Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତରଭୂଜରେ ଦିଆଯାଇଥିଲା କି ବିଷ !

  • ବଢ଼ିବ ପେଟ୍ରୋଲ-ଡିଜେଲ ଦର

  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ...

  • ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ...

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ...

  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ...

  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

Home ›› ››ସରଗରମ ଉତ୍ତରପ୍ରଦେଶ ରାଜନୀତି: ବିଜେପିରେ ମିଶିପାରନ୍ତି ଅଖିଲେଶଙ୍କ ଭାଇବୋହୂ ଅପର୍ଣ୍ଣା

ସରଗରମ ଉତ୍ତରପ୍ରଦେଶ ରାଜନୀତି: ବିଜେପିରେ ମିଶିପାରନ୍ତି ଅଖିଲେଶଙ୍କ ଭାଇବୋହୂ ଅପର୍ଣ୍ଣା

2022-01-16 08:00:26
14346
Share:
Facebook
Twitter
E-Mail
WhatsApp
Telegram
ସରଗରମ ଉତ୍ତରପ୍ରଦେଶ ରାଜନୀତି: ବିଜେପିରେ ମିଶିପାରନ୍ତି ଅଖିଲେଶଙ୍କ ଭାଇବୋହୂ ଅପର୍ଣ୍ଣା

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଯେତିକି ପାଖଉଛି ସେତିକି ସରଗରମ ହେଉଛି ରାଜନୀତି । ଘଡ଼ିକେ ଘୋଡ଼ା ଛୁଟୁଛି । ଘଣ୍ଟା ଘଣ୍ଟାକେ ବଦଳୁଛି ରାଜନୀତି ସମୀକରଣ । ଏସବୁ ଭିତରେ ଏବେ ଆରମ୍ଭ ହୋଇଛି ଦଳ ଡିଆଁ ରାଜନୀତି । ବିଜେପି ଓ ସମାଜବାଦୀ ପାର୍ଟି ଭିତରେ ଚାଲିଛି ଟଣାଓଟରା ।

ଇତିମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ତାହା ହେଲା ମୁଲାୟମ ସିଂହଙ୍କ ସାନବୋହୂ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଲେଶ ଯାଦବଙ୍କ ଭାଇବୋହୂ ଅପର୍ଣ୍ଣା ଖୁବ୍‌ଶୀଘ୍ର ବିଜେପିରେ ସାମିଲ ହୋଇପାରନ୍ତି । ଯଦି ଅପର୍ଣ୍ଣା ପଦ୍ମରେ ମିଶିବେ ତେବେ ନିଶ୍ଚିତ ଭାବେ ଅଖିଲେଶଙ୍କୁ ଏକ ବଡ଼ ଝଟ୍‌କା ଲାଗିବ ବୋଲି ରାଜନୀତି ସମୀକ୍ଷକମାନେ ମତ ଦେଲେଣି ।

ଅପର୍ଣ୍ଣା ମୁଲାୟମଙ୍କ ଦ୍ୱିତୀୟ ସ୍ତ୍ରୀ ସାଧାନା ଗୁପ୍ତାଙ୍କ ପୁଅ ପ୍ରତୀକ ଯାଦବଙ୍କ ସ୍ତ୍ରୀ । ସେ ୨୦୧୭ ବିଧାନସଭା ନିର୍ବାଚନ ଲଢ଼ିଥିଲେ । କେଣଟ ଆସନରୁ ସାଇକଲ ଚିହ୍ନଟରେ ଲଢ଼ି ଦ୍ୱିତୀୟ ସ୍ଥାନରେ ରହିଥିଲେ । ସେତେବେଳେ ତାଙ୍କୁ ୬୩ ହଜାର ଭୋଟ ମିଳିଥିଲା । ସେ ବିଜେପି ପ୍ରାର୍ଥୀ ରୀତା ବହୁଗୁଣା ଯୋଶୀଙ୍କୁ ଦେଇଥିଲେ କଡା ଟକ୍କର।

ଅପର୍ଣ୍ଣା ସଦାବେଳେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରି ଆସୁଛନ୍ତି । ସେ ରାମ ମନ୍ଦିର ପାଇଁ ୧୧ ଲକ୍ଷ ୧୧ ଟଙ୍କା ଦାନ କରିଥିଲେ । ଏହାପରଠୁ ତାଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା । ସେତେବେଳେ ରାଜନୀତି ମହଲରେ ଆଲୋଚନା ହୋଇଥିଲା ଅପର୍ଣ୍ଣା ପଦ୍ମ ଆଡ଼କୁ ଢଳୁଛନ୍ତି । ଆଉ ଏବେ ଏହା ସତ୍ୟ ପ୍ରମାଣିତ ହେବାକୁ ଯାଉଛି । ଯାହା ଶୁଣାଯାଉଛି ରବିବାର ସମାଜବାଦୀ ପାର୍ଟିର ବହୁ ନେତା ଓ କର୍ମୀ ବିଜେପିରେ ଯୋଗଦାନ କରିପାରନ୍ତି । ଆଉ ଏହି ତାଲିକାରେ ଅପର୍ଣ୍ଣାଙ୍କ ନାମ ମଧ୍ୟ ସାମିଲ ରହିଛି ।

Powered by Froala Editor

Tags Aparna yadav will join Bjp

Related articles Odisha News Lens 4.1

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15785
    Apr 30, 2026
  •  ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....
    ବିଶେଷ

    ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13397
    May 02, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ
    ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13655
    May 01, 2026
  •  ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!
    ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15331
    May 01, 2026
  • ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ଯାଏ ପୁଅକୁ ଛାତିରେ ଜାବୁଡ଼ି ଧରିଲା ମା’
    ଦେଶ-ଦେଶାନ୍ତର

    ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ଯାଏ ପୁଅକୁ ଛାତିରେ ଜାବୁଡ଼ି ଧରିଲା ମା’

    15439
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ
    ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13797
    May 01, 2026
  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା
    ଦେଶ-ଦେଶାନ୍ତର

    ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା

    14930
    May 02, 2026
  • ତରଭୂଜରେ ଦିଆଯାଇଥିଲା କି ବିଷ !
    ଅପରାଧ

    ତରଭୂଜରେ ଦିଆଯାଇଥିଲା କି ବିଷ !

    14184
    May 02, 2026
  • ବଢ଼ିବ ପେଟ୍ରୋଲ-ଡିଜେଲ ଦର
    ଦେଶ-ଦେଶାନ୍ତର

    ବଢ଼ିବ ପେଟ୍ରୋଲ-ଡିଜେଲ ଦର

    13884
    May 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13397
    May 02, 2026
  • ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13655
    May 01, 2026
  • ଅପରାଧ

    ତରଭୂଜରେ ଦିଆଯାଇଥିଲା କି ବିଷ !

    14184
    May 02, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17450
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17502
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17858
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16330
    Apr 03, 2021

ବିଶେଷ

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13397
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    13797
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13996
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16036
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15982
    Apr 27, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15370
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15104
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15600
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13911
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା

    14930
    May 02, 2026
  • ତରଭୂଜରେ ଦିଆଯାଇଥିଲା କି ବିଷ !

    14184
    May 02, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13655
    May 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In