Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

Home ›› ››ମର୍ମନ୍ତୁଦ ଦୁର୍ଘଟଣା : ବସ୍‌ରୁ ଛିଟିକି ପଡ଼ିଲେ ଯାତ୍ରୀ, ୧୫ ଶବ ଉଦ୍ଧାର

ମର୍ମନ୍ତୁଦ ଦୁର୍ଘଟଣା : ବସ୍‌ରୁ ଛିଟିକି ପଡ଼ିଲେ ଯାତ୍ରୀ, ୧୫ ଶବ ଉଦ୍ଧାର

2022-01-05 16:20:39
15479
Share:
Facebook
Twitter
E-Mail
WhatsApp
Telegram
ମର୍ମନ୍ତୁଦ ଦୁର୍ଘଟଣା : ବସ୍‌ରୁ ଛିଟିକି ପଡ଼ିଲେ ଯାତ୍ରୀ, ୧୫ ଶବ ଉଦ୍ଧାର

ଝାଡଖଣ୍ଡରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୫ ଜଣ ଲୋକ ପ୍ରାଣ ହରାଇଛନ୍ତି । ସାହିବଗଞ୍ଜରୁ ଦୁମକା ଯାଉଥିବା ଏକ ବସ ଲିଟ୍ଟିପଡା-ଅମଡାପାଡା ରାସ୍ତାର ପଡେରକୋଲା ଠାରେ ଏକ ଗ୍ୟାସ ବୋଝେଇ ଟ୍ରକକୁ ଧକ୍କା ଦେବା ଫଳରେ ଏ ଦୁର୍ଘଟଣା ଘଟିଛି। ବସ୍‌ରେ ୪୦ ଜଣରୁ ଅଧିକ ଯାତ୍ରୀଥିବା କୁହାଯାଇଛି। ପାକୁଡ ଏସପି ଏଚପି ଜନାର୍ଦ୍ଦନ କହିଛନ୍ତି, ୧୫ ଟି ଶବ ଜବତ ହୋଇଛି ଓ ବସ ଭିତରେ ଥିବା ଲୋକଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା ଚାଲିଛି।

ଦୁର୍ଘଟଣା ଏତେ ଭୟାବହ ଥିଲା କି ଦୁଇଟି ଗାଡିର ଆଗ ପଟ ସମ୍ପୂର୍ଣ୍ଣ ଭାବେ ଭ‌ାଙ୍ଗିଯାଇଥିଲା । କିଛି ଲୋକ ବସରୁ ଛିଟିକି ବାହାରେ ପଡିଥିବା ସହ ବସ ଭିତରେ ରହିଥିବା କିଛି ଲୋକ ଭିତରେ ଫସି ଯାଇଥିଲେ । ଏବେ ବସକୁ କଟାଯାଇ ସେମାନଙ୍କୁ ବାହାରକୁ ବାହାର କରାଯାଉଛି । କୁହାଯାଉଛି କି ବସର ଚାଳକ ଜୀବିତ ଅଛନ୍ତି । ଅନ୍ୟପଟେ ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି ।

ଦୁର୍ଘଟଣା ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏହାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ଏହାସହ ମୃତକଙ୍କ ପରିବାର ପ୍ରତି ସୋସିଆଲ ମିଡିଆ ମାଧ୍ୟରେ ସମବେଦନା ଜଣାଇଛନ୍ତି । ଏହାସହ ଆହତମାନଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ଆଦେଶ ଦେଇଛନ୍ତି ।

ସେପଟେ କୁହୁଡି କାରଣରୁ ଏଭଳି ଦୁର୍ଘଟଣା ଘଟିଥିବା ମାମଲାର ଯାଂଚ କରୁଥିବା ଅଧିକାରୀ କହିଛନ୍ତି। ତାଙ୍କ କହିବା ମୁତାବକ, ଟ୍ରକ ଚାଳକ ସାମ୍ନାପଟୁ ଆସୁଥିବା ବସକୁ କୁହୁଡି ଯୋଗୁଁ ଦେଖିପାରି ପାରିନଥିଲା। ଆଉ ସିଧା ବସ ଉପରେ ମାଡି ଯାଇଥିଲା।

Powered by Froala Editor

Tags accident

Related articles Odisha News Lens 4.1

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15410
    Jun 25, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା
    ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13531
    Jun 25, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର
    ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14056
    Jun 25, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14726
    Jun 24, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ
    ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15073
    Jun 25, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15343
    Jun 24, 2026
  • କାବେରୀରେ ଭାସିଗଲେ ୫ ଜଣ
    ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    14980
    Jun 25, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15009
    Jun 24, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14161
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14726
    Jun 24, 2026
  • ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13531
    Jun 25, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15343
    Jun 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17610
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15009
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15174
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15025
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15636
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14501
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13784
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14874
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15489
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15241
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14056
    Jun 25, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13531
    Jun 25, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14161
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In