Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ ...

  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ...

  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ...

  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ...

  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

  • ରେପୋ ରେଟକୁ ୫.୫ ପ୍ରତିଶତରେ ...

  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

ବିଶେଷ
Home ›› ବିଶେଷ ››ଏହି ୪ଟି ରାଶିର ଲୋକ ସତର୍କ ରୁହନ୍ତୁ, ୨୦୨୨ ରେ ପଡ଼ିବ ଭୀଷଣ କୁ-ପ୍ରଭାବ

ଏହି ୪ଟି ରାଶିର ଲୋକ ସତର୍କ ରୁହନ୍ତୁ, ୨୦୨୨ ରେ ପଡ଼ିବ ଭୀଷଣ କୁ-ପ୍ରଭାବ

2022-01-03 04:11:33
14818
Share:
Facebook
Twitter
E-Mail
WhatsApp
Telegram
ଏହି ୪ଟି ରାଶିର ଲୋକ ସତର୍କ ରୁହନ୍ତୁ, ୨୦୨୨ ରେ ପଡ଼ିବ ଭୀଷଣ କୁ-ପ୍ରଭାବ


ପୁରାତନ ବର୍ଷ ରେ ବିତିଯାଇଛି ବହୁ ଅଲେଖା ସ୍ମୃତି, କେତେବେଳେ ମନ ଖୁସି ଓ ଶାନ୍ତ କରିବା ପରି ଖବର ତ କେତେବେଳେ ଆଣିଦେଇଥିଲା ଦୁଃଖର ଲହରୀ । ବିଭିନ୍ନ ବାସ୍ତୁଶାସ୍ତ୍ରୀ ବିଭିନ୍ନ ପ୍ରକାରର ମତ ଦେଇଥିଲେ କିନ୍ତୁ କରୋନାର କବଳରୁ ବର୍ତ୍ତୀ ଯିବାରେ ସଫଳ ହୋଇନାହାନ୍ତି କେହି, କାହାର ପରିବାରେ କଳହ, କାହାର ବେପାର ବାଣିଜ୍ୟ ଓ ବ୍ୟବସାୟରେ ।


ଏବେ ନୂତନ ବର୍ଷର ଆଗମନ ପାଇଁ ସମସ୍ତ ବହୁତ ଖୁସି ଓ ଅପେକ୍ଷାରେ ଅଛନ୍ତି ଏ ନୂତନ ବର୍ଷ କ’ଣ ଆଣି ଦଉଛି ସେମାନଙ୍କ ଜୀବନରେ କି ଧାରା ବଦଳଉଛି ଏ ନୂଆବର୍ଷ । କରୋନା ପାଇଁ ଲୋକମାନେ ଏକ ପ୍ରକାରର ପେଷି ହୋଇଯାଇଥିବାରୁ ୨୦୨୨କୁ ନେଇ ସମସ୍ତଙ୍କ ମନରେ ଅନେକ ଉସôାହ ଓ ଉଦ୍ଧିପନା ଭରିରହିଛି । କିନ୍ତୁ ୨୦୨୨ର ଜନ୍ମ କୁଣ୍ଡଳୀରେ କାଳସର୍ପ ଯୋଗ ରହିଛି, ଯାହା କେତେକ ରାଶିର ଲୋକଙ୍କ ପାଇଁ ବିପଦପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ । ଚଳିତବର୍ଷ ୪ଟି ରାଶିର କାଳସର୍ପ ଯୋଗ ରହିଛି । ତେବେ ଆସନ୍ତୁ ଜାଣିବା କେଉଁକେଉଁ ରାଶିର କାଳ ସର୍ପ ଯୋଗ ରହିଛି ।


ବୃଷ: ୨୦୨୨ ମସିହାର ରାଶି ଚକ୍ରରେ ପଡ଼ୁଥିବା କାଳସର୍ପ ଯୋଗର ପ୍ରଭାବ ବୃଷ ରାଶି ଉପରେ ପଡ଼ୁଛି । ଖାସ କରି ବର୍ଷର ପ୍ରଥମ ୩ମାସ ବୃଷ ରାଶିର ବ୍ୟକ୍ତ ଅଧିକ ସାବଧାନ ରହିବା ଜରୁରୀ । ଚୋର ଓ ଠକାମୀର ଭୟ ମଧ୍ୟ ରହିଛି ।


