରଗଡ଼ରେ ୧୮୫ ଜଣଙ୍କର ମୃତୁ୍ୟ ହୋଇଛି  ।



Powered by Froala Editor

Tags corona

Related articles Odisha News Lens 4.1

  • କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ପୁଣି ଖୋଲିଲା
    ଦେଶ-ଦେଶାନ୍ତର

    କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ପୁଣି ଖୋଲିଲା

    15341
    Aug 25, 2026
  • ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ୟୁପିଏସସି ସ୍ୱପ୍ନ
    ଦେଶ-ଦେଶାନ୍ତର

    ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ୟୁପିଏସସି ସ୍ୱପ୍ନ

    15613
    Aug 25, 2026
  •  ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ
    ଦେଶ-ଦେଶାନ୍ତର

    ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15063
    Aug 25, 2026
  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ
    ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13778
    Aug 24, 2026
  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ
    ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14372
    Aug 24, 2026
  •  ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    14182
    Aug 24, 2026
  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ
    ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13432
    Aug 25, 2026
  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ
    ଦେଶ-ଦେଶାନ୍ତର

    ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ

    15168
    Aug 25, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ
    ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    14165
    Aug 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    14165
    Aug 24, 2026
  • ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13432
    Aug 25, 2026
  • ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14372
    Aug 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17052
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17681
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17724
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18121
    Sep 06, 2023

ବିଶେଷ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15108
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15566
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16097
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    14013
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    15037
    Aug 13, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15975
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14010
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14275
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14400
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    14165
    Aug 24, 2026
  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14372
    Aug 24, 2026
  • ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15063
    Aug 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In