Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

ବିଶେଷ
Home ›› ବିଶେଷ ››ଖା’ନ୍ତୁ ଡାଲି-ଭାତ କମିବ ଓଜନ

ଖା’ନ୍ତୁ ଡାଲି-ଭାତ କମିବ ଓଜନ

2022-01-16 03:53:38
14747
Share:
Facebook
Twitter
E-Mail
WhatsApp
Telegram
ଖା’ନ୍ତୁ ଡାଲି-ଭାତ କମିବ ଓଜନ


ଓଜନ କମାଇବା ଏବଂ ପତଳା ଦେଖାଯିବା ପାଇଁ ସମସ୍ତେ ଚାହାନ୍ତି। ଏଥିପାଇଁ କିଏ ଯୋଗ କରେ ତ ଆଉ କିଏ ଜିମ ଯାଏ। ସେହିପରି ପତଳା ହେବା ପାଇଁ ଅନେକ ଲୋକେ ଡାଏଟ ମଧ୍ୟ ଫଲୋ କରନ୍ତି । ଖାଦ୍ୟ ଛାଡି କେବଳ ଗ୍ରୀନ ସାଲଡ ଏବଂ ଜୁସ୍‌ ପିଅନ୍ତି। କେବଳ ସେତିକି ନୁହେଁ ଅନେକ ଲୋକେ ଭାତ-ଡାଲି ବଦଳରେ ରୁଟି ଖାଇବା ଆରମ୍ଭ କରିଦିଅନ୍ତି। ଭାତ-ଡାଲି ଖାଇଲେ ଓଜନ ବଢ଼ିଯାଏ ବୋଲି ଲୋକେ ଭାବନ୍ତି, କିନ୍ତୁ ଏହା ଭୁଲ ଧାରଣା। ସଠିକ ଢ଼ଙ୍ଗରେ ଏବଂ ଠିକ ଉପାୟରେ ଭାତ ଡାଲି ଖାଇଲେ ଓଜନ କମିପାରିବ। ଏହାକୁ ଆପଣ ଚାହିଁଲେ ନିଜ ଡାଏଟରେ ମଧ୍ୟ ସାମିଲ କରିପାରିବେ। ତେବେ ଆସନ୍ତୁ ଜାଣିବା ଭାତ-ଡାଲିକୁ କିଭଳି ନିଜ ଡାଏଟ ସାମିଲ କଲେ ଓଜନ କମିବ।
– ଅଧିକାଂଶ ଲୋକ ଭାବନ୍ତି ଯଦି ସେମନେ ଭାତ-ଡାଲି ଖାଇବେ ତେବେ ସେମାନଙ୍କ ଓଜନ ବଢ଼ିଯିବ। ଏହା ଏକ ସାଧାରଣ ଖାଦ୍ୟ। ପ୍ରାୟ ସମସ୍ତଙ୍କ ଘରେ ଡାଲି-ଭାତ ତିଆରି ହୁଏ। ଏହାକୁ ଏକା ସହ ଖାଇବା ସ୍ୱାସ୍ଥ୍ୟ ପାଇଁ ହିତକର ହେବା ସହ ଏହା ଓଜନ କମାଇବାରେ ମଧ୍ୟ ସହାୟକ ହୋଇଥାଏ।

-ଡାଲିରେ ପ୍ରୋଟିନର ମାତ୍ରା ଭରପୁର ରହିଛି ଏବଂ ଚାଉଳରେ କାର୍ବୋହାଇଡ୍ରେଟ୍‌। ଯେତେବେଳେ ଡାଲି ଏବଂ ଭାତକୁ ଆପଣ ଏକା ସହ ଖାଇବେ, ସେତେବେଳେ ଆପଣଙ୍କ ଶରୀରକୁ କାର୍ବୋହାଇଡ୍ରେଟ୍‌ ସହ ଅନେକ ଆବଶ୍ୟକୀୟ ଭିଟାମିନ ମିଳିପାରିବ। ଡାଲି ଏବଂ ଭାତ ଶରୀରରେ ହଜମ ପ୍ରକ୍ରିୟାକୁ ଠିକ ରଖେ। ତେଣୁ ଏହାକୁ ଖାଇଲେ ଓଜନ ବଢ଼େ ନାହିଁ ବୋଲି ଏକ ଅଧ୍ୟୟନରୁ ଜଣାପଡିଛି।

-ଡାଲି-ଭାତର କମ୍ବିନେସନ ଓଜନ କମାଇବାର ସବୁଠୁ ଭଲ ବିକଳ୍ପ। ଏଥିରେ ଥିବା ପ୍ରୋଟିନ୍‌ ଏବଂ କାର୍ବୋହାଇଡ୍ରେଟ ଦ୍ୱାରା ଶରୀରରେ କୌଣସି ପାର୍ଶ୍ୱ ପ୍ରତିକ୍ରିୟା ହୋଇନଥାଏ।  ଫଳରେ ଓଜନ କମାଇବାରେ ଏହା ସହାଯ୍ୟ କରିଥାଏ।

-ନିରାମିଶାଷି ବ୍ୟକ୍ତିଙ୍କ ପାଇଁ ପ୍ରୋଟିନର ସବୁଠୁ ଭଲ ମାଧ୍ୟମ ହେଉଛି ଡାଲି-ଭାତ। ଏହା ଓଜନ କମାଇବା ସହ ଅନ୍ୟ ସ୍ୱାସ୍ଥ୍ୟ ସମସ୍ୟାଠାରୁ ମଧ୍ୟ ରକ୍ଷା କରିବାରେ ସହାୟକ ହୋଇଥାଏ।

-ଡାଲି-ଭାତରେ ଫାଇଭର ଭରପୁର ମାତ୍ରାରେ ରହିଛି। ଏହାକୁ ଖାଇବା ଦ୍ୱାରା ପେଟ ଜନିତ ସମସ୍ୟା ରୁହେ ନାହିଁ।

-ଆପଣ ଓଜନ କମାଇବା ପାଇଁ ଯଦି ଡାଏଟ କରୁଛନ୍ତି ତେବେ ଭାତ-ଡାଲିକୁ ନିଜ ଡାଏଟରେ ନିଶ୍ଚିତ ସାମିଲ କରନ୍ତୁ। ଦିନରେ ଥରେ ଭାତ-ଡାଲି ଖାଇବା ଦ୍ୱାରା ଓଜନ ବଢ଼ିବା ବଦଳରେ କମିପାରିବ।

Powered by Froala Editor

Tags Dal and rice

Related articles Odisha News Lens 4.1

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13606
    Oct 14, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13528
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14340
    Oct 15, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15216
    Oct 15, 2026
  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15507
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15651
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13924
    Oct 14, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14023
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14942
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14340
    Oct 15, 2026
  • ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13528
    Oct 15, 2026
  • ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ...

    14023
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17181
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17874
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17824
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18244
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14586
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14691
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15696
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14370
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16105
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13753
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15039
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ

    13606
    Oct 14, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15216
    Oct 15, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14983
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In