କନ୍ୟା: ଏହି ବର୍ଷରେ କନ୍ୟାରାଶିର ବ୍ୟକ୍ତିଙ୍କ ପାଇଁ ମଧ୍ୟ ଜନ୍ମ କୁଣ୍ଡଳୀରେ କାଳସର୍ପ ଯୋଗ ରହିଛି । ଏଣୁ ବାହାର ଜିନିଷ ଯଥା ସମ୍ଭବ କମ ଖାଆନ୍ତୁ । ମଦ୍ୟପାନ କରୁଥିବା ବ୍ୟକ୍ତିମାନେ ଅଧିକ ସାବଧାନ ରୁହନ୍ତୁ ।


ବିଛା: କାଳସର୍ପ ଯୋଗ ପାଇଁ ଏହି ରାଶିର ବ୍ୟକ୍ତି ବିଶେଷ ମଧ୍ୟ ପ୍ରଭାବିତ ହେବେ । ମାନସିକ ସ୍ଥିତି ଭଲରହିବ ନାହିଁ । ଖାସ କରି ୨୪ ଏପ୍ରିଲ ୨୦୨୨ ପର୍ଯ୍ୟନ୍ତ ଅଧିକ ସାବଧାନ ରୁହନ୍ତୁ ।


ମୀନ: ଏହି ରାଶିର ବ୍ୟକ୍ତିଙ୍କ କୁଣ୍ଡଳୀରେ କାଳସର୍ପ ଯୋଗ ପାଇଁ ଅନେକ କିଛି ସହିବାକୁ ପଡ଼ିବ । ଅତି ନିକଟତର ବ୍ୟକ୍ତିଙ୍କ ଠାରୁ ସବୁଦିନ ପାଇଁ ଦୁରେଇ ଯିବାର ସଂମ୍ଭାବନା ରହିଛି । ମନକୁ ଶାନ୍ତ ରଖନ୍ତୁ ଓ ଭାବିଚିନ୍ତି ପଦକ୍ଷେପ ନିଅନ୍ତୁ ।


ଏହି କାଳ ସର୍ପ ଯୋଗରୁ ବଞ୍ଚିବାରୁ ଶିବ ପଞ୍ଚାକ୍ଷର ସ୍ତ୍ରୋତ୍ର ନିୟମିତ ପାଠ କରନ୍ତୁ । ଏଥିସହ ଲାଲ ଚନ୍ଦନ, ଅପାମାର୍ଗ ଓ ଖଣ୍ଡ ହଳଦୀକୁ ଲବଙ୍ଗ କର୍ପୁର ଘିଅ ସହ ମିଶାଇ ଘରେ ଧୂପ ଦିଅନ୍ତୁ । ନକାରାତ୍ମକ ପ୍ରଭାବ କମ ରହିବ ।

Powered by Froala Editor

Tags Horoscope

Related articles Odisha News Lens 4.1

  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ
    ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

    15312
    Oct 01, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି
    ବିଶେଷ

    ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14410
    Oct 03, 2025
  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ
    ଦେଶ-ଦେଶାନ୍ତର

    କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

    14764
    Oct 03, 2025
  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    15995
    Sep 30, 2025
  • ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତିପୂରଣ ଦେବ ରୁଷ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତିପୂରଣ ଦେବ ରୁଷ

    14455
    Oct 03, 2025
  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ
    ବିଶେଷ

    ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14516
    Oct 03, 2025
  •  ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14282
    Oct 01, 2025
  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା
    ଦେଶ-ଦେଶାନ୍ତର

    ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା

    14168
    Oct 03, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ
    ଦେଶ-ଦେଶାନ୍ତର

    ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    14027
    Sep 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14410
    Oct 03, 2025
  • ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ଜାଣନ୍ତୁ ?

    14442
    Oct 01, 2025
  • ବିଶେଷ

    ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14516
    Oct 03, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16758
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16860
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17217
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15672
    Apr 03, 2021

ବିଶେଷ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14516
    Oct 03, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14410
    Oct 03, 2025
  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15552
    Sep 30, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14648
    Sep 30, 2025
  • ମୁଣ୍ଡବ୍ୟଥା ହେଉଥିଲେ ଏମିତି କରନ୍ତୁ ଉପଚାର

    15101
    Sep 29, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14248
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14046
    Sep 16, 2025
  • ଶସ୍ତା ହେଲା ସୁନା

    14374
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14947
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା

    14168
    Oct 03, 2025
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ଜାଣନ୍ତୁ ?

    14442
    Oct 01, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    14027
    Sep 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In