Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

ରାଜ୍ୟ
Home ›› ରାଜ୍ୟ ››ମାର୍କେଟ ବିଲ୍ଡିଂ ବନ୍ଦ!

ମାର୍କେଟ ବିଲ୍ଡିଂ ବନ୍ଦ!

2022-01-05 06:15:49
13588
Share:
Facebook
Twitter
E-Mail
WhatsApp
Telegram
ମାର୍କେଟ ବିଲ୍ଡିଂ ବନ୍ଦ!


ଭୁବନେଶ୍ୱର: ହୁହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ । ଏହାରି ଭିତରେ ଓମିକ୍ରନ ଭାରିଏଣ୍ଟ ର ଦୃତ ସଂକ୍ରମଣ ହେଉଥିବାରୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଏଥିପାଇଁ ସରକାର ବିଭିନ୍ନ ପ୍ରକାରର ପଦକ୍ଷେପ ନେଉଛନ୍ତି । ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂ ଠାରେ ପ୍ରବଳ ଭିଡ଼ ସୃଷ୍ଟି ହୋଇଛି ଏହାକୁ ଦୃଷ୍ଟିରେ ରଖି ମାର୍କେଟ ବିଲ୍ଡିଂ ବ୍ୟବସାୟୀ ସଂଘ ଉଠାଦୋକାନୀକୁ ଉଠାଇବା ପାଇଁ ବାରମ୍ବାର ଦାବି କରି ଆସୁଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ । ମଙ୍ଗଳବାର ଦିନ ଜଣେ ଉଠା ଦୋକାନୀ ଜଣେ ବ୍ୟବସାୟୀଙ୍କ ଗାଡ଼ି ଭାଙ୍ଗିବା ସହିତ ଗାଳିଗୁଲଜ କରିବାକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା । ପ୍ରତିବାଦରେ ସ୍ଥାନୀୟ ବ୍ୟବସାୟୀ ମାନେ ଆନେ୍ଦାଳନକୁ ଓହ୍ଲାଇଥିଲେ । ଏଥିସହ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ମାର୍କେଟ ବିଲ୍ଡିଂକୁ ବ୍ୟବସାୟୀ ସଂଘ ବନ୍ଦ ଘୋଷଣା କରିଥିଲା ।


ଘଟଣାସ୍ଥଳରେ ବିଏମସି ଅଧିକାରୀ ଓ କ୍ୟାପିଟାଲ ଥାନା ଅଧିକାରୀ ପହଞ୍ଚି ବ୍ୟବସାୟୀଙ୍କୁ ବୁଝାସୁଝା କରିଥିଲେ ଓ ବ୍ୟବସାୟୀ ମାନେ ନିଜ ସମସ୍ୟା ସଂପର୍କରେ ଜଣାଇଥିଲେ । ସନ୍ତୋଷଜନକ ପ୍ରତିଶ୍ରୁତି ମିଳିଲା ପରେ ଆନେ୍ଦାଳନରୁ ଓହରିଥିଲେ ମଧ୍ୟ ଉଠାଦୋକାନୀଙ୍କ ପାଇଁ ଭଡ଼ାନେଇ ବସିଥିବା ବ୍ୟବସାୟୀଙ୍କର ଘାଟା ହୋଇଥିଛି । ରାସ୍ତା ଉପରେ ବସିଥିବା ଏହି ଉଠାଦୋକାନୀଙ୍କ ପାଇଁ ରାସ୍ତାରେ ଯାଆ ଆସ କରିବା ପାଇଁ ବହୁ ଅସୁବିଧା ର ସମ୍ମୁଖୀନ ହେବାକୁ ପଡ଼ୁଛି ସାଧାରଣ ଜନତା ଓ ଗ୍ରାହକ ମାନଙ୍କ କ୍ଷେତ୍ରରେ ।

Powered by Froala Editor

Tags Market building

Related articles Odisha News Lens 4.1

  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14038
    Mar 07, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15172
    Mar 05, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14674
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14839
    Mar 06, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15520
    Mar 04, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14593
    Mar 04, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13407
    Mar 06, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15152
    Mar 05, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14072
    Mar 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ...

    13926
    Mar 05, 2026
  • ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15172
    Mar 05, 2026
  • ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15520
    Mar 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14038
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14674
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15141
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14349
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15067
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14593
    Mar 04, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14839
    Mar 06, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15520
    Mar 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In