Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ ...

  • ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ

  • ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ...

  • ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର ...

  • ଦୃଶ୍ୟମ୍ ଦେଖି ବାପାକୁ ହତ୍ୟା, ଗୋଟିଏ ଫୋନ୍ ...

  • ବେଦ ପଢି ଇସ୍ରୋ ବୈଜ୍ଞାନିକ

  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ...

  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ...

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ...

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଜି ଦେଶରେ ୨ଲକ୍ଷ ପାର୍ କଲା କରୋନା ସଂକ୍ରମଣ

ଆଜି ଦେଶରେ ୨ଲକ୍ଷ ପାର୍ କଲା କରୋନା ସଂକ୍ରମଣ

2022-01-14 08:24:57
15168
Share:
Facebook
Twitter
E-Mail
WhatsApp
Telegram
ଆଜି ଦେଶରେ ୨ଲକ୍ଷ ପାର୍ କଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଉପରମୁହାଁ କରୋନା ଗ୍ରାଫ । ଦେଶରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ ।  ଗତ ୨୪ଘଣ୍ଟାରେ ଦେଶରେ ୨ଲକ୍ଷ ପାର୍ କରିଛି ଦୈନିକ ସଂକ୍ରମଣ। ସ୍ଥିତି ଅଣାୟତ୍ତ ହେବା ସହ ଦୈନିକ ସଂକ୍ରମଣ ୨ଲକ୍ଷ ପାର୍ କରିଛି । ଗତ ୨୪ଘଣ୍ଟାରେ ଦେଶରେ  ୨ଲକ୍ଷ ୬୪ହଜାର ୨୦୨ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦୈନିକ ପଜିଟିଭ୍ ହାର ୧୩.୧୧ପ୍ରତିଶତକୁ ବୃଦ୍ଧି ପାଇଛି । ସାପ୍ତାହିକ ପଜିଟିଭ୍ ହାର ୭.୨୯ପ୍ରତିଶତ ରହିଛି ।

 ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୧୨ଲକ୍ଷ ପାର୍ କରିଛି । ଦେଶରେ ସକ୍ରିୟ ମାମଲା ରହିଛି ୧୨ଲକ୍ଷ ୭୨ହଜାର ୦୩୭ରହିଛି ଓ ଏବେ ସୁଦ୍ଧା ମୋଟ ୩କୋଟି ୪୮ଲକ୍ଷ ୨୪ହଜାର ୭୦୬ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତିି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହା ସହିତ ଟିକାକରଣ ପ୍ରକ୍ରିୟା ମଧ୍ୟ  ଦ୍ରୁତ ବେଗରେ ଚାଲିଛି ।  

Powered by Froala Editor

Tags Corona

Related articles Odisha News Lens 4.1

  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...
    ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...

    14259
    Oct 04, 2026
  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...
    ଦେଶ-ଦେଶାନ୍ତର

    ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...

    15475
    Oct 04, 2026
  • ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ଏଣ୍ଡୁଅ ସନ୍ଧାନ
    ଦେଶ-ଦେଶାନ୍ତର

    ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ଏଣ୍ଡୁଅ ସନ୍ଧାନ

    13577
    Oct 05, 2026
  • ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ
    ଦେଶ-ଦେଶାନ୍ତର

    ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ

    14656
    Oct 05, 2026
  • ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର କେବଲରେ ସ୍ତ୍ରୀକୁ ମାରୁଥିଲେ ସ୍ୱାମୀ
    ଅପରାଧ

    ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର କେବଲରେ ସ୍ତ୍ରୀକୁ ମାରୁଥିଲେ ସ୍ୱାମୀ

    14297
    Oct 05, 2026
  • ଦୃଶ୍ୟମ୍ ଦେଖି ବାପାକୁ ହତ୍ୟା, ଗୋଟିଏ ଫୋନ୍ କଲ୍ ଧରାଇଦେଲା
    ଅପରାଧ

    ଦୃଶ୍ୟମ୍ ଦେଖି ବାପାକୁ ହତ୍ୟା, ଗୋଟିଏ ଫୋନ୍ କଲ୍ ଧରାଇଦେଲା

    13976
    Oct 05, 2026
  • ବେଦ ପଢି ଇସ୍ରୋ ବୈଜ୍ଞାନିକ
    ଦେଶ-ଦେଶାନ୍ତର

    ବେଦ ପଢି ଇସ୍ରୋ ବୈଜ୍ଞାନିକ

    14592
    Oct 05, 2026
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...

    13510
    Oct 04, 2026
  • ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ
    ଦେଶ-ଦେଶାନ୍ତର

    ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ

    15279
    Oct 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବେଦ ପଢି ଇସ୍ରୋ ବୈଜ୍ଞାନିକ

    14592
    Oct 05, 2026
  • ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ଶୁଭେନ୍ଦୁ ଅଧିକାରୀ

    13510
    Oct 04, 2026
  • ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14858
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17152
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17843
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17805
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18221
    Sep 06, 2023

ବିଶେଷ

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14264
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15445
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14118
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15855
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15423
    Sep 21, 2026

ବାଣିଜ୍ୟ

ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

ପୂର୍ବରୁ ସୁନା ଚମକ ଆଗରେ ରୁପା ଫିକା ପଡ଼ିଥିଲା । ମାତ୍ର ଏବେ ରୁପାରେ ଚମକ ରହିଥିବା କହିଛନ୍ତି ବ୍ୟବସାୟୀ । ଲୋକେ ସୁନା ପରିବର୍ତ୍ତେ ରୁପା ମୁହାଁ ହୋଇଛନ୍ତି । ପାର୍ବଣରେ ଏହି ଧାରା ଆହୁରି ଦୃଢ଼ ହୋଇଛି । ଏହାକୁ ଦେଖି ସୁନା ଦୋକାନୀ ଏବଂ ବ୍ୟବସାୟୀମାନେ ବ୍ୟାପକ ବର୍ଗର ଗହଣା ରେଞ୍ଜ୍ ସହ ଆକର୍ଷଣୀୟ ଅଫର ଦେଉଛନ୍ତି ।

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15386
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15050
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14401
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14349
    Sep 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ଶୁଭେନ୍ଦୁ ଅଧିକାରୀ

    13510
    Oct 04, 2026
  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ପ୍ରଧାନମନ୍ତ୍ରୀ

    15475
    Oct 04, 2026
  • ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର କେବଲରେ ସ୍ତ୍ରୀକୁ ମାରୁଥିଲେ ସ୍ୱାମୀ

    14297
    Oct 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In