Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ...

  • ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ

  • କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

  • ଫ୍ରାନ୍ସରେ ଜି-୭ ଶିଖର ସମ୍ମିଳନୀ ଆରମ୍ଭ

  • ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ...

  • ଏଆଇ ଟୁଲ୍ ବାବଦରେ ଅପଗ୍ରେଡ୍ ନହେଲେ ...

  • ବିନା ପ୍ରେସକ୍ରିପସନରେ ମିଳିବନି କଫ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମହାରାଷ୍ଟ୍ରରେ ୨୬୫ ପୋଲିସଙ୍କ ଜୀବନ ନେଲାଣି କରୋନା

ମହାରାଷ୍ଟ୍ରରେ ୨୬୫ ପୋଲିସଙ୍କ ଜୀବନ ନେଲାଣି କରୋନା

2022-01-13 09:18:30
15046
Share:
Facebook
Twitter
E-Mail
WhatsApp
Telegram
ମହାରାଷ୍ଟ୍ରରେ ୨୬୫ ପୋଲିସଙ୍କ ଜୀବନ ନେଲାଣି କରୋନା


ମୁମ୍ବାଇ:  ପ୍ରଥମ ଓ ଦ୍ୱିତୀୟ ଲହର ତୁଳନାରେ ବର୍ତ୍ତମାନର ତୃତୀୟ ଲହର ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଚଳିତ ବର୍ଷ ଆରମ୍ଭରୁ ଏହି ସଂକ୍ରମଣ ବୃଦ୍ଧି ପାଇଛି । କରୋନାକୁ ନେଇ ମହାରାଷ୍ଟ୍ରରୁ ଏକ ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି । ମହାରାଷ୍ଟ୍ରରେ୨୬୫ ଜଣ ପୋଲିସ କର୍ମଚାରୀ କରୋନା ଯୋଗୁ ପ୍ରାଣ ହରାଇଛନ୍ତି । ଆଉ ସେଥି ମଧ୍ୟରେ ମୁମ୍ବାଇରୁ ମୁମ୍ବାଇରୁ ସର୍ବାଧିକ ୧୪୬ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ତାହା ସହ ରାଜ୍ୟରେ ଏବେବି ବିଭିନ୍ନ ପୋଲିସ କାର୍ୟ୍ୟାଳୟରେ କାମ କରୁଥିବା ୨,୧୪୫ ଜଣ ପୋଲିସ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । ବର୍ତ୍ତମାନ ଦେଶରେ କରୋନାର ତୃତୀୟ ଲହର ଚାଲିଛି । ଓମିକ୍ରନ ଭୂତାଣୁ ଦେଶର ପ୍ରାୟ ସମସ୍ତ ରାଜ୍ୟରେ ତାର କାୟା ବିସ୍ତାର କରିସାରିଲାଣି । ହେଲେ ମହାରାଷ୍ଟ୍ରରେ ସର୍ବାଧିକ ଓମିକ୍ରନ ମାମଲା ଚିହ୍ନଟ ହେଉଛନ୍ତି ।

ଦେଶରେ ବେକାବୁ ହେଉଛି ମହାମାରୀ । ଦିନକୁ ଦିନ ନୂଆ ରେକର୍ଡ କରୁଛି ସଂକ୍ରମଣ । ବୁଧବାର ପଜିଟିଭ ମାମଲା ଦୁଇ ଲକ୍ଷ ତଳେ ରହିଥିବାବେଳେ ଗୁରୁବାର ଅଢେଇ ଲକ୍ଷ ମୁହାଁ ହୋଇଛି ସଂକ୍ରମଣ ମାମଲା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ୨,୪୭,୪୧୭ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ବୁଧବାର ତୁଳନାରେ ୨୭% ପ୍ରତିଶତ ଅଧିକ । ସେହିପରି ଦିନକରେ ୮୪,୮୨୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭାରତରେ ସକ୍ରିୟ ମାମଲା ୧୧,୧୭,୫୩୧ରେ ପହଞ୍ଚିଛି । ଦେଶରେ ଦିନକୁ ଦିନ ପଜିଟିଭ ହାର ମଧ୍ୟ ବଢିଚାଲିଛି । ଡିସେମ୍ବର ଶେଷରେ ଭାରତର ଦୈନିକ ପଜିଟିଭ ହାର ୧.୧ ପ୍ରତିଶତ ଥିବାବେଳେ ବର୍ତ୍ତମାନ ଏହା ୧୩.୧୧%କୁ ବୃଦ୍ଧି ପାଇଛି । ଅନ୍ୟପଟେ ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ କାୟା ମେଲାଇ ଚାଲିଛି । ଏବେସୁଦ୍ଧା ଦେଶରେ ମୋଟ ଓମିକ୍ରନ ପଜିଟିଭ ସଂଖ୍ୟା ୫,୪୮୮ ରହିଛି । ଯଦିଓ ଓମିକ୍ରନ ଡେଲ୍‌ଟା ଅପେକ୍ଷା କମ୍ ଘାତକ, କିନ୍ତୁ ଏହାକୁ ସାଧାରଣ ଥଣ୍ଡା ଭାବେ ଗ୍ରହଣ ନ କରିବାକୁ ନୀତି ଆୟୋଗ ସଦସ୍ୟ ଭିକେ ପଲ୍ ସତର୍କ କରିଛନ୍ତି ।

Powered by Froala Editor

Tags Corona

Related articles Odisha News Lens 4.1

  • କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!
    ଦେଶ-ଦେଶାନ୍ତର

    କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

    14046
    Jun 17, 2026
  • ଏଆଇ ଟୁଲ୍ ବାବଦରେ ଅପଗ୍ରେଡ୍ ନହେଲେ ଚାଲିଯିବ ଚାକିରି
    ଦେଶ-ଦେଶାନ୍ତର

    ଏଆଇ ଟୁଲ୍ ବାବଦରେ ଅପଗ୍ରେଡ୍ ନହେଲେ ଚାଲିଯିବ ଚାକିରି

    15136
    Jun 17, 2026
  • ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍ ହେବ
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍ ହେବ

    15004
    Jun 17, 2026
  • ଫ୍ରାନ୍ସରେ ଜି-୭ ଶିଖର ସମ୍ମିଳନୀ ଆରମ୍ଭ
    ଦେଶ-ଦେଶାନ୍ତର

    ଫ୍ରାନ୍ସରେ ଜି-୭ ଶିଖର ସମ୍ମିଳନୀ ଆରମ୍ଭ

    14582
    Jun 17, 2026
  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15546
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13596
    Jun 16, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ...
    ବାଣିଜ୍ୟ

    ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ...

    15392
    Jun 17, 2026
  • ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ

    13667
    Jun 17, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15274
    Jun 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13596
    Jun 16, 2026
  • ଦେଶ-ଦେଶାନ୍ତର

    କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

    14046
    Jun 17, 2026
  • ଦେଶ-ଦେଶାନ୍ତର

    ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

    15092
    Jun 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16931
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17548
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17597
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17993
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14797
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14379
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15065
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13665
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15550
    Jun 09, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13596
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14858
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15472
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15221
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଆଇ ଟୁଲ୍ ବାବଦରେ ଅପଗ୍ରେଡ୍ ନହେଲେ ଚାଲିଯିବ ଚାକିରି

    15136
    Jun 17, 2026
  • କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

    14046
    Jun 17, 2026
  • ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍ ହେବ

    15004
    Jun 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In