Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ...

  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ...

  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ...

  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ...

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଓମିକ୍ରନ ସଂକ୍ରମଣକୁ ନେଇ ବଡ଼ ଚେତାବନୀ ଦେଲା ହୁ, ଜାଣନ୍ତୁ କ’ଣ

ଓମିକ୍ରନ ସଂକ୍ରମଣକୁ ନେଇ ବଡ଼ ଚେତାବନୀ ଦେଲା ହୁ, ଜାଣନ୍ତୁ କ’ଣ

2022-01-06 10:41:47
15287
Share:
Facebook
Twitter
E-Mail
WhatsApp
Telegram
ଓମିକ୍ରନ ସଂକ୍ରମଣକୁ ନେଇ ବଡ଼ ଚେତାବନୀ ଦେଲା ହୁ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ: କରୋନାର ଓମାଇକ୍ରନ ଭାରିଆଣ୍ଟ ସଂକ୍ରମଣ ବିଶ୍ୱବ୍ୟାପୀ ଦ୍ରୁତ ଗତିରେ ମାଡ଼ିବାକୁ ଲାଗିଛି । ଆମେରିକା ଓ ୟୁରୋପୀୟ ଦେଶରେ ମହାମାରୀ ବିସ୍ଫୋରକ ରୂପ ନେଉଛି । ଏଭଳି ସ୍ଥିତିରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁ୍ୟଏଚଓ) ଏକ ବଡ଼ ଚେତାବନୀ ଦେଇଛି । ଏହା କହିଛି ଯେ ଓମାଇକ୍ରନ ଯେତେ ଦ୍ରୁତ ଗତିରେ ମାଡ଼ିବ, ଭୂତାଣୁର ନୂଆ ତଥା ବିପଜ୍ଜନକ ଭାରିଆଣ୍ଟ ସୃଷ୍ଟି ହେବା ଆଶଙ୍କା ସେତେ ବୃଦ୍ଧି ପାଇବ ।

 
ଡବ୍ଲୁଏଚଓର ବରିଷ୍ଠ ଆପାତକାଳୀନ ଅଧିକାରୀ କ୍ୟାଥରିନ ସୁଲଉଡ କହିଛନ୍ତି, ଓମାଇକ୍ରନ ଏବେ ଘାତକ ପାଲଟିଛି । ଏଥିରେ ସଂକ୍ରମଣ ହେଲେ ମୃତୁ୍ୟ ହୋଇପାରେ । ଡେଲଟା ତୁଳନାରେ ଏହି ଭାରିଆଣ୍ଟରେ ମୃତୁ୍ୟ ହାର କିଛି ପରିମାଣରେ କମିପାରେ । କିନ୍ତୁ ଏହା ଘାତକ ନୁହେଁ ବୋଲି କୁହାଯାଇପାରିବ ନାହିଁ । କିନ୍ତୁ ଆଗାମୀ ଭାରିଆଣ୍ଟ କେତେ ଘାତକ ହେବ, ତାହା କାହାକୁ ଜଣାନାହିଁ । ନୂଆ ବିପଜ୍ଜନକ ଭାରିଆଣ୍ଟ ଆସିବା କିଛି ଅସମ୍ଭବ ନୁହେଁ ।

 

Powered by Froala Editor

Tags Omicron

Related articles Odisha News Lens 4.1

  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ
    ବିଶେଷ

    ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15373
    Oct 23, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14328
    Oct 23, 2026
  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ
    ଦେଶ-ଦେଶାନ୍ତର

    ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ

    13577
    Oct 22, 2026
  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15017
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ
    ବାଣିଜ୍ୟ

    ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14960
    Oct 22, 2026
  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13530
    Oct 23, 2026
  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର
    ମନୋରଞ୍ଜନ

    ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14330
    Oct 22, 2026
  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....
    ଦେଶ-ଦେଶାନ୍ତର

    ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....

    15347
    Oct 22, 2026
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍
    ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14130
    Oct 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ

    13577
    Oct 22, 2026
  • ଦେଶ-ଦେଶାନ୍ତର

    ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....

    15347
    Oct 22, 2026
  • ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ନେତାନ୍ୟାହୁ

    13576
    Oct 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17209
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17906
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17850
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18274
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15017
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15373
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15026
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15490
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14821
    Oct 06, 2026

ବାଣିଜ୍ୟ

ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

ଭୁବନେଶ୍ୱର : ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବା ସମ୍ପ୍ରସାରଣ ଦିଗରେ ଏକ ପଦକ୍ଷେପ ସ୍ୱରୂପ, ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ, ରାୟଗଡ଼ାସ୍ଥିତ ଏଲ୍. ଭି. ପ୍ରସାଦ ଚକ୍ଷୁ ପ୍ରତିଷ୍ଠାନ ସହ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14960
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14305
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14608
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14637
    Oct 15, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15017
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15373
    Oct 23, 2026
  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....

    15347
    Oct 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In