Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ...

  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ...

  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ...

  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ ...

  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ...

  • ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ...

  • ୭୦ କିଲୋମିଟର ବେଗରେ ପ୍ରବଳ ଝଡ଼ବର୍ଷା ...

  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

Home ›› ››ନୂଆବର୍ଷରେ ଅଘଟଣ: ବୈଷ୍ଣୋ ଦେବୀ ମନ୍ଦିରରେ ଦଳାଚକଟା, ୧୨ ମୃତ

ନୂଆବର୍ଷରେ ଅଘଟଣ: ବୈଷ୍ଣୋ ଦେବୀ ମନ୍ଦିରରେ ଦଳାଚକଟା, ୧୨ ମୃତ

2022-01-01 06:54:57
15557
Share:
Facebook
Twitter
E-Mail
WhatsApp
Telegram
ନୂଆବର୍ଷରେ ଅଘଟଣ: ବୈଷ୍ଣୋ ଦେବୀ ମନ୍ଦିରରେ ଦଳାଚକଟା, ୧୨ ମୃତ

ଶ୍ରୀନଗର: ନୂଆବର୍ଷ ଆରମ୍ଭରୁ ଦୁଃଖଦ ଖବର । ଜମ୍ମୁ-କଶ୍ମୀରର ରେଆସି ଜିଲ୍ଲା ଅନ୍ତର୍ଗତ କାତ୍ରାରେ ଥିବା ବୈଷ୍ଣୋ ଦେବୀ ମନ୍ଦିରରେ ଘଟିଛି ଅଘଟଣ । ଦଳାଚକଟାରେ ଚାଲି ଯାଇଛି ୧୨ ଜୀବନ । ଆହୁରି ୧୪ରୁ ଅଧିକ ବ୍ୟକ୍ତି ଗୁରୁତର ହୋଇ ଏବେ ଚିକିତ୍ସିତ ହେଉଛନ୍ତି । ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି ।

ଜମ୍ମୁ-କାଶ୍ମୀର ଡିଜିପି ଦିଲବାଗ ସିଂଙ୍କ ସୂଚନା ଅନୁସାରେ, ନବବର୍ଷ ଉପଲକ୍ଷେ ହଜାର ହଜାର ଶ୍ରଦ୍ଧାଳୁ ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ ପାଇଁ ଆସିଥିଲେ । ଏମାନଙ୍କ ମଧ୍ୟରୁ ଅନେକଙ୍କ ପାଖରେ ମନ୍ଦିରରେ ପ୍ରବେଶ ଲାଗି ଅନୁମତି ରସିଦ ନଥିଲା । ତଥାପି ସେମାନେ ଠେଲାପେଲା କରି ପ୍ରବେଶ କରିଥିଲେ ।

ରାତି ପ୍ରାୟ ୨.୪୫ରେ ଏହି ଠେଲାପେଲାକୁ ନେଇ କିଛି ଲୋକଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ଏହାପରେ ମାରପିଟ୍‌ ହେବାରୁ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲି ଯାଇଥିଲା । ଇତିମଧ୍ୟରେ କିଛି ଲୋକ ତଳେ ପଡ଼ିଯିବାରୁ ଦଳା ଚକଟା ଆରମ୍ଭ ହୋଇଯାଇଥିଲା । ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିବା ପୂର୍ବରୁ ୧୨ ଜଣ ପ୍ରାଣ ହରାଇ ସାରିଥିଲେ ।

ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡା ଗୋପାଲ ଦତ୍ତ କହିଛନ୍ତି, ମୃତାହତମାନେ ଦିଲ୍ଲୀ, ହରିଆଣା, ପଞ୍ଜାବ ଓ ଜଣେ ଜମ୍ମୁ-କଶ୍ମୀରର। ଆହତମାନଙ୍କୁ ମାତା ବୈଷ୍ଣୋଦେବୀ ନାରାୟଣ ସୁପରସ୍ପେଶାଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏଥିସହ ଆହତମାନଙ୍କୁ ସମସ୍ତ ପ୍ରକାରର ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରାଣ ହରାଇଥିବା ଲୋକଙ୍କ ପରିବାର ବର୍ଗଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି । ସେହିପରି ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ମିଳିବ ବୋଲି କୁହାଯାଇଛି । ଏହି ଟଙ୍କା ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ ।

ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ମଧ୍ୟ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ମୃତକଙ୍କ ପରିବାର ବର୍ଗଙ୍କୁ ୧୦ଲକ୍ଷ ଓ ଆହତଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ମିଳିବ ବୋଲି କୁହାଯାଇଛି । ଆହତଙ୍କ ଚିକିତ୍ସା ଖର୍ଚ୍ଚ ମନ୍ଦିର ବୋର୍ଡ ପ୍ରଦାନ କରିବ ।

ଅନ୍ୟପଟେ ଏବେ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି । ସମସ୍ତ ମୃତକ ଓ ଆହତଙ୍କୁ ହସ୍ପିଟାଲ୍ ସ୍ଥାନାନ୍ତର କରାଯାଇଥିବା ସ୍ଥାନୀୟ ପୁଲିସ୍ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହିତ ପୁଲିସ୍ ପ୍ରଶାସନ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି ।

Powered by Froala Editor

Tags stamped in vaishno devi temple

Related articles Odisha News Lens 4.1

  • ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ଗିରିବାଳା ସିଂହ
    ଦେଶ-ଦେଶାନ୍ତର

    ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ଗିରିବାଳା ସିଂହ

    15657
    May 28, 2026
  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ

    15593
    May 28, 2026
  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା

    14221
    May 28, 2026
  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14603
    May 28, 2026
  • ୭୦ କିଲୋମିଟର ବେଗରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୭୦ କିଲୋମିଟର ବେଗରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା

    14126
    May 28, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ
    ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14985
    May 27, 2026
  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା
    ମନୋରଞ୍ଜନ

    ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା

    14064
    May 28, 2026
  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌
    ଦେଶ-ଦେଶାନ୍ତର

    ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌

    13621
    May 28, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ
    ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15428
    May 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ଗିରିବାଳା ସିଂହ

    15657
    May 28, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14617
    May 28, 2026
  • ମନୋରଞ୍ଜନ

    ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା

    14064
    May 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16889
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17512
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17559
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17943
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15026
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14862
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15787
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15081
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14483
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15433
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15175
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15662
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13999
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14603
    May 28, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15428
    May 27, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14985
    May 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In