Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 16, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଡିପ୍ରେସନ୍‌ରୁ ଆତ୍ମହତ୍ୟା କରିଦେଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ୫ ରାଜ୍ୟର କୋଭିଡ ସାର୍ଟିଫିକେଟରୁ ହଟିବ ପ୍ରଧାନମନ୍ତ୍ରୀଙ୍କ ଫଟୋ

୫ ରାଜ୍ୟର କୋଭିଡ ସାର୍ଟିଫିକେଟରୁ ହଟିବ ପ୍ରଧାନମନ୍ତ୍ରୀଙ୍କ ଫଟୋ

2022-01-10 08:46:22
13976
Share:
Facebook
Twitter
E-Mail
WhatsApp
Telegram
 ୫ ରାଜ୍ୟର କୋଭିଡ ସାର୍ଟିଫିକେଟରୁ ହଟିବ ପ୍ରଧାନମନ୍ତ୍ରୀଙ୍କ ଫଟୋ

ନୂଆଦିଲ୍ଲୀ: ଦେଶର ୫ ରାଜ୍ୟର କୋଭିଡ ସାର୍ଟିଫିକେଟରୁ ହଟିବ ପ୍ରଧାନମନ୍ତ୍ରୀଙ୍କ ଫଟୋ । ଯେଉଁ ୫ଟି ରାଜ୍ୟରେ ଆଗକୁ ବିଧାନସଭା ନିର୍ବାଚନ ହେବାର ଅଛି ସେସବୁ ରାଜ୍ୟରୁ ନରେନ୍ଦ୍ର ମୋଦିଙ୍କ ଫଟୋ ହଟିବ । ନିର୍ବାଚନ ବିଧି ଅନୁସାରେ ଏହି ନିୟମ ଲାଗୁ ହେବ ।ଏଥିସହ ଏହି ୫ ଟି ରାଜ୍ୟରେ କୌଣସି ବିକାଶମୂଳକ କାର୍ୟ୍ୟ, ଯୋଜନା ଘୋଷଣା କିମ୍ବା ସରକାରୀ କାର୍ୟ୍ୟ ମଧ୍ୟ କରାଯାଇ ପାରିବ ନାହିଁ । ତେବେ ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ, ମଣିପୁରରେ ବିଧାନସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହିସବୁ ରାଜ୍ୟ ପାଇଁ କଟକଣା ଲଗାଯାଇଛି ।ନିର୍ବାଚନ ଆୟୋଗ ଶନିବାର ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିଲେ । ଫେବୃଆରୀ ୧୦ରୁ ମାର୍ଚ୍ଚ ୭ ତାରିଖ ଯାଏଁ ଭୋଟ୍ ଗ୍ରହଣ ଏବଂ ମାର୍ଚ୍ଚ ୧୦ରେ ଫଳ ପ୍ରକାଶ ପାଇବ। ତେବେ ଏସବୁକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଟିକା ପ୍ରମାଣପତ୍ରରୁ ମୋଦିଙ୍କ ଫଟୋ ହଟାଇବା ପାଇଁ Co-WIN ପ୍ଲାଟଫର୍ମକୁ ନିର୍ଦ୍ଦେଶ ଦେଇଛି ।

Powered by Froala Editor

Tags Modi photo

Related articles Odisha News Lens 4.1

  • ଖାଦ୍ୟ ପ୍ୟାକେଟରେ ଲାଗିବ ସୂଚନା : ଅଧିକ ଚିନି, ତେଲ ଜାତୀୟ ଖାଦ୍ୟ ଖାଉଥିଲେ ସାବଧାନ !
    ଦେଶ-ଦେଶାନ୍ତର

    ଖାଦ୍ୟ ପ୍ୟାକେଟରେ ଲାଗିବ ସୂଚନା : ଅଧିକ ଚିନି, ତେଲ ଜାତୀୟ ଖାଦ୍ୟ ଖାଉଥିଲେ ସାବଧାନ !

    14688
    Jul 14, 2025
  • ଗୁଡ଼ ସେବନ କରିବା ସ୍ବାସ୍ଥ୍ୟ ପାଇଁ ନିହାତି ଜରୁରୀ
    ବିଶେଷ

    ଗୁଡ଼ ସେବନ କରିବା ସ୍ବାସ୍ଥ୍ୟ ପାଇଁ ନିହାତି ଜରୁରୀ

    14376
    Jul 15, 2025
  • ଷ୍ଟଣ୍ଟ ବେଳେ ଷ୍ଟଣ୍ଟମ୍ୟାନଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଷ୍ଟଣ୍ଟ ବେଳେ ଷ୍ଟଣ୍ଟମ୍ୟାନଙ୍କ ମୃତ୍ୟୁ

