Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

ରାଜ୍ୟ
Home ›› ରାଜ୍ୟ ››ଟିକାକରଣକୁ ଯୋରଦାର କରିବା ଉପରେ ଗୁରୁତ୍ବ

ଟିକାକରଣକୁ ଯୋରଦାର କରିବା ଉପରେ ଗୁରୁତ୍ବ

2022-01-12 05:06:27
14405
Share:
Facebook
Twitter
E-Mail
WhatsApp
Telegram
ଟିକାକରଣକୁ ଯୋରଦାର କରିବା ଉପରେ ଗୁରୁତ୍ବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ ।  ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାରା ଦେଶରେ  କୋଭିଡ-୧୯ର ତୃତୀୟ ଲହର ଖୁବ ଜୋରରେ ବ୍ୟାପି ଚାଲିଛି । ଓଡିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି । ତେଣୁ ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି ବର୍ଣ୍ଣନା କରି ସତର୍କ ରହିବା ପାଇଁ ଉଭୟ ଜନସାଧାରଣ ଓ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି । ଜନସାଧାରଣଙ୍କୁ ଏହି ପରିପ୍ରେକ୍ଷୀରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦିଓ ତୃତୀୟ ଲହରରେ ବର୍ତ୍ତମାନ ସୁଦ୍ଧା hospitalization ବହୁତ କମ୍‌ ରହିଛି, ତଥାପି ଆମକୁ ଭବିଷ୍ୟତ ପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ । ସେହିପରି ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ସନ୍ତୋଷଜନକ ରହିଥିଲେ ମଧ୍ୟ ଆଦୌ ଟିକା ନେଇ ନ ଥିବା ତଥା ଦ୍ବିତୀୟ ଡୋଜ  ନେଇ ନ ଥିବା ଲୋକମାନଙ୍କର ଟିକାକରଣକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହିସହିତ ବରିଷ୍ଠ ନାଗରିକ ତଥା ସମୂଖ ଯୋଦ୍ଧା ମାନଙ୍କର ଟିକାକରଣ ଖୁବ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥଲେ ଏବଂ ଏହା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ  ବିଶେଷ ସହାୟକ ହେବ ବୋଲି କହିଥିଲେ । 

 

ପୂର୍ବ ଥର ଭଳି ଏଥର ମଧ୍ୟ ସଚେତନତା କାର୍ଯ୍ୟକ୍ରମ ବ୍ୟାପକ କରାଯିବା ଏବଂ ଏଥିରେ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେହିପରି କୋଭିଡ ନିୟମର କଡାକଡି ଅନୁପାଳନ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ ।

 

ଯେହେତୁ ବର୍ତ୍ତମାନର ଲହରରେ ସଂକ୍ରମିତ ଅଧିକାଂଶ ବ୍ୟକ୍ତି ନିଜ ଘରେ ପୃଥକୀକରଣ ରହିଛନ୍ତି, ତେଣୁ ଆମକୁ ତଦାରଖ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପଡିବ ଏବଂ ଏଥିପାଇଁ Rapid Response Team ଓ କ୍ଷେତ୍ରସ୍ତରୀୟ କର୍ମଚାରୀମାନେ ନିଜ ଘରେ ପୃଥକୀକରଣରେ ଥିବା ରୋଗୀ ମାନଙ୍କୁ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

 

ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର  ଜିଲ୍ଲାସ୍ତରରେ କୋଭିଡ ସଂକ୍ରମଣ ନିୟନ୍ତ୍ରଣ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଆର.କେ. ଶର୍ମା ରାଜ୍ୟରେ କୋଭିଡ ସ୍ଥିତି ଓ  ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । କମ୍‌ ହସ୍‌ପିଟାଲାଇଜେନ ସତ୍ତ୍ବେ ଦ୍ବିତୀୟ ଲହର ଠାରୁ ଅଧିକ ସଂଖ୍ୟକ ବେଡ ମହଜୁଦ ରଖାଯାଇଛି ଏବଂ ତା ସହିତ ଅକ୍‌ସିଜେନ, ଭେଣ୍ଟିଲେଟର ଆଦି ବ୍ୟବସ୍ଥାକୁ ସକ୍ରିୟ ରଖାଯାଇଛି । ଟିକାକରଣ କ୍ଷେତ୍ରରେ ରାଜ୍ୟର ପଦର୍ଶନ ସଂପର୍କରେ ସୂଚନା ଦେଇ ଶ୍ରୀ ଶର୍ମା କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ  ୯୧.୮ ପ୍ରତିଶତ ଲୋକ ପ୍ରଥମ ଡୋଜ ଟିକା ନେଇଥିବା ବେଳେ, ଦ୍ବିତୀୟ ଡ଼ୋଜର ହାର ୬୮.୪ ପ୍ରତିଶତ ରହିଛି । ସେହିପରି ୩୦.୭ ପ୍ରତିଶତ ୧୫ ରୁ ୧୮ ବର୍ଷ ବୟସର ପିଲା ମଧ୍ୟ ଟିକା ନେଇସାରିଲେଣି । ତେଣୁ ଟିକାକରଣକୁ ସଂପୂର୍ଣ୍ଣ କରିବା ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉଛି ବୋଲି ସେ ସୂଚନା ଦେଇଥିଲେ ।

 

ଭୁବନେଶ୍ବର ମହାନଗର ନିଗମ କଟକ ମହାନଗର ନିଗମର ମ୍ୟୁନିସପାଲଟି କମିଶନର ଦ୍ବୟ ତଥା ସମ୍ବଲପୁର ଓ ସୁନ୍ଦରଗଡର ଜିଲ୍ଲାପାଳ ସେମାନଙ୍କ ଅଞ୍ଚଳର ସ୍ଥିତି ସଂପର୍କରେ ଅବଗତ କରାଇଥିଲେ ।

 

କୋଭିଡ ନିୟମ ଅନୁପାଳନର କଡ଼ାକଡ଼ି ତଦାରଖ ପାଇଁ ରାଜ୍ୟ ପୋଲିସ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ସୁନୀଲ ବନ୍ ଶଲ  ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚଳନା କରିଥିଲେ । ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14153
    Mar 13, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14952
    Mar 12, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13636
    Mar 12, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13561
    Mar 13, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15633
    Mar 13, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13646
    Mar 14, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15064
    Mar 12, 2026
  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15462
    Mar 12, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13838
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14153
    Mar 13, 2026
  • ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14952
    Mar 12, 2026
  • ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13561
    Mar 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17780
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13646
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13636
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14311
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15068
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14822
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15677
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15138
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14501
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15543
    Mar 12, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14952
    Mar 12, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13646
    Mar 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In