Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ...

  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ...

  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ...

  • ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ...

  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ

  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

  • ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ...

  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ...

  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ...

  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ...

ରାଜ୍ୟ
Home ›› ରାଜ୍ୟ ›› ଦେଶର ସର୍ବଶ୍ରେଷ୍ଠ ପୋଲିସ ଟ୍ରେନିଂ ମାନ୍ୟତା ପାଇଛି ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ

ଦେଶର ସର୍ବଶ୍ରେଷ୍ଠ ପୋଲିସ ଟ୍ରେନିଂ ମାନ୍ୟତା ପାଇଛି ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ

2022-01-16 08:01:32
14600
Share:
Facebook
Twitter
E-Mail
WhatsApp
Telegram
 ଦେଶର ସର୍ବଶ୍ରେଷ୍ଠ ପୋଲିସ ଟ୍ରେନିଂ ମାନ୍ୟତା ପାଇଛି ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ

ଭୁବନେଶ୍ୱର: ଗେଜେଟେଡ କାଟାଗୋରିରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ (ବିପିଏସପିଏ) ୨୦୨୦-୨୦୨୧ ବର୍ଷ ପାଇଁ ଦେଶର ସର୍ବଶ୍ରେଷ୍ଠ ପୋଲିସ ଟ୍ରେନିଂ ମାନ୍ୟତା ପାଇଛି । ରାଷ୍ଟ୍ରିୟ ସ୍ତରରେ ଏହି ସମ୍ନାନ ସହ ପୁରସ୍କାର ସ୍ୱରୂପ ୨୦ ଲକ୍ଷ ଟଙ୍କା ଅନୁଦାନ ପାଇବ।ଦେଶର ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟରେ ଓଡ଼ିଶାର ବିପିଏସ୍‌ପିଏକୁ ଏହି ସର୍ବଶ୍ରେଷ୍ଠ ସମ୍ମାନ ମିଳିଛି ଯାହାକି ଏକାଡେମାର ସମସ୍ତଙ୍କ ପ୍ରଚେଷ୍ଟା ଯୋଗୁ ସମ୍ଭବ ହୋଇପାରିଛି ବୋଲି ଏହାର ନିର୍ଦ୍ଦେଶକ ତଥା ଅତିରିକ୍ତ ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ କହିଛନ୍ତି । ବିପିଏସ୍‌ଏ ଓଡ଼ିଶାର ଏକ ପ୍ରମୁଖ ପୋଲିସ ପ୍ରଶିକ୍ଷଣ ପ୍ରତିଷ୍ଠାନ। 

୨୦୦୫ରେ ଏହା ପ୍ରତିଷ୍ଠା ହୋଇଥିଲା। ଏଠାରେ ସିଧାସଳଖ ଡିଏସ୍‌ପି ଏବଂ ସବ୍ ଇନ୍ସପେକ୍ଟର , ସର୍ଭେ , ଡେପୁଟି ସୁବେଦାର ଭାବେ ନିଯୁକ୍ତି ପାଇଥିବା ଅଧିକାରୀଙ୍କୁ ପ୍ରାଥମିକ ପ୍ରଶିକ୍ଷଣ ଦିଆଯାଇଥାଏ । ଏଯାବତ୍ ଏଠାରୁ ୬ଟି ବ୍ୟାଚ୍‌ରେ ସିଧାସଳଖ ଓପିଏସ୍ ପାଇଥିବା ୬୫ ଡିଏସ୍‌ପି ଏବଂ ୨୪ଟି ବ୍ୟାକ୍‌ରେ ୩୨୦୦ ସବ୍ ଇନ୍ସପେକ୍ଟର୍ସ , ସର୍ଜେଣ୍ଟ ଏବଂ ସୁବେଦାର ପ୍ରଶିକ୍ଷଣ ନେଇସାରିଛନ୍ତି । ପୋଲିସ ଏଏସ୍‌ଆଇ , ଏକ୍ସାଇଜ୍ ଅଫିସର , ଟ୍ରାନ୍ସପୋର୍ଟ ( ଓଏମ୍‌ଭିଡି ) , ଫରେଷ୍ଟ , ଫ୍ରିଜନ୍ ଡିପାର୍ଟମେଣ୍ଟ ଓ ସେଣ୍ଟ୍ରାଲ୍ ଏକ୍ସାଇଜ୍ ଅଧିକାରୀଙ୍କୁ ମଧ୍ୟ ଏଠାରେ ପ୍ରଶିକ୍ଷଣ ଦିଆଯାଉଛି । ଏସହ ଚାକିରିରେ ଥିବା ପୋଲିସ ଅଧିକାରୀଙ୍କୁ ଚାକିରିକାଳୀନ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି । 

Powered by Froala Editor

Tags odisha

Related articles Odisha News Lens 4.1

  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ
    ଦେଶ-ଦେଶାନ୍ତର

    ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ

    13903
    Mar 17, 2026
  • ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ନିର୍ବାଚନ ମଣ୍ଡଳୀରୁ ଶୁଭେନ୍ଦୁଙ୍କୁ ପ୍ରାର୍ଥୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ନିର୍ବାଚନ ମଣ୍ଡଳୀରୁ ଶୁଭେନ୍ଦୁଙ୍କୁ ପ୍ରାର୍ଥୀ ...

    15128
    Mar 16, 2026
  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ
    ଦେଶ-ଦେଶାନ୍ତର

    ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ

    14200
    Mar 16, 2026
  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍
    ଦେଶ-ଦେଶାନ୍ତର

    ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍

    14209
    Mar 16, 2026
  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ
    ଦେଶ-ଦେଶାନ୍ତର

    ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

    14687
    Mar 16, 2026
  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର

    15773
    Mar 16, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ
    ବିଶେଷ

    ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    13965
    Mar 17, 2026
  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ
    ରାଜନୀତି

    ବିକ୍ରି ହୋଇଗଲେ ୩ ଜଣ ବିଧାୟକ

    13830
    Mar 16, 2026
  • ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ‘ନନ୍ଦାଦେବୀ’ ଚଲାଇ ଗୁଜୁରାଟରେ ସୁରକ୍ଷିତ ...
    ଦେଶ-ଦେଶାନ୍ତର

    ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ‘ନନ୍ଦାଦେବୀ’ ଚଲାଇ ଗୁଜୁରାଟରେ ସୁରକ୍ଷିତ ...

    14652
    Mar 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

    14687
    Mar 16, 2026
  • ଦେଶ-ଦେଶାନ୍ତର

    ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ‘ନନ୍ଦାଦେବୀ’ ଚଲାଇ ଗୁଜୁରାଟରେ ସୁରକ୍ଷିତ ପହଞ୍ଚିଲେ

    14652
    Mar 17, 2026
  • ଦେଶ-ଦେଶାନ୍ତର

    ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍

    14209
    Mar 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17375
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17438
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17785
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16255
    Apr 03, 2021

ବିଶେଷ

  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    13965
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13936
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14221
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13972
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14543
    Mar 11, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15683
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15145
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14995
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14505
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ

    13903
    Mar 17, 2026
  • ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ‘ନନ୍ଦାଦେବୀ’ ଚଲାଇ ଗୁଜୁରାଟରେ ସୁରକ୍ଷିତ ପହଞ୍ଚିଲେ

    14652
    Mar 17, 2026
  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍

    14209
    Mar 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In