Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନେପାଳର କୋଶୀରେ ଭୂମିକମ୍ପ ଝଟକା

  • ବିଜେପି ଓ ଅକାଳୀ ଦଳ ମେଣ୍ଟ ଘୋଷଣା

  • ବ୍ରିଜା କାର୍ ଯୌତୁକ ମାଗି ଚାକିରିରୁ ...

  • ବରଙ୍କୁ ୧-୧ କୋଟି ଟଙ୍କାର ବିଶାଳ ନୋଟ୍ ମାଳ

  • ଡିସେମ୍ବର ୧୬ରେ ନିଜ ଦେଶକୁ ଫେରିବାକୁ ...

  • ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ...

  • ଦିଲଜିତ୍‌ଙ୍କ କନ୍‌ସର୍ଟରେ ୪.୩୦ ଲକ୍ଷ ...

  • ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ...

  • ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

  • କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ...

ବିଶେଷ
Home ›› ବିଶେଷ ››ଏହିସବୁ ସମସ୍ୟା ଦୂରେ କରେ ଫିଟିକରି, ଜାଣନ୍ତୁ କ’ଣ?

ଏହିସବୁ ସମସ୍ୟା ଦୂରେ କରେ ଫିଟିକରି, ଜାଣନ୍ତୁ କ’ଣ?

2021-04-28 06:18:02
14716
Share:
Facebook
Twitter
E-Mail
WhatsApp
Telegram
ଏହିସବୁ ସମସ୍ୟା ଦୂରେ କରେ ଫିଟିକରି, ଜାଣନ୍ତୁ କ’ଣ?

