Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

ରାଜ୍ୟ
Home ›› ରାଜ୍ୟ ›› ବଡ଼ ଖବର: ଜାନୁଆରୀ ୧୭ରୁ ୨୧ ନୋମିନେସନ, ୨୫ରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

ବଡ଼ ଖବର: ଜାନୁଆରୀ ୧୭ରୁ ୨୧ ନୋମିନେସନ, ୨୫ରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

2022-01-11 06:59:59
13997
Share:
Facebook
Twitter
E-Mail
WhatsApp
Telegram
 ବଡ଼ ଖବର:  ଜାନୁଆରୀ ୧୭ରୁ ୨୧ ନୋମିନେସନ, ୨୫ରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର: ସବୁ କଳ୍ପନାଜଳ୍ପନାର ଅନ୍ତଃ ଘଟିଛି । କରୋନାର କରାଳ କାୟା ଭିତରେ ପଞ୍ଚାୟତ ନିର୍ବାଚନ ହେବ କି ନାହିଁ, ତାକୁ ନେଇ ସମସ୍ତେ ଦ୍ୱନ୍ଦ୍ୱରେ ଥିବା ବେଳେ ଉକ୍ତ ଦ୍ୱନ୍ଦ୍ୱ ଦୂର ହୋଇଛିି । ଆଜି  ଗୀତଗୋବିନ୍ଦ ସଦନରେ ଏକ ସାମ୍ବାଦିକ ସମ୍ମିଳନୀ ଡାକି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପାଢୀ ଉକ୍ତ ଦ୍ୱନ୍ଦ୍ୱ ଦୂର କରିଛନ୍ତି । ପଞ୍ଚାୟତ ନିର୍ବାଚନକୁ ନେଇ ଶ୍ରୀ ପାଢୀ ଏକ ବଡ଼ ଘୋଷଣା କରିଛନ୍ତି । ତାହା ହେଲା କରୋନା କଟକଣା ଭିତରେ ପଞ୍ଚାୟତ ନିର୍ବାଚନ ହେବ ।  ଆଉ ୫ଟି ପର୍ଯ୍ୟାରେ ହେବ ପଞ୍ଚାୟତ ଭୋଟ । ଆସନ୍ତା ଫେବୃଆରୀ ୧୬, ୧୮, ୨୦, ୨୨ ଓ ୨୪ରେ ଭୋଟ ଗ୍ରହଣ ହେବ ।  ଏହାଛଡ଼ା ଫେବୃଆରୀ ୨୫, ୨୭ ଓ ୨୮ରେ ଭୋଟ ଗଣତି ହେବ । ତେବେ ନିର୍ବାଚନ ପରିପ୍ରେକ୍ଷୀରେ ଆଜି ଠାରୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ନେଇ ଘୋଷଣା କରାଯାଇଛି । 
ତେବେ ପଞ୍ଚାୟତ ନିବାଚନ ପାଇଁ ଜାନୁଆରୀ ୧୩ରେ ବିଜ୍ଞନ୍ତି ଜାରି ହେବ । ଜାନୁଆରୀ ୧୭ରୁ ୨୧ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ କରାଯାଇ ପାରିବ ।  ୨୨ରେ ପ୍ରାର୍ଥୀପତ୍ରଗୁଡ଼ିକର ଯାଞ୍ଚ କରାଯିବ । ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯାଇ ପାରିବ । ୨୫ ତାରିଖରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । 
ଅନ୍ୟପକ୍ଷରେ ମାର୍ଚ୍ଚ ୧୧ରେ ନାଏବ ସରପଞ୍ଚ ନିର୍ବାଚନ ଅନୁଷ୍ଠିତ ହେବ ।  ସେହିପରି ମାର୍ଚ୍ଚ ୧୨ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ୨୩ରେ ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ ।  ମାର୍ଚ୍ଚ ୧୩ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ୨୫ରେ ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ । ଏହି ଅବସରରେ ଶ୍ରୀ ପାଢୀ ଆଉ କ’ଣ କହିଛନ୍ତି ଆସନ୍ତୁ ଜାଣିବା ।
- ମିଥ୍ୟା ସତ୍ୟପାଠ ଦେଲେ ପ୍ରାର୍ଥୀଙ୍କୁ ଦଣ୍ଡିତ କରିବାକୁ ପ୍ରାବଧାନ ରହିଛି ।
- ଭୋଟ ଗ୍ରହଣ ସରିଲେ ବ୍ଲକସ୍ତରରେ ହେବ ଭୋଟ ଗଣତି
- ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ
- ପ୍ରଚାର ପାଇଁ ପଥପ୍ରାପ୍ତ ପଦଯାତ୍ରା, ବାଇକ ରାଲି ପାଇଁ ଅନୁମତି ନାହିଁ
- ସର୍ବାଧିକ ୫ ଜଣଙ୍କୁ ଧରି ପ୍ରାଥୟୀମାନେ ଘରକୁ ଘର ପ୍ରଚାର କରିପାରିବେ
- ଡବଲ ଡୋଜ ଟିକା ବା ଆରଟିପିସିଆର ଟେଷ୍ଟ କରିଥିବା ବ୍ୟକ୍ତି ଭୋଟ ଗଣତି କେନ୍ଦ୍ରକୁ ଅନୁମତି
-୫ଟି ପର୍ଯ୍ୟାୟରେ ହେବ ପଞ୍ଚାୟତ ଭୋଟ ଗ୍ରହଣ
-ଆଜି ଠାରୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ

Powered by Froala Editor

Tags Panchayat election

Related articles Odisha News Lens 4.1

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15432
    Jun 22, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14698
    Jun 22, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13791
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    14915
    Jun 23, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13503
    Jun 23, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14688
    Jun 22, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14948
    Jun 22, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13856
    Jun 23, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15573
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13856
    Jun 23, 2026
  • ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15432
    Jun 22, 2026
  • ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    14915
    Jun 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18003
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14808
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14680
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15592
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14454
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15776
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13779
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14870
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15485
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15235
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14877
    Jun 22, 2026
  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13856
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    14915
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In