Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ...

  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ...

  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ...

  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ ...

  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ...

  • ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ...

  • ୭୦ କିଲୋମିଟର ବେଗରେ ପ୍ରବଳ ଝଡ଼ବର୍ଷା ...

  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ମା’ ର ଗର୍ଭରେ ବଢ଼ିଲେ ଯାଆଁଳା ଶିଶୁ, ହେଲେ ଜନ୍ମ ସମୟ ଅନ୍ତର ରହିଗଲା ଏକ ବର୍ଷ

ମା’ ର ଗର୍ଭରେ ବଢ଼ିଲେ ଯାଆଁଳା ଶିଶୁ, ହେଲେ ଜନ୍ମ ସମୟ ଅନ୍ତର ରହିଗଲା ଏକ ବର୍ଷ

2022-01-04 10:49:44
15312
Share:
Facebook
Twitter
E-Mail
WhatsApp
Telegram
 ମା’ ର ଗର୍ଭରେ ବଢ଼ିଲେ ଯାଆଁଳା ଶିଶୁ,  ହେଲେ ଜନ୍ମ ସମୟ ଅନ୍ତର ରହିଗଲା ଏକ ବର୍ଷ

ନୂଆଦିଲ୍ଲୀ: ଏକ ସଙ୍ଗରେ ମା’ ର ଗର୍ଭରେ ବଢ଼ିଲେ, କିଛି କ୍ଷଣ ଅନ୍ତରରେ ଜନ୍ମ ନେଲେ ହେଲେ ଅନ୍ତର ରହିଗଲା ଏକ ବର୍ଷ । ଜଣେ ୨୦୨୧ ରେ ଜନ୍ମ ହୋଇଥିବା ବେଳେ ଅନ୍ୟ ଶିଶୁ ଟି ୨୦୨୨ ରେ ଦୁନିଆର ଆଲୋକ ଦେଖିଲା । ଏପରି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଏବେ ସୋସିଆଲ ମିଡ଼ିଆରେ ଖୁବ ପସନ୍ଦର ବିଷୟ ସାଜିଛି । ଏ ପୋଷ୍ଟ ଟି ଯୁକ୍ତରାଷ୍ଟ୍ର ଆମେରିକା  ରେ ଥିବା ନାଟିଭିଡାଡ ମେଡିକାଲ ସେଣ୍ଟର ପକ୍ଷରୁ ନିଜ ଫେସବୁକ୍‌ ପେଜରେ ପୋଷ୍ଟ କରାଯାଇଛି।

ଏହି ଦୁଇ ଶିଶୁ ଆଲିନ ଟ୍ରୁଜିଲୋ ଏବଂ ଆଲଫେଡେ଼ା ଟ୍ରୁଜିଲୋ ଙ୍କ ମା’ ଫାତିମା କହିଛନ୍ତି, ଏହା ମୋ ପାଇଁ ଏକ ବିଶେଷ କଥା ଯେ ପ୍ରଥମେ ସେମାନେ ଯାଆଁଳା ଏବଂ ଦ୍ୱିତୀୟରେ ସେମାନେ ଭିନ୍ନ ଦିନରେ ଜନ୍ମ ହୋଇଥିଲେ । ମୁଁ ଆଶ୍ଚର୍ଯ୍ୟ ଏବଂ ଖୁସି ଯେ ପ୍ରଥମେ ମୋ ପୁଅ ଓ ପରେ ମୋ ଝିଅ ରାତି ଅଧରେ ଜନ୍ମ ହେଲା ।


ହସ୍ପିଟାଲ ତରଫରୁ ମିଳିଥିବା ସୂଚନା ଅନୁଯାୟୀ, ଉଭୟ ଛୁଆ ସୁସ୍ଥ ଅଛନ୍ତି। ଉଭୟଙ୍କ ମଧ୍ୟରେ ୧୫ ମିନିଟ୍‌ର ଅନ୍ତର ଅଛି। ତେଣୁ ଗୋଟିଏ ଛୁଆର ଜନ୍ମ ୨୦୨୧ ମସିହାରେ ହୋଇଥିବା ବେଳେ ଆଉ ଜଣଙ୍କ ଜନ୍ମ ୨୦୨୨ରେ ହୋଇଛି।


 ଏହାକୁ ନେଇ ୟୁଜର ବି ଖୁବ୍‌ କମେଣ୍ଟ କରୁଛନ୍ତି। ଜଣେ ୟୁଜର କମେଣ୍ଟ କରିଛନ୍ତି, ଦୁହେଁ ଯାଆଁଳା ହୋଇଥିବା ବେଳେ ସେମାନଙ୍କ ଜନ୍ମ ଭିନ୍ନ ଦିନ, ମାସ ଓ ବର୍ଷରେ ହୋଇଛି।  ଅନ୍ୟ ଜଣେ ଏହା ଖୁବ୍‌ ବିଚିତ୍ର ବୋଲି ଟ୍ୱିଟ କରିଛନ୍ତି।

Powered by Froala Editor

Tags Twins baby

Related articles Odisha News Lens 4.1

  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14568
    May 28, 2026
  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା
    ମନୋରଞ୍ଜନ

    ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା

    14028
    May 28, 2026
  • ୭୦ କିଲୋମିଟର ବେଗରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୭୦ କିଲୋମିଟର ବେଗରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା

    14091
    May 28, 2026
  • ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ଗିରିବାଳା ସିଂହ
    ଦେଶ-ଦେଶାନ୍ତର

    ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ଗିରିବାଳା ସିଂହ

    15621
    May 28, 2026
  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌
    ଦେଶ-ଦେଶାନ୍ତର

    ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌

    13586
    May 28, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ
    ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15393
    May 27, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ
    ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14950
    May 27, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14582
    May 28, 2026
  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା

    14186
    May 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15393
    May 27, 2026
  • ଦେଶ-ଦେଶାନ୍ତର

    ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14568
    May 28, 2026
  • ଦେଶ-ଦେଶାନ୍ତର

    ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌

    13586
    May 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16888
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17511
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17558
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17943
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14991
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14857
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15782
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15077
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14479
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15432
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15174
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15661
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13998
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌

    13586
    May 28, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14950
    May 27, 2026
  • ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ଗିରିବାଳା ସିଂହ

    15621
    May 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In