Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

  • ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ...

  • ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ...

  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ...

  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ...

  • ଲକ୍ଷେ କୋଟି ସମ୍ପତ୍ତିର ଅଧିକାରୀ ହେବେ ...

  • ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ...

  • କୋର୍ଟରେ ଶାଶୁ ମଥାରେ ସିନ୍ଦୂର ଦେଲା ...

  • ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା ...

  • ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ...

Home ›› ››ଏହି ତେଲ ଲଗାନ୍ତୁ, ରିଙ୍କଲ୍ସଠୁ ଦୂରରେ ରୁହନ୍ତୁ

ଏହି ତେଲ ଲଗାନ୍ତୁ, ରିଙ୍କଲ୍ସଠୁ ଦୂରରେ ରୁହନ୍ତୁ

2021-04-27 06:02:36
15508
Share:
Facebook
Twitter
E-Mail
WhatsApp
Telegram
ଏହି ତେଲ ଲଗାନ୍ତୁ, ରିଙ୍କଲ୍ସଠୁ ଦୂରରେ ରୁହନ୍ତୁ

ସାଧାରଣତଃ ବୟସ ବଢ଼ିବା ସହ ଧୀରେ ଧୀରେ ସୌନ୍ଦର୍ୟ୍ୟ ମଧ୍ୟ ହ୍ରାସ ପାଇଥାଏ । ବିଶେଷ କରି ଏହାର ପ୍ରଭାବ ମୁଖ୍ୟତଃ ମୁହଁରେ ପ୍ରଥମେ ଦେଖାଯାଇଥାଏ । ଆଖି ତଳ କଳା ପଡିବା, ଚର୍ମ କୁଞ୍ଚନ ବା ରିଙ୍କଲ୍ସ ହେବା ଭଳି ସମସ୍ୟା ଆସିଥାଏ । ଏହି ସମସ୍ୟାକୁ ଦୂର କରିବା ପାଇଁ ଅନେକ ଲୋକେ ଡାକ୍ତରଙ୍କ ସହାୟତା ନେଇଥାନ୍ତି । ତେବେ କମ୍ ଖର୍ଚ୍ଚରେ ମଧ୍ୟ ଘରୋଇ ଉପଚାରରେ ଏହି ସମସ୍ୟାରୁ ମୁକ୍ତି ମିଳିପାରିବ ।

ଗୋଟିଏ ଚାମଚ ଦହି ସହ ଗୋଟିଏ ଚାମଚ ମହୁ ମିଶାନ୍ତୁ । ଏଥିରେ କିଛି ବୁନ୍ଦା ଗୋଲାପ ଜଳ ପକାଇ ଏକ ମିଶ୍ରଣ ତିଆରି କରନ୍ତୁ । ଏହାକୁ ୨୦ ମିନିଟ ଯାଏଁ ମୁହଁରେ ଲଗାଇ ରଖନ୍ତୁ । ପରେ ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ । ଏହା ଦ୍ୱାରା ମୁହଁରୁ ରିଙ୍କଲ୍ସ ଦୂର ହେବା ସହ ତ୍ୱଚା ସଫା ହୋଇଯାଇଥାଏ । ଗୋଟିଏ ଚାମଚ ନଡିଆ ତେଲରେ ଗୋଟିଏ ଚୁଟକି ହଳଦି ପାଉଡର ମିଶାନ୍ତୁ । ଏହି ମିଶ୍ରଣକୁ ରିଙ୍କଲ୍ସ ହୋଇଥିବା ସ୍ଥାନରେ ଲଗାଇ ୨୦ ମିନିଟ୍ ପର୍ୟ୍ୟନ୍ତ ଛାଡି ଦିଅନ୍ତୁ । ଏହାପରେ ଧୋଇ ଦିଅନ୍ତୁ । ରାତିରେ ଶୋଇବା ପୂର୍ବରୁ ନଡିଆ ତେଲରେ ମୁହଁର ମାଲିସ କରନ୍ତୁ । ସକାଳୁ ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ । ଏହାଦ୍ୱାରା ତ୍ୱଚା ହାଇଡ୍ରେଟ ହେବା ସହ ରିଙ୍କଲ୍ସ ଦୂର ହୋଇଥାଏ ।

 

Powered by Froala Editor

Tags skin care

Related articles Odisha News Lens 4.1

  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଚେତାବନୀ
    ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଚେତାବନୀ

    14871
    Jun 08, 2026
  • କୋର୍ଟରେ ଶାଶୁ ମଥାରେ ସିନ୍ଦୂର ଦେଲା ଜ୍ବାଇଁ
    ଦେଶ-ଦେଶାନ୍ତର

    କୋର୍ଟରେ ଶାଶୁ ମଥାରେ ସିନ୍ଦୂର ଦେଲା ଜ୍ବାଇଁ

    14745
    Jun 08, 2026
  • ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ
    ଦେଶ-ଦେଶାନ୍ତର

    ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

    13697
    Jun 08, 2026
  • ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା କ୍ୟାନସରର କାରଣ
    ଦେଶ-ଦେଶାନ୍ତର

    ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା କ୍ୟାନସରର କାରଣ

    13987
    Jun 08, 2026
  • ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ଆଲର୍ଟମେଣ୍ଟ କଲା NTA
    ଦେଶ-ଦେଶାନ୍ତର

    ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ଆଲର୍ଟମେଣ୍ଟ କଲା NTA

    15537
    Jun 08, 2026
  •   ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ପାଇଲଟ୍ ଓ କୋ-ପାଇଲଟ ମୃତ
    ଦେଶ-ଦେଶାନ୍ତର

    ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ପାଇଲଟ୍ ଓ କୋ-ପାଇଲଟ ମୃତ

    13881
    Jun 08, 2026
  • ଲକ୍ଷେ କୋଟି ସମ୍ପତ୍ତିର ଅଧିକାରୀ ହେବେ ଏଲନ ମସ୍କ
    ଦେଶ-ଦେଶାନ୍ତର

    ଲକ୍ଷେ କୋଟି ସମ୍ପତ୍ତିର ଅଧିକାରୀ ହେବେ ଏଲନ ମସ୍କ

    13844
    Jun 08, 2026
  • ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ଦଗ୍ଧ

    15354
    Jun 08, 2026
  • ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ
    ଦେଶ-ଦେଶାନ୍ତର

    ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

    14849
    Jun 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

    14849
    Jun 07, 2026
  • ଦେଶ-ଦେଶାନ୍ତର

    ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ଦଗ୍ଧ

    15354
    Jun 08, 2026
  • ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଚେତାବନୀ

    14871
    Jun 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16912
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17529
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17578
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17968
    Sep 06, 2023

ବିଶେଷ

  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    13952
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13981
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14908
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14772
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15312
    May 31, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15455
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15197
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15684
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14023
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଚେତାବନୀ

    14871
    Jun 08, 2026
  • କୋର୍ଟରେ ଶାଶୁ ମଥାରେ ସିନ୍ଦୂର ଦେଲା ଜ୍ବାଇଁ

    14745
    Jun 08, 2026
  • ଲକ୍ଷେ କୋଟି ସମ୍ପତ୍ତିର ଅଧିକାରୀ ହେବେ ଏଲନ ମସ୍କ

    13844
    Jun 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In