Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ ...

  • ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା

  • ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ

  • ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର

  • ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା

  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ...

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି ...

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ...

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

ରାଜ୍ୟ
Home ›› ରାଜ୍ୟ ››ଆଜି ରାଜ୍ୟରେ କରୋନାରେ ଜଣେ ମୃତ

ଆଜି ରାଜ୍ୟରେ କରୋନାରେ ଜଣେ ମୃତ

2022-01-07 04:56:14
14831
Share:
Facebook
Twitter
E-Mail
WhatsApp
Telegram
ଆଜି ରାଜ୍ୟରେ କରୋନାରେ ଜଣେ ମୃତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହୁ ହୁ ହୋଇ ବଢୁଥିବାବେଳେ, କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଆଜି ରାଜ୍ୟରେ ୨୭୦୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ଜଣେ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୪୬୮କୁ ବୃଦ୍ଧି ପାଇଛି । 

ଆଜି କରୋନାରୁ ସୁସ୍ଥ ହୋଇଛନ୍ତିି ୨୦୪ଜଣ । ଏହାକୁ ମିଶାଇ ଏବେ ସୁଦ୍ଧା ୧୦ ଲକ୍ଷ ୪୫ ହଜାର ୭୧୮ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେ ବି ୮ ହଜାର ୨୩୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

ଗତ ୨୪ଘଣ୍ଟାରେ ରାଜ୍ୟରେ ୨୫୦୦ପାର୍ କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ରାଜ୍ୟରେ ୨୭୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୫୭୯ଜଣ ରହିଥିବାବେଳେ ୧୧୨୪ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୪୦୯ଜଣ ଛୁଆ ଅଛନ୍ତି। ଯାହା ଚିନ୍ତାର କାରଣ ପାଲଟିଛି । 

Powered by Froala Editor

Tags Corona

Related articles Odisha News Lens 4.1

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13791
    Sep 13, 2026
  • ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର
    ଦେଶ-ଦେଶାନ୍ତର

    ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର

    13418
    Sep 15, 2026
  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14700
    Sep 14, 2026
  • ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା
    ଦେଶ-ଦେଶାନ୍ତର

    ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା

    15496
    Sep 15, 2026
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ
    ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    14023
    Sep 14, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    15218
    Sep 13, 2026
  • ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ
    ଦେଶ-ଦେଶାନ୍ତର

    ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ

    13316
    Sep 15, 2026
  • ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା
    ଦେଶ-ଦେଶାନ୍ତର

    ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା

    15497
    Sep 15, 2026
  • ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ
    ଦେଶ-ଦେଶାନ୍ତର

    ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ

    14934
    Sep 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13791
    Sep 13, 2026
  • ଦେଶ-ଦେଶାନ୍ତର

    ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ

    13316
    Sep 15, 2026
  • ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    14023
    Sep 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17095
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17773
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17763
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18167
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14519
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16136
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14670
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13979
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14787
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14312
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14078
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14706
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15042
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    15190
    Sep 14, 2026
  • ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା

    15497
    Sep 15, 2026
  • ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର

    13418
    Sep 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In