    15782
    Jul 14, 2025
  • ମହାକାଶରୁ ସୁରକ୍ଷିତ ଫେରିଛନ୍ତି ଶୁଭାଂଶୁ ଶୁକ୍ଳା
    ଦେଶ-ଦେଶାନ୍ତର

    ମହାକାଶରୁ ସୁରକ୍ଷିତ ଫେରିଛନ୍ତି ଶୁଭାଂଶୁ ଶୁକ୍ଳା

    15253
    Jul 15, 2025
  • କଶ୍ୟପଙ୍କଠାରୁ ଅଲଗା ହେବେ ସାଇନା
    ଦେଶ-ଦେଶାନ୍ତର

    କଶ୍ୟପଙ୍କଠାରୁ ଅଲଗା ହେବେ ସାଇନା

    14465
    Jul 14, 2025
  • ସାଇନା ଓ କାଶ୍ୟପ ମଧ୍ୟରେ ବିବାହ ବିଚ୍ଛେଦ
    ଦେଶ-ଦେଶାନ୍ତର

    ସାଇନା ଓ କାଶ୍ୟପ ମଧ୍ୟରେ ବିବାହ ବିଚ୍ଛେଦ

    13929
    Jul 15, 2025
  • ମୁମ୍ବଇର ବିକେସିରେ ଟେସ୍‌ଲାର ପ୍ରଥମ ଶୋ’ରୁମ୍‌ର ଶୁଭାରମ୍ଭ
    ଦେଶ-ଦେଶାନ୍ତର

    ମୁମ୍ବଇର ବିକେସିରେ ଟେସ୍‌ଲାର ପ୍ରଥମ ଶୋ’ରୁମ୍‌ର ଶୁଭାରମ୍ଭ

    13781
    Jul 15, 2025
  • ପାର୍ଟିକୁ ଯାଇଥିଲେ, କୂଅରୁ ମିଳିଲା ବ୍ୟାଙ୍କ ମ୍ୟାନେଜରଙ୍କ ମୃତଦେହ
    ଦେଶ-ଦେଶାନ୍ତର

    ପାର୍ଟିକୁ ଯାଇଥିଲେ, କୂଅରୁ ମିଳିଲା ବ୍ୟାଙ୍କ ମ୍ୟାନେଜରଙ୍କ ମୃତଦେହ

    13926
    Jul 15, 2025
  • ଶେଷ ମୁହୂର୍ତ୍ତରେ ମିଳିଲା ନୂଆ ଜୀବନ, ନିମିଶାଙ୍କ ଫାଶୀ ସ୍ଥଗିତ
    ଦେଶ-ଦେଶାନ୍ତର

    ଶେଷ ମୁହୂର୍ତ୍ତରେ ମିଳିଲା ନୂଆ ଜୀବନ, ନିମିଶାଙ୍କ ଫାଶୀ ସ୍ଥଗିତ

    14347
    Jul 15, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଡିପ୍ରେସନ୍‌ରୁ ଆତ୍ମହତ୍ୟା କରିଦେଲେ ପୂର୍ବତମ ମିସ୍ ପଡୁଚେରୀ

    13666
    Jul 15, 2025
  • ଦେଶ-ଦେଶାନ୍ତର

    ମହାକାଶରୁ ସୁରକ୍ଷିତ ଫେରିଛନ୍ତି ଶୁଭାଂଶୁ ଶୁକ୍ଳା

    15253
    Jul 15, 2025
  • ଦେଶ-ଦେଶାନ୍ତର

    ମୁମ୍ବଇର ବିକେସିରେ ଟେସ୍‌ଲାର ପ୍ରଥମ ଶୋ’ରୁମ୍‌ର ଶୁଭାରମ୍ଭ

    13781
    Jul 15, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16623
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16738
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17051
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15541
    Apr 03, 2021

ବିଶେଷ

  • ଗୁଡ଼ ସେବନ କରିବା ସ୍ବାସ୍ଥ୍ୟ ପାଇଁ ନିହାତି ଜରୁରୀ

    14376
    Jul 15, 2025
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14521
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    15045
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15911
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14900
    Jul 11, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15879
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16415
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14061
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15582
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମହାକାଶରୁ ସୁରକ୍ଷିତ ଫେରିଛନ୍ତି ଶୁଭାଂଶୁ ଶୁକ୍ଳା

    15253
    Jul 15, 2025
  • ମୁମ୍ବଇର ବିକେସିରେ ଟେସ୍‌ଲାର ପ୍ରଥମ ଶୋ’ରୁମ୍‌ର ଶୁଭାରମ୍ଭ

    13781
    Jul 15, 2025
  • ଶେଷ ମୁହୂର୍ତ୍ତରେ ମିଳିଲା ନୂଆ ଜୀବନ, ନିମିଶାଙ୍କ ଫାଶୀ ସ୍ଥଗିତ

    14347
    Jul 15, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In