Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ...

  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ...

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ...

  • ୫ଦିନ ବନ୍ଦ ରହିବ ବ୍ୟାଙ୍କ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ...

  • ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

ରାଜ୍ୟ
Home ›› ରାଜ୍ୟ ››ଆଜି ଠାରୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ

ଆଜି ଠାରୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ

2022-01-11 06:51:10
13671
Share:
Facebook
Twitter
E-Mail
WhatsApp
Telegram
ଆଜି ଠାରୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ


ଭୁବନେଶ୍ୱର: ସବୁ କଳ୍ପନାଜଳ୍ପନାର ଅନ୍ତଃ ଘଟିଛି । କରୋନାର କରାଳ କାୟା ଭିତରେ ପଞ୍ଚାୟତ ନିର୍ବାଚନ ହେବ କି ନାହିଁ, ତାକୁ ନେଇ ସମସ୍ତେ ଦ୍ୱନ୍ଦ୍ୱରେ ଥିବା ବେଳେ ଉକ୍ତ ଦ୍ୱନ୍ଦ୍ୱ ଦୂର ହୋଇଛିି । ଆଜି ଗୀତଗୋବିନ୍ଦ ସଦନରେ ଏକ ସାମ୍ବାଦିକ ସମ୍ମିଳନୀ ଡାକି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପାଢୀ ଉକ୍ତ ଦ୍ୱନ୍ଦ୍ୱ ଦୂର କରିଛନ୍ତି । ପଞ୍ଚାୟତ ନିର୍ବାଚନକୁ ନେଇ ଶ୍ରୀ ପାଢୀ ଏକ ବଡ଼ ଘୋଷଣା କରିଛନ୍ତି । ତାହା ହେଲା କରୋନା କଟକଣା ଭିତରେ ପଞ୍ଚାୟତ ନିର୍ବାଚନ ହେବ । ଆଉ ୫ଟି ପର୍ଯ୍ୟାରେ ହେବ ପଞ୍ଚାୟତ ଭୋଟ । ଆସନ୍ତା ଫେବୃଆରୀ ୧୬, ୧୮, ୨୦, ୨୨ ଓ ୨୪ରେ ଭୋଟ ଗ୍ରହଣ ହେବ । ଏହାଛଡ଼ା ଫେବୃଆରୀ ୨୫, ୨୭ ଓ ୨୮ରେ ଭୋଟ ଗଣତି ହେବ । ତେବେ ନିର୍ବାଚନ ପରିପ୍ରେକ୍ଷୀରେ ଆଜି ଠାରୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ନେଇ ଘୋଷଣା କରାଯାଇଛି ।
ତେବେ ପଞ୍ଚାୟତ ନିବାଚନ ପାଇଁ ଜାନୁଆରୀ ୧୩ରେ ବିଜ୍ଞନ୍ତି ଜାରି ହେବ । ଜାନୁଆରୀ ୧୭ରୁ ୨୧ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ କରାଯାଇ ପାରିବ । ୨୨ରେ ପ୍ରାର୍ଥୀପତ୍ରଗୁଡ଼ିକର ଯାଞ୍ଚ କରାଯିବ । ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯାଇ ପାରିବ । ୨୫ ତାରିଖରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ଅନ୍ୟପକ୍ଷରେ ମାର୍ଚ୍ଚ ୧୧ରେ ନାଏବ ସରପଞ୍ଚ ନିର୍ବାଚନ ଅନୁଷ୍ଠିତ ହେବ । ସେହିପରି ମାର୍ଚ୍ଚ ୧୨ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ୨୩ରେ ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ । ମାର୍ଚ୍ଚ ୧୩ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ୨୫ରେ ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ । ଅନ୍ୟପକ୍ଷରେ ମାର୍ଚ୍ଚ ୧୧ରେ ନାଏବ ସରପଞ୍ଚ ନିର୍ବାଚନ ଅନୁଷ୍ଠିତ ହେବ । ସେହିପରି ମାର୍ଚ୍ଚ ୧୨ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ୨୩ରେ ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ । ମାର୍ଚ୍ଚ ୧୩ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ୨୫ରେ ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ । ଏହି ଅବସରରେ ଶ୍ରୀ ପାଢୀ ଆଉ କ’ଣ କହିଛନ୍ତି ଆସନ୍ତୁ ଜାଣିବା ।
- ମିଥ୍ୟା ସତ୍ୟପାଠ ଦେଲେ ପ୍ରାର୍ଥୀଙ୍କୁ ଦଣ୍ଡିତ କରିବାକୁ ପ୍ରାବଧାନ ରହିଛି ।
- ଭୋଟ ଗ୍ରହଣ ସରିଲେ ବ୍ଲକସ୍ତରରେ ହେବ ଭୋଟ ଗଣତି
- ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ
- ପ୍ରଚାର ପାଇଁ ପଥପ୍ରାପ୍ତ ପଦଯାତ୍ରା, ବାଇକ ରାଲି ପାଇଁ ଅନୁମତି ନାହିଁ
- ସର୍ବାଧିକ ୫ ଜଣଙ୍କୁ ଧରି ପ୍ରାଥୟୀମାନେ ଘରକୁ ଘର ପ୍ରଚାର କରିପାରିବେ