ଆୟୁର୍ବେଦ ଶାସ୍ତ୍ର ଅନୁସାରେ ଫିଟ୍‌କିରିରେ ଅନେକ ଔଷଧୀୟ ଗୁଣ ଅଛି। ଏହା ଶରୀରକୁ ଅନେକ ରୋଗରୁ ମୁକ୍ତି ଦେଇଥାଏ। ଏହାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟ ନଥାଏ। ଏହା ଶରୀରରେ ଆଣ୍ଟିସେପ୍ଟିକ୍ ଓ ଆଣ୍ଟି ବ୍ୟାକ୍ଟେରିଆଲ ପରି କାମ କରେ।  ଏହାକୁ ଆମେ ଦୈନଦିନ ରୂପଚର୍ୟ୍ୟା ଲାଗି ବ୍ୟବହାର କରି ମଧ୍ୟ ପାଇପାରିବା ଅନେକ ଫାଇଦା।  ଆଜି ଆମେ ଆପଣଙ୍କୁ ଫିଟିକିରିର ଏପରି କିଛି ବ୍ୟବହାର ବିଷୟରେ କହିବୁ ଯାହା ଆପଣଙ୍କର ଦୈନ୍ଦିନ ଜୀବନରେ ଆସୁଥିବା ଅନେକ ସମସ୍ୟା ଦୂର କରିବ। ତେବେ ଆସନ୍ତୁ ଜାଣିବା ଫିଟିକିରି ବ୍ୟବହାରର କିଛି ଫାଇଦା ସମ୍ପର୍କରେ।
୧) ଖରାଦିନେ  କିଛି ଲୋକ ଜୋତା ବାହାର କଲେ ତାଙ୍କ ପାଦରୁ  ଦୁର୍ଗନ୍ଧ ବାହାରିଥାଏ। କାରଣ ପାଦରେ ଥିବା ଜୀବାଣୁ ଝାଳ ସଂସ୍ପର୍ଷରେ ଆସି ଏପରି ଦୁର୍ଗନ୍ଧ ହୋଇଥାଏ। ଏଥିପାଇଁ ଏକ ଚାମଚ ଫିଟକିରି ପାଉଡରକୁ ଏକ ମଗ୍‌ ପାଣିରେ ପକାଇ ପାଦ ଧୁଅନ୍ତୁ।­ କିଛିଦିନ ଭିତରେ ଆପଣଙ୍କ ସମସ୍ୟା ଦୂର ହୋଇଯିବ । କାରଣ ଫିଟିକିରିରେ ଆଣ୍ଟି-ସେପ୍ଟଟିକ୍ ଗୁଣ ଥାଏ। ଯାହାକି ପାଦରେ ବଢ଼ୁଥିବା ଜୀବାଣୁକୁ ବଢ଼ିବାକୁ ଦିଏ ନାହିଁ।
୨) ଚେହେରାରେ ଅଧିକ ଦାଗ ଥିଲେ ଫିଟ୍‌କିରି ଲଗାଇବା ଉଚିତ୍‌। ରାତିରେ ଶୋଇବା ପୂର୍ବରୁ ତ୍ୱଚାରେ ଫିଟ୍‌କିରି ଲଗାଇଲେ ଦାଗ ସଫା ହେବା ସହ ତ୍ୱଚାରେ ଚମକ ମଧ୍ୟ ଫେରିଆସେ। ଏହି ପ୍ରକ୍ରିୟା କିଛି ଦିନ ଯାଏଁ ଲଗାତାର କଲେ ଆପଣ ପରିବର୍ତ୍ତନ ଅନୁଭବ କରି ପାରିବେ।
୩) ଅନେକଙ୍କ ଚେହେରାରେ ବ୍ରଣ ସମସ୍ୟା ଦେଖାଯାଏ। ତେବେ ଏପରି ‍କ୍ଷେତ୍ରରେ ୨-୩ ସପ୍ତାହ ଯାଏଁ ଫିଟ୍‌କିରି ମୁହଁରେ ଘଷିଲେ ବ୍ରଣ ଉଠିବା ସମସ୍ୟାର ସମାଧାନ ହେବ।
୪) ପାଦ ମୋଡ଼ି ହୋଇ ଗଲା ପରେ ଯଦି ଅଧିକ ଯନ୍ତ୍ରଣା ହୁଏ, ତାହାହେଲେ ଆପଣ ଏକ ଗ୍ଲାସ ଗରମ କ୍ଷୀରରେ ଅଳ୍ପ ଫିଟିକିରି ମିଶାଇ ପିଅନ୍ତୁ। ଏହା ଦ୍ୱାରା ଯନ୍ତ୍ରଣାରୁ ଆରାମ ମିଳିଥାଏ।
୫) ସେଭିଂ ହେବା ପରେ ମୁହଁରେ ଫିଟିକିରି ଲଗାନ୍ତୁ। ଏହା ଦ୍ୱାରା ଜୀବାଣୁ ଓ ବ୍ୟାକ୍ଟେରିଆ ଚେହେରାର କୌଣସି କ୍ଷତି କରିପାରିବେ ନାହିଁ। ଯଦି ଆପଣଙ୍କୁ ‘ଆଫ୍ଟର୍‌ ସେଭ୍‌’ ଲଗାଇଲେ ଜଳା ପୋଡ଼ା ହେଉଛି, ତେବେ ଫିଟିକିରି ଆପଣଙ୍କ ପାଇଁ ଭଲ ବିକଳ୍ପ। କାରଣ ଏଥିରେ ଆଣ୍ଟିବ୍ୟାକ୍ଟେରିଆଲ୍‌ ଗୁଣ ଭରପୂର ଥାଏ।
୬) ଖଣ୍ଡେ ଫିଟିକିରିକୁ ଗୁଣ୍ଡ କରି ଏକ ଚାମଚ ଗୋଲାପ ଜଳ ସହିତ ମିଶାନ୍ତୁ। ଏହାକୁ କେଶରେ ୫ ମିନିଟ୍‌ ପର୍ୟ୍ୟନ୍ତ ମସାଜ କରନ୍ତୁ ଓ ୧ ଘଣ୍ଟା ପରେ ଧୋଇ ଦିଅନ୍ତୁ। ଏମିତି ସପ୍ତାହରେ ୩-୪ ଥର କରିଲେ ପାଚିଲା କେଶ ସମସ୍ୟା ଦୂର ହୋଇପାରେ।
୭) ବିଷାକ୍ତ ପୋକ ବା ବିଛା କାମୁଡ଼ିଲେ ପାଣିରେ ଫିଟିକିରି ପାଉଡ଼ର ମିଶାଇ ମୋଟା ଘୋଳ ପ୍ରସ୍ତୁତ କରି ସେହି ସ୍ଥାନରେ ଲଗାଇଲେ ଉପଶମ ମିଳିଥାଏ।
୮) ଦାନ୍ତ ବ୍ୟଥା ହେଉଥିଲେ ଫିଟିକିରି ଓ ଗୋଲମରିଚ ସମାନ ମାତ୍ରାରେ ଗୁଣ୍ଡ କରି ବ୍ୟଥା ହେଉଥିବା ସ୍ଥାନରେ ଲଗାନ୍ତୁ। ଦେଖିବେ ଅଳ୍ପ ସମୟ ଭିତରେ ଯନ୍ତ୍ରଣାରୁ ମୁକ୍ତି ମିଳିଯିବ।
୯) ନାକରୁ ରକ୍ତ ବାହାରିଲେ ଫିଟିକିରି ଘୋଳରେ ତୁଳା ବୁଡ଼ାଇ ନାକରେ ଲଗାଇଲେ ରକ୍ତ ବହିବା ବନ୍ଦ ହୋଇଯାଏ।
୧୦) ଶରୀରର କୌଣସି ଅଙ୍ଗରେ ଯଦି ଘା’ ହୋଇଥାଏ, ତେବେ ଫିଟିକିରିକୁ ଗରମ କରି ତାକୁ ଗୁଣ୍ଡ କରି, ଘିଅରେ ମିଶାଇ ଘା’ ଉପରେ ଲଗାଇଲେ ତାହା ଠିକ୍‌ ହୋଇଯାଏ।



