Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଶ୍ରମିକଙ୍କ ଉପରେ ଭୁଶୁଡ଼ିଲା ​​ଡ୍ରେନ୍ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଜାନୁଆରୀ ଶେଷ ଭାଗରେ ଶିଖର ଛୁଇଁବ ଓମିକ୍ରନ

ଜାନୁଆରୀ ଶେଷ ଭାଗରେ ଶିଖର ଛୁଇଁବ ଓମିକ୍ରନ

2022-01-08 07:47:17
15183
Share:
Facebook
Twitter
E-Mail
WhatsApp
Telegram
ଜାନୁଆରୀ ଶେଷ ଭାଗରେ ଶିଖର ଛୁଇଁବ ଓମିକ୍ରନ


ନୂଆଦିଲ୍ଲୀ: ଦେଶରେ କରୋନାର ତୃତୀୟ ଲହର ଆସିଥିବାବେଳେ ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଛି। ଭୟ ଓ ଆଶଙ୍କା ଭିତରେ ନୂଆ ପ୍ରଜାତି ଭୂତାଣୁ ଓମିକ୍ରନକୁ ନେଇ ଦେଶରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଥିବା ବେଳେ ଜାନୁଆରୀ ଶେଷ ଭାଗରେ ଏହା ଶିଖର ଛୁଇଁବ ବୋଲି ଆଇଆଇଟି କାନପୁରର ପ୍ରଫେସର ମନୀନ୍ଦ୍ର ଅଗ୍ରୱାଲ କହିଛନ୍ତି। ପ୍ରଫେସର ଅଗ୍ରୱାଲ କହିଛନ୍ତି ଯେ, ତୃତୀୟ ଲହରର ଶିଖର ସମୟରେ ଦେଶରେ ଦୈନିକ ସଂକ୍ରମଣ ୪ରୁ ୮ଲକ୍ଷ ରହିବ। ପ୍ରଥମ ଓ ଦ୍ବିତୀୟ ଲହର ପରି ତୃତୀୟ ଲହର ଦୀର୍ଘ ସମୟ ଧରି ରହିବ ନାହିଁ। ମାର୍ଚ୍ଚ ସୁଦ୍ଧା ଏହି ଲହର ଶେଷ ହେବ। ଏହି ତୃତୀୟ ଲହର ଦେଶର ସ୍ବାସ୍ଥ୍ୟ ଭିତ୍ତିଭୂମି ଉପରେ ବିଶେଷ ଚାପ ପକାଇବ ନାହିଁ। କାରଣ ଏହି ସଂକ୍ରମଣରେ ରୋଗୀ ବିଶେଷ ଗୁରୁତର ହେବେ ନାହିଁ। ସେମାନଙ୍କଠାରେ ବିଶେଷ ଲକ୍ଷଣ ପ୍ରକାଶ ପାଇବ ନାହିଁ। ଏହାସତ୍ତ୍ବେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସମସ୍ତଙ୍କୁ ସତର୍କତା ଅବଲମ୍ବନ କରିବାକୁ ପଡିବ।
କରୋନା ତାଲାବନ୍ଦ କଟକଣା ଯୋଗୁଁ ତୃତୀୟ ଲହର ବିଳମ୍ବିତ ହେବ ଓ ଏହା ଅଧିକ ସମୟ ରହିବ। ଅଗ୍ରୱାଲ କହିଛନ୍ତି ଯେ ଆଉ ୧୦ଦିନ ମଧ୍ୟରେ ଦିଲ୍ଲୀ, ମୁମ୍ବଇ ସହରରେ ତୃତୀୟ ଲହର ଶିଖର ଛୁଇଁବ। ଇନଷ୍ଟିଚ୍ୟୁଟ୍ ଫର ହେଲଥ୍‌ ମେଟ୍ରିକ୍ସ ଆଣ୍ଡ ଇଭାଲୁଏସନ (ଆଇଏଚ୍‌ଏମଇ)ର ନିର୍ଦେଶକ ଡାକ୍ତର ଖ୍ରୀଷ୍ଟୋଫର ମୁରେ କହିଛନ୍ତି ଯେ ଭାରତରେ ଓମିକ୍ରନ ଭୂତାଣୁର ସଂକ୍ରମଣ ଜାନୁଆରୀ ଶେଷ କିମ୍ବା ଫେବୃଆରୀ ପ୍ରାରମ୍ଭରେ ଶିଖର ଛୁଇଁବ। ଯଦି ତାଲାବନ୍ଦ କଟକଣା ଲାଗୁ ନ ହୁଏ ତେବେ ସଂକ୍ରମଣ ମାମଲା ମାର୍ଚ୍ଚ ସୁଦ୍ଧା ହ୍ରାସ ପାଇବ।

