Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ...

  • ବଡ଼ ଖବର: ୩% ବଢିଲା DA

  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

  • ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ...

  • ଛାତରୁ ଡେଇଁ ବୈଜ୍ଞାନିକଙ୍କ ଆତ୍ମହତ୍ୟା

  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ...

  • ମନ୍ଦିରରୁ ନବବଧୂକୁ ଉଠାଇନେଲେ

  • ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନୂଆବର୍ଷରେ ଅଘଟଣ: ବୈଷ୍ଣୋ ଦେବୀ ମନ୍ଦିରରେ ଦଳାଚକଟା, ୧୨ ମୃତ

ନୂଆବର୍ଷରେ ଅଘଟଣ: ବୈଷ୍ଣୋ ଦେବୀ ମନ୍ଦିରରେ ଦଳାଚକଟା, ୧୨ ମୃତ

2022-01-01 06:54:57
15668
Share:
Facebook
Twitter
E-Mail
WhatsApp
Telegram
ନୂଆବର୍ଷରେ ଅଘଟଣ: ବୈଷ୍ଣୋ ଦେବୀ ମନ୍ଦିରରେ ଦଳାଚକଟା, ୧୨ ମୃତ

ଶ୍ରୀନଗର: ନୂଆବର୍ଷ ଆରମ୍ଭରୁ ଦୁଃଖଦ ଖବର । ଜମ୍ମୁ-କଶ୍ମୀରର ରେଆସି ଜିଲ୍ଲା ଅନ୍ତର୍ଗତ କାତ୍ରାରେ ଥିବା ବୈଷ୍ଣୋ ଦେବୀ ମନ୍ଦିରରେ ଘଟିଛି ଅଘଟଣ । ଦଳାଚକଟାରେ ଚାଲି ଯାଇଛି ୧୨ ଜୀବନ । ଆହୁରି ୧୪ରୁ ଅଧିକ ବ୍ୟକ୍ତି ଗୁରୁତର ହୋଇ ଏବେ ଚିକିତ୍ସିତ ହେଉଛନ୍ତି । ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି ।

ଜମ୍ମୁ-କାଶ୍ମୀର ଡିଜିପି ଦିଲବାଗ ସିଂଙ୍କ ସୂଚନା ଅନୁସାରେ, ନବବର୍ଷ ଉପଲକ୍ଷେ ହଜାର ହଜାର ଶ୍ରଦ୍ଧାଳୁ ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ ପାଇଁ ଆସିଥିଲେ । ଏମାନଙ୍କ ମଧ୍ୟରୁ ଅନେକଙ୍କ ପାଖରେ ମନ୍ଦିରରେ ପ୍ରବେଶ ଲାଗି ଅନୁମତି ରସିଦ ନଥିଲା । ତଥାପି ସେମାନେ ଠେଲାପେଲା କରି ପ୍ରବେଶ କରିଥିଲେ ।

ରାତି ପ୍ରାୟ ୨.୪୫ରେ ଏହି ଠେଲାପେଲାକୁ ନେଇ କିଛି ଲୋକଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ଏହାପରେ ମାରପିଟ୍‌ ହେବାରୁ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲି ଯାଇଥିଲା । ଇତିମଧ୍ୟରେ କିଛି ଲୋକ ତଳେ ପଡ଼ିଯିବାରୁ ଦଳା ଚକଟା ଆରମ୍ଭ ହୋଇଯାଇଥିଲା । ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିବା ପୂର୍ବରୁ ୧୨ ଜଣ ପ୍ରାଣ ହରାଇ ସାରିଥିଲେ ।

ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡା ଗୋପାଲ ଦତ୍ତ କହିଛନ୍ତି, ମୃତାହତମାନେ ଦିଲ୍ଲୀ, ହରିଆଣା, ପଞ୍ଜାବ ଓ ଜଣେ ଜମ୍ମୁ-କଶ୍ମୀରର। ଆହତମାନଙ୍କୁ ମାତା ବୈଷ୍ଣୋଦେବୀ ନାରାୟଣ ସୁପରସ୍ପେଶାଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏଥିସହ ଆହତମାନଙ୍କୁ ସମସ୍ତ ପ୍ରକାରର ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରାଣ ହରାଇଥିବା ଲୋକଙ୍କ ପରିବାର ବର୍ଗଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି । ସେହିପରି ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ମିଳିବ ବୋଲି କୁହାଯାଇଛି । ଏହି ଟଙ୍କା ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ ।

ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ମଧ୍ୟ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ମୃତକଙ୍କ ପରିବାର ବର୍ଗଙ୍କୁ ୧୦ଲକ୍ଷ ଓ ଆହତଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ମିଳିବ ବୋଲି କୁହାଯାଇଛି । ଆହତଙ୍କ ଚିକିତ୍ସା ଖର୍ଚ୍ଚ ମନ୍ଦିର ବୋର୍ଡ ପ୍ରଦାନ କରିବ ।

ଅନ୍ୟପଟେ ଏବେ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି । ସମସ୍ତ ମୃତକ ଓ ଆହତଙ୍କୁ ହସ୍ପିଟାଲ୍ ସ୍ଥାନାନ୍ତର କରାଯାଇଥିବା ସ୍ଥାନୀୟ ପୁଲିସ୍ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହିତ ପୁଲିସ୍ ପ୍ରଶାସନ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି ।

Powered by Froala Editor

Tags stamped in vaishno devi temple

Related articles Odisha News Lens 4.1

  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ
    ଦେଶ-ଦେଶାନ୍ତର

    ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ

    13822
    Oct 27, 2026
  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି
    ଦେଶ-ଦେଶାନ୍ତର

    ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

    15113
    Oct 27, 2026
  • ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ପୁରୀଙ୍କୁ ପୁଣି ମିଳିଲା ସୁଯୋଗ, ମଧ୍ୟପ୍ରଦେଶରୁ ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ପୁରୀଙ୍କୁ ପୁଣି ମିଳିଲା ସୁଯୋଗ, ମଧ୍ୟପ୍ରଦେଶରୁ ...

    13621
    Oct 28, 2026
  • ଛାତରୁ ଡେଇଁ ବୈଜ୍ଞାନିକଙ୍କ ଆତ୍ମହତ୍ୟା
    ଦେଶ-ଦେଶାନ୍ତର

    ଛାତରୁ ଡେଇଁ ବୈଜ୍ଞାନିକଙ୍କ ଆତ୍ମହତ୍ୟା

    15317
    Oct 27, 2026
  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ହୋଟେଲ୍‌ ମାଲିକାଣୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ହୋଟେଲ୍‌ ମାଲିକାଣୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ

    13520
    Oct 27, 2026
  • ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର
    ଦେଶ-ଦେଶାନ୍ତର

    ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

    15362
    Oct 27, 2026
  •  ବଡ଼ ଖବର: ୩% ବଢିଲା DA
    ଦେଶ-ଦେଶାନ୍ତର

    ବଡ଼ ଖବର: ୩% ବଢିଲା DA

    14409
    Oct 28, 2026
  • ମନ୍ଦିରରୁ ନବବଧୂକୁ ଉଠାଇନେଲେ
    ଦେଶ-ଦେଶାନ୍ତର

    ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14667
    Oct 27, 2026
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି
    ଦେଶ-ଦେଶାନ୍ତର

    ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    15167
    Oct 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    15167
    Oct 27, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ

    14345
    Oct 27, 2026
  • ଦେଶ-ଦେଶାନ୍ତର

    ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14667
    Oct 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17227
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17920
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17869
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18293
    Sep 06, 2023

ବିଶେଷ

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14584
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15970
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14899
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15632
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15789
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15912
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14284
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15129
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14829
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14667
    Oct 27, 2026
  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

    15113
    Oct 27, 2026
  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ହୋଟେଲ୍‌ ମାଲିକାଣୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ

    13520
    Oct 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In