- ଡବଲ ଡୋଜ ଟିକା ବା ଆରଟିପିସିଆର ଟେଷ୍ଟ କରିଥିବା ବ୍ୟକ୍ତି ଭୋଟ ଗଣତି କେନ୍ଦ୍ରକୁ ଅନୁମତି
-୫ଟି ପର୍ଯ୍ୟାୟରେ ହେବ ପଞ୍ଚାୟତ ଭୋଟ ଗ୍ରହଣ
-ଆଜି ଠାରୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ

ପ୍ରକାଶ ଯେ ଗତକାଲି ଆୟୋଜିତ ସର୍ବଦଳୀୟ ବୈଠକ ପରେ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପାଢ଼ି  ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ରାଜ୍ୟପାଳଙ୍କୁ ଅବଗତ କରିଥିଲେ ରାଜ୍ୟ ନିର୍ବାଚନ କମିଶନର । ରାଜ୍ୟପାଳଙ୍କ ବ୍ୟତୀତ ପୁଲିସ୍‌ ଡିଜି ସୁନୀଲ ବଂଶଲ ଓ ଗୃହ ସଚିବଙ୍କୁ ଭେଟି ଆଲୋଚନା କରିଥିଲେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପାଢ଼ୀ । ତେଣୁ ଆଜି ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନର ତାରିଖ ଘୋଷଣା କରିବା ନେଇ ଚର୍ଚ୍ଚା ଜୋର ଧରିଥିଲା।

ଗତକାଲି ରାଜ୍ୟ ନିର୍ବାଚନ କମିଶନ ଡାକିଥିବା ସର୍ବଦଳୀୟ ବୈଠକରେ ବିରୋଧୀ ଦଳ ମାନେ ପଞ୍ଚାୟତ ନିର୍ବାଚନ ୩ମାସ ଘୁଞ୍ଚାଇବାକୁ ଦାବି କରିଥିଲେ। କରୋନାର ତୃତୀୟ ଲହର ଚାଲିଥିବାରୁ ନିର୍ବାଚନ ସ୍ଥଗିତ ରଖିବାକୁ ବିରୋଧୀ ଦଳ ଗୁଡ଼ିକ ଦାବି କରିଥିଲେ। ଏହା ସହିତ ପଛୁଆ ବର୍ଗ ଓ ଏସ୍‌ଟି ବର୍ଗଙ୍କୁ ସଂରକ୍ଷଣ ପ୍ରସଙ୍ଗରେ ମଧ୍ୟ ସେମାନେ ନିର୍ବାଚନ ସ୍ଥଗିତ ରଖିବାକୁ ଦାବି କରିଥିଲେ। ଅପରପକ୍ଷେ, ବିଜେଡି କିନ୍ତୁ ଠିକ୍ ସମୟରେ ନିର୍ବାଚନ ସପକ୍ଷରେ ମତ ଦେଇଥିଲା ।

Powered by Froala Editor

Tags Panchayat election

Related articles Odisha News Lens 4.1

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍
    ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14509
    Sep 21, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14654
    Sep 21, 2026
  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା
    ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    13849
    Sep 21, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ
    ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15328
    Sep 21, 2026
  • ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ
    ଦେଶ-ଦେଶାନ୍ତର

    ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

    13773
    Sep 20, 2026
  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...
    ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...

    13693
    Sep 21, 2026
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...
    ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...

    14669
    Sep 21, 2026
  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ
    ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13433
    Sep 21, 2026
  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ
    ଦେଶ-ଦେଶାନ୍ତର

    ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    13736
    Sep 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14509
    Sep 21, 2026
  • ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ଅନିବାର୍ଯ୍ୟ

    13693
    Sep 21, 2026
  • ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    13849
    Sep 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17113
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17800
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17777
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18184
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14654
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14438
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14690
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16315
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14838
    Sep 06, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15609
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15368
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14659
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14333
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14654
    Sep 21, 2026
  • ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

    13773
    Sep 20, 2026
  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14509
    Sep 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In