Powered by Froala Editor

Tags Omicron

Related articles Odisha News Lens 4.1

  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...

    14447
    Jun 19, 2025
  • ଶ୍ରମିକଙ୍କ ଉପରେ ଭୁଶୁଡ଼ିଲା ​​ଡ୍ରେନ୍ କାନ୍ଥ, ମାଟି ଗଦା ତଳେ ଚାପି ହୋଇ ମୃତ୍ୟୁ
    ଦେଶ-ଦେଶାନ୍ତର

    ଶ୍ରମିକଙ୍କ ଉପରେ ଭୁଶୁଡ଼ିଲା ​​ଡ୍ରେନ୍ କାନ୍ଥ, ମାଟି ଗଦା ତଳେ ଚାପି ହୋଇ ମୃତ୍ୟୁ

    15111
    Jun 19, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?
    ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14288
    Jun 19, 2025
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13592
    Jun 19, 2025
  • ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’
    ମନୋରଞ୍ଜନ

    ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’

    15199
    Jun 19, 2025
  • ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    15003
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା
    ବିଶେଷ

    ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15173
    Jun 19, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି
    ବାଣିଜ୍ୟ

    ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14331
    Jun 19, 2025
  • ୫ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଚାଲିଛି ମତଦାନ
    ଦେଶ-ଦେଶାନ୍ତର

    ୫ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଚାଲିଛି ମତଦାନ

    14962
    Jun 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14447
    Jun 19, 2025
  • ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14288
    Jun 19, 2025
  • ଦେଶ-ଦେଶାନ୍ତର

    ୫ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଚାଲିଛି ମତଦାନ

    14962
    Jun 19, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16682
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16987
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15499
    Apr 03, 2021

ବିଶେଷ

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14288
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15173
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14534
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14255
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14676
    Jun 17, 2025

ବାଣିଜ୍ୟ

ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

ଭାରତରେ ସ୍କୋଡା ଇଣ୍ଡିଆ ଖୁବ୍ ଶୀଘ୍ର ଏହାର ପ୍ରଥମ ସିଏନଜି ଏସୟୁଭି ଲଞ୍ଚ କରିପାରେ। କମ୍ପାନୀ ଏହାର ସଦ୍ୟ ଲଞ୍ଚ ହୋଇଥିବା କାଇଲାକ ସିଏନଜି ସଂସ୍କରଣ ଲଞ୍ଚ କରିପାରେ ବୋଲି ଶୁଣିବାକୁ ମିଳିଛି।  ସ୍କୋଡା ଇଣ୍ଡିଆ କାର ନିର୍ମାତାମାନେ ଏହି ସେଗମେଣ୍ଟ ଉପରେ ଧ୍ୟାନ ଦେଉଛନ୍ତି। 

କାଇଲାକ ସିଏନଜିରେ ୧.୦ ଲ ...

  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14447
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14457
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13775
    Jun 17, 2025
  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15384
    Jun 14, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13592
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15173
    Jun 19, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14331
    Jun 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In