Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ...

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ...

  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ...

  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ...

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ...

  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ...

  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ...

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

ବିଶେଷ
Home ›› ବିଶେଷ ››ଜାଣନ୍ତୁ କେଉଁ ଭିଟାମିନ ଅଭାବ ହେଲେ କମିଥାଏ ସ୍ମୃତିଶକ୍ତି, କେମିତି କରିବେ ଚିକିସôା

ଜାଣନ୍ତୁ କେଉଁ ଭିଟାମିନ ଅଭାବ ହେଲେ କମିଥାଏ ସ୍ମୃତିଶକ୍ତି, କେମିତି କରିବେ ଚିକିସôା

2022-01-06 04:40:59
14358
Share:
Facebook
Twitter
E-Mail
WhatsApp
Telegram
ଜାଣନ୍ତୁ କେଉଁ ଭିଟାମିନ ଅଭାବ ହେଲେ କମିଥାଏ ସ୍ମୃତିଶକ୍ତି, କେମିତି କରିବେ ଚିକିସôା

ଆଜିକାଲିର ଆଧୁନିକ ଯୁଗରେ ସୁସ୍ଥ ରହିବାପାଇଁ ନିଜ ଜୀବନଶୈଳୀକୁ ଠିକ ରଖିବା ସହ ଖାଇବା ପିଇବା ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେବା ଆବଶ୍ୟକ । ଆପଣ ନିତ୍ୟବ୍ୟବହାର୍ଯ୍ୟ ଖାଦ୍ୟରୁ ଉଚିତ ଓ ପ୍ରଚୁର ପରିମାଣରେ ପ୍ରୋଟିନ ଓ ଭିଟାମିନ ପାଉଛନ୍ତି ତେବେ ଆପଣଙ୍କ ଶରୀରରେ ରୋଗପ୍ରତିରୋଧକ ଶକ୍ତିର କ୍ଷମତା ବଢ଼ିବା ସହିତ ଆପଣ ସୁସ୍ଥ ରହିବେ । ଭିଟାମିନ ମାନଙ୍କ ମଧ୍ୟରେ ଭିଟାମିନ ‘ସି’ ‘ଇ’ ଓ ଭିଟାମିନ ‘କେ’ ଭଳି ଶରୀର ପାଇଁ ଭିଟାମିନ-ବି୧୨ ର ପର୍ଯ୍ୟାପ୍ତ ଆବଶ୍ୟକତା ରହିଛି ।

ବୟସ ବଢ଼ିବା କ୍ରମେ ମାନସିକ ସ୍ଥିତି ରେ ସନ୍ତୁଳନ ଦେଖା ଦେବା ସହିତ ବୟସ୍କ ଲୋକଙ୍କ ପାଇଁ ଭୂଲିଯିବା ହେଉଛି ଏବେ ସମୟରେ ସବୁଠାରୁ ବଡ଼ ରୋଗ । ବୟସ ବଢ଼ିବା ସହିତ ମଣିଷର ସ୍ମରଣଶକ୍ତି କମିଯାଇଥାଏ ଓ ଏହା ଅଧିକ ବଢ଼ିଗଲେ ଡେ଼ମୋସିଆ ରୋଗ ଆକ୍ରମଣ କରିପାରେ । ସ୍ମରଣଶକ୍ତି କମିଯିବା ଓ ଡେ଼ମୋସିଆ ରୋଗର ପ୍ରମୁଖ କାରଣ ହେଉଛି ଭିଟାମିନ-ବି୧୨ ର ଅଭାବ ।


ଜଣେ ବିଶେଷଜ୍ଞଙ୍କ ମତରେ ଭିଟାମିନ ବି୧୨ ଆମ ଶରୀର ପାଇଁ ଅତ୍ୟନ୍ତ ଉପକାରୀ । ଏହାର ବୈଜ୍ଞାନିକ ନାମ କୋବାଲାମିନ ଅଟେ । ଏହା ବିଶେଷ ଭାବେ ଆମ ଶରୀରରେ ଥିବା ଲିଭରରେ ଷ୍ଟୋର ହୋଇଥାଏ ଓ ଶରୀରର ଅନେକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗକୁ ପରିଚାଳନାରେ ସହାୟ କରିଥାଏ । ବିଶେଷ କରି ଏହି ଭିଟାମିନ ଘୁଷୁରୀ ମାଂସ,କୁକୁଡ଼ା ମାଂସ,ଗୋମାଂସର ଯକୃତ,ପନିର,କ୍ଷୀର ଆଦିରୁ ମିଳିଥାଏ ।


ଭିଟାମିନ ବି୧୨ ଶରୀରରେ କମ ହେଲେ ଏହା ସିଧାସଳଖ ଡିଏନଏ ସିନ୍ଥେସିସକୁ ପ୍ରଭାବିତ କରିଥାଏ । ଏହି କାରଣରୁ ରେଡ଼ ବ୍ଲଡ଼ ସେଲ ପ୍ରସ୍ତୁତ ହେବାର ଗତି ଧିମା ପଡ଼ିଥାଏ । ଏହାଫଳରେ ଘାତକ ରୋଗ ମେଗାଲୋବ୍ଲାଷ୍ଟିକ ହେବାର ସମ୍ଭାବନା ଥାଏ । ଅନ୍ୟପଟେ ହଜମଶକ୍ତି କମ ହେବା କାରଣରୁ ବି ମଣିଷ ଶରୀରରେ ଭିଟାମିନ ବି୧୨ କମିଯାଇଥାଏ । ଏହି ରୋଗ ବିଶେଷ ଭାବରେ ମଣିଷ ମସ୍ତିସ୍କର ସ୍ମୃତିଶକ୍ତି ଉପରେ ପ୍ରଭାବ ପକାଏ ।

Powered by Froala Editor

Tags Health care

Related articles Odisha News Lens 4.1

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ
    ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13544
    Aug 24, 2026
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15498
    Aug 23, 2026
  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ
    ଦେଶ-ଦେଶାନ୍ତର

    H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    13826
    Aug 24, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ
    ବିଶେଷ

    ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14882
    Aug 24, 2026
  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି
    ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    14146
    Aug 23, 2026
  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା
    ଦେଶ-ଦେଶାନ୍ତର

    ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା

    13690
    Aug 24, 2026
  •  ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    13955
    Aug 24, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ
    ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    13929
    Aug 24, 2026
  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ
    ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14134
    Aug 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା

    13690
    Aug 24, 2026
  • ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14134
    Aug 24, 2026
  • ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    14146
    Aug 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17050
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17679
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17723
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18119
    Sep 06, 2023

ବିଶେଷ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14882
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15536
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16066
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13987
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    15011
    Aug 13, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15971
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14008
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14271
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14397
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    13826
    Aug 24, 2026
  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    13955
    Aug 24, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14882
    Aug 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In