Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ...

  • କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ...

  • ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ...

  • ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ...

  • ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA

  • ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

  • ଟାଟା ସୁମୋ ଉପରେ ଖସିଲା ପାହାଡ଼ ; ୧୩ ମୃତ

  • ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ...

  • କ୍ୟାମେରାମ୍ୟାନକୁ ବିବାହ କଲେ ତିନି ...

  • ପୁଣି ଅମରନାଥ ଯାତ୍ରା ଆରମ୍ଭ, ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ୭୮୮୧ ଅମ୍ଲଜାନ ସଂଯୁକ୍ତ ବେଡ ପ୍ରସ୍ତୁତ

ରାଜ୍ୟରେ ୭୮୮୧ ଅମ୍ଲଜାନ ସଂଯୁକ୍ତ ବେଡ ପ୍ରସ୍ତୁତ

2022-01-10 07:15:27
15553
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ୭୮୮୧ ଅମ୍ଲଜାନ ସଂଯୁକ୍ତ ବେଡ ପ୍ରସ୍ତୁତ


ଭୁବନେଶ୍ବର: କରୋନାର ତୃତୀୟ ଲହର ତଥା ଓମିକ୍ରନ ସଂକ୍ରମଣକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ   କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ଜିଲ୍ଲାପାଳ ଓ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସହ ଆଲୋଚନା କରି କରୋନା ମୁକାବିଲା ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପର ସମୀକ୍ଷା କରିଛନ୍ତି ।

 ବୈଠକ ପରେ ମୁଖ୍ୟ ଶାସନ ସଚିବ କହିଛନ୍ତି, ଖୁବଶୀଘ୍ର ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ବୁଷ୍ଟର ଡୋଜ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଓମିକ୍ରନର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତିକୁ ଜୋରଦାର କରିଥିବା ବେଳେ ବିଭିନ୍ନ କଟକଣାକୁ କଡାକଡି କରିଛନ୍ତି ।

ଏହାସହ ଏବେ ରାଜ୍ୟରେ ୭୮୮୧ ଅମ୍ଲଜାନ ସଂଯୁକ୍ତ ବେଡ ପ୍ରସ୍ତୁତ ଥିବା ବେଳେ ୨୦୨୪ଟି ଆଇସିୟୁ ବେଡ ମଧ୍ୟ ରହିଛି । ସେହିଭଳି ଶିଶୁଙ୍କ ପାଇଁ ୧୦୦୦ ବେଡ ପ୍ରସ୍ତୁତ ରହିଛି । ୮୭୪ଟି ଭେଣ୍ଟିଲେଟର ବେଡ ପ୍ରସ୍ତୁତ ଥିବା ବେଳେ ସ୍ଥିତିକୁ ଦେଖି ବେଡ ବୃଦ୍ଧି ପାଇଁ ବ୍ୟବସ୍ଥା କରାଯିବ । ଏସବୁ ବାଦ୍ ବର୍ତ୍ତମାନ ୯୭% କରୋନା ରୋଗୀ ଚିକିତ୍ସିତ ହେଉଥିବା ବେଳେ ମାତ୍ର ୩ ପ୍ରତିଶତ ରୋଗୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏହାସହ ପ୍ରତ୍ୟେକ ହସ୍ପିଟାଲ ହେଲ୍ପ ଡେସ୍କ ଖୋଲିବା ପାଇଁ କୋଭିଡ ହସ୍ପିଟାଲ ଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି ।

Powered by Froala Editor

Tags Corona

Related articles Odisha News Lens 4.1

  • ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ ...
    ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ ...

    13658
    Jul 25, 2026
  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...
    ରାଜନୀତି

    ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...

    14938
    Jul 25, 2026
  • ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA
    ଦେଶ-ଦେଶାନ୍ତର

    ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA

    13737
    Jul 25, 2026
  • ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ ...
    ଦେଶ-ଦେଶାନ୍ତର

    ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ ...

    14712
    Jul 25, 2026
  • କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ସମେତ ୭ ...
    ରାଜନୀତି

    କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ସମେତ ୭ ...

    14004
    Jul 25, 2026
  • ପୁଣି ଅମରନାଥ ଯାତ୍ରା ଆରମ୍ଭ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ
    ଦେଶ-ଦେଶାନ୍ତର

    ପୁଣି ଅମରନାଥ ଯାତ୍ରା ଆରମ୍ଭ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ

    13882
    Jul 25, 2026
  • କ୍ୟାମେରାମ୍ୟାନକୁ ବିବାହ କଲେ ତିନି ଇନ୍‌ଫ୍ଲୁଏନ୍ସର୍ ଭଉଣୀ
    ଦେଶ-ଦେଶାନ୍ତର

    କ୍ୟାମେରାମ୍ୟାନକୁ ବିବାହ କଲେ ତିନି ଇନ୍‌ଫ୍ଲୁଏନ୍ସର୍ ଭଉଣୀ

    15235
    Jul 25, 2026
  • ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

    15525
    Jul 25, 2026
  • ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି

    13779
    Jul 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ଅମରନାଥ ଯାତ୍ରା ଆରମ୍ଭ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ

    13882
    Jul 25, 2026
  • ରାଜନୀତି

    କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ସମେତ ୭ ଜଣ ଜିଲ୍ଲା ପରିଷଦ ସଦସ୍ୟଙ୍କ ବିଜେପିରେ ...

    14004
    Jul 25, 2026
  • ରାଜନୀତି

    ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ପାଣ୍ଡିଆନ୍, ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗର ଚେତାବନୀ

    14938
    Jul 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16996
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17602
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17655
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18056
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15398
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15330
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15989
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14238
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14516
    Jul 15, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15922
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15293
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13893
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14111
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA

    13737
    Jul 25, 2026
  • ପୁଣି ଅମରନାଥ ଯାତ୍ରା ଆରମ୍ଭ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ

    13882
    Jul 25, 2026
  • ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    14712
    Jul 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In