Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ...

  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ...

  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

Home ›› ››ମୋଦି ସଡକପଥରେ ଆସୁଛନ୍ତି ବୋଲି ପୋଲିସ୍ ଭଲ ଭାବେ ବୁଝାଇନଥିଲା: ସୁରଜିତ୍

ମୋଦି ସଡକପଥରେ ଆସୁଛନ୍ତି ବୋଲି ପୋଲିସ୍ ଭଲ ଭାବେ ବୁଝାଇନଥିଲା: ସୁରଜିତ୍

2022-01-07 08:17:51
14911
Share:
Facebook
Twitter
E-Mail
WhatsApp
Telegram
ମୋଦି ସଡକପଥରେ ଆସୁଛନ୍ତି ବୋଲି ପୋଲିସ୍ ଭଲ ଭାବେ ବୁଝାଇନଥିଲା: ସୁରଜିତ୍


ନୂଆଦିଲ୍ଲୀ: ବିକେୟୁ (ଭାରତୀୟ କିଷାନ ସଂଗଠନ)ର ସଦସ୍ୟମାନେ ସ୍ୱୀକାର କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କାରକେଡକୁ ଏହାର କର୍ମୀମାନେ ହିଁ ରାସ୍ତାରେ ଅଟକାଇଥିଲେ । ବିକେୟୁ ମୁଖ୍ୟ ସୁରଜିତ ସିଂହ ଫୁଲ କହିଛନ୍ତି, ଏମଏସପି (ସର୍ବନିମ୍ନ ସହାୟକ ମୂଲ୍ୟ) ସଂକ୍ରାନ୍ତରେ ସରକାର କମିଟି ଗଠନ ନକରିବାରୁ ୧୨-୧୩ ଚାଷୀ ସଂଗଠନ ଆନେ୍ଦାଳନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । 
ମୋଦୀଙ୍କ ର୍ୟାଲିସ୍ଥଳଠାରୁ ୮ କିମି ଦୂରରେ ଆନେ୍ଦାଳନ ହୋଇଥିବା ସେ କହିଛନ୍ତି । ଚାଷୀ ନେତା ସୁରଜିତ କହିଛନ୍ତି, ‘ପ୍ରଧାନମନ୍ତ୍ରୀ ସଡ଼କ ପଥରେ ଆସୁଛନ୍ତି ବୋଲି ପୁଲିସ ହିଁ ଆମକୁ କହିଥିଲା କିନ୍ତୁ ଆମେ ଏହାକୁ ମିଛ ଭାବିଥିଲୁ । କାରଣ ର୍ୟାଲି ସ୍ଥଳ ନିକଟରେ ଏକ ବିଶାଳ ହେଲିପ୍ୟାଡ ଅଛି । ତେଣୁ ଆମେ ପୁଲିସର କଥାକୁ ମିଛ ଭାବି ରାସ୍ତା ଫାଙ୍କା କରିନଥିଲୁ । ଯଦି ଆମକୁ ପୁଲିସ ଭଲଭାବେ ବୁଝାଇଥାନ୍ତା ଯେ, ପ୍ରଧାନମନ୍ତ୍ରୀ ରାସ୍ତାରେ ଆସୁଛନ୍ତି ତେବେ ଆମେ ରାସ୍ତା ଫାଙ୍କା କରିଥାନ୍ତୁ । ସୁରଜିତ କହିଛନ୍ତି, ଆମେ ଯାହା କରିଛୁ ତାହା ସଂପୂର୍ଣ୍ଣ ଠିକ୍ । ଆନେ୍ଦାଳନ କରିବା ଆମର ଗଣତାନ୍ତ୍ରିକ ଅଧିକାର ବୋଲି ସୁରଜିତ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସଡ଼କ ପଥରେ ଗସ୍ତ ପାଇଁ ପଂଜାବ ପୁଲିସକୁ ଆଗୁଆ ଅବଗତ କରାଯାଇଥିଲା ଏବଂ ରାଜ୍ୟ ପୁଲିସ ମୁଖ୍ୟଙ୍କଠାରୁ ଏନେଇ ସ୍ୱୀକୃତି ମିଳିଥିଲା ବୋଲି ଜଣାପଡ଼ିଛି । 
ଏହାସତ୍ତ୍ୱେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି ହେବା ନିନ୍ଦନୀୟ ବୋଲି ବିଜେପି କହିଛି । ପ୍ରଧାନମନ୍ତ୍ରୀ ଭଟିଣ୍ଡାରୁ ହେଲିକପ୍ଟରରେ ଯାଇଥାନ୍ତେ । କିନ୍ତୁ ଶେଷ ମୁହୂର୍ତ୍ତରେ ପାଗ ଖରାପ ହେତୁ ଯୋଜନାରେ ପରିବର୍ତ୍ତନ ହୋଇଥିଲା । ପଂଜାବ ବିଜେପି ସଭାପତି ଅଶ୍ୱିନୀ ଶର୍ମା କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଏହି ଷଡ଼ଯନ୍ତ୍ରରେ କେବଳ ପଂଜାବ କଂଗ୍ରେସ ମଧ୍ୟ ସଂପୃକ୍ତ ଅଛି ।

Powered by Froala Editor

Tags Narendra modi

Related articles Odisha News Lens 4.1

  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...

    13708
    May 26, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି
    ବିଶେଷ

    ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14504
    May 26, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ
    ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14622
    May 26, 2026
  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି
    ଅପରାଧ

    ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

    15395
    May 26, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    15068
    May 25, 2026
  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14841
    May 25, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13369
    May 26, 2026
  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା
    ଦେଶ-ଦେଶାନ୍ତର

    ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

    14436
    May 26, 2026
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13630
    May 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

    15395
    May 26, 2026
  • ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13503
    May 26, 2026
  • ଦେଶ-ଦେଶାନ୍ତର

    ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

    14436
    May 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16881
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17501
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17549
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17931
    Sep 06, 2023

ବିଶେଷ

  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14504
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15730
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15022
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14432
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14555
    May 18, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15424
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15164
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15655
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13991
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13369
    May 26, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14622
    May 26, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14504
    May 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In