କମିଲା ସୁନା ଦର
ନୂଆଦିଲ୍ଲୀ: କମିଲା ସୁନା ଦର । ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ରହିଛି ୪୭,୫୮୦ ଟଙ୍କା । ସେହିପରି ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୩,୫୯୦ ଟଙ୍କା ଥିବା ଜଣାପଡ଼ିଛି । ଗତକାଲି ଅପେକ୍ଷା ୨୫୦ ଟଙ୍କା ହ୍ରାସ ପାଇଛି ।
ଆଜିର ନୂଆ ଦର ନିର୍ଦ୍ଧାରଣ ପରେ ଏବେ ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୦୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୯୧୬ ଟଙ୍କା ଅଛି । ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୫୦ ଟଙ୍କା ରହିଛି । କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୪୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୫୦ ଟଙ୍କା ଅଛି । ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୫୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୫୧୦ ଟଙ୍କା ଥିବା ଜଣାପଡ଼ିଛି ।
ଓଡ଼ିଶାରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମର ମୂଲ୍ୟ ୪୮,୩୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୪,୯୪୦ ଟଙ୍କା ରହିଛି ।
Powered by Froala Editor