Powered by Froala Editor

Tags alum stone

Related articles Odisha News Lens 4.1

  • କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ପୋଲିସ ବର
    ଦେଶ-ଦେଶାନ୍ତର

    କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ପୋଲିସ ବର

    14891
    Nov 23, 2026
  • ନେପାଳର କୋଶୀରେ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ନେପାଳର କୋଶୀରେ ଭୂମିକମ୍ପ ଝଟକା

    15170
    Nov 24, 2026
  • ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6
    ଦେଶ-ଦେଶାନ୍ତର

    ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

    14652
    Nov 23, 2026
  • ଡିସେମ୍ବର ୧୬ରେ ନିଜ ଦେଶକୁ ଫେରିବାକୁ ଚାହୁଁଛନ୍ତି ଶେଖ୍ ହସିନା
    ଦେଶ-ଦେଶାନ୍ତର

    ଡିସେମ୍ବର ୧୬ରେ ନିଜ ଦେଶକୁ ଫେରିବାକୁ ଚାହୁଁଛନ୍ତି ଶେଖ୍ ହସିନା

    15259
    Nov 24, 2026
  • ବିଜେପି ଓ ଅକାଳୀ ଦଳ ମେଣ୍ଟ ଘୋଷଣା
    ଦେଶ-ଦେଶାନ୍ତର

    ବିଜେପି ଓ ଅକାଳୀ ଦଳ ମେଣ୍ଟ ଘୋଷଣା

    14691
    Nov 24, 2026
  • ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ନାବାଳକ
    ଦେଶ-ଦେଶାନ୍ତର

    ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ନାବାଳକ

    14673
    Nov 23, 2026
  • ବରଙ୍କୁ ୧-୧ କୋଟି ଟଙ୍କାର ବିଶାଳ ନୋଟ୍ ମାଳ
    ଦେଶ-ଦେଶାନ୍ତର

    ବରଙ୍କୁ ୧-୧ କୋଟି ଟଙ୍କାର ବିଶାଳ ନୋଟ୍ ମାଳ

    15573
    Nov 24, 2026
  • ଦିଲଜିତ୍‌ଙ୍କ କନ୍‌ସର୍ଟରେ ୪.୩୦ ଲକ୍ଷ ଟଙ୍କାର ଫୋନ୍ ଚୋରି
    ଦେଶ-ଦେଶାନ୍ତର

    ଦିଲଜିତ୍‌ଙ୍କ କନ୍‌ସର୍ଟରେ ୪.୩୦ ଲକ୍ଷ ଟଙ୍କାର ଫୋନ୍ ଚୋରି

    14748
    Nov 24, 2026
  • ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ଭାରତୀୟ ଅଭ୍ୟର୍ଥନା
    ଦେଶ-ଦେଶାନ୍ତର

    ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ଭାରତୀୟ ଅଭ୍ୟର୍ଥନା

    13680
    Nov 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଡିସେମ୍ବର ୧୬ରେ ନିଜ ଦେଶକୁ ଫେରିବାକୁ ଚାହୁଁଛନ୍ତି ଶେଖ୍ ହସିନା

    15259
    Nov 24, 2026
  • ଦେଶ-ଦେଶାନ୍ତର

    ନେପାଳର କୋଶୀରେ ଭୂମିକମ୍ପ ଝଟକା

    15170
    Nov 24, 2026
  • ଦେଶ-ଦେଶାନ୍ତର

    ବ୍ରିଜା କାର୍ ଯୌତୁକ ମାଗି ଚାକିରିରୁ ନିଲମ୍ବିତ ହେଲେ ପୁଲିସ କନଷ୍ଟେବଳ

    14483
    Nov 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17311
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18013
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17969
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18383
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15507
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14908
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14541
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15881
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14659
    Nov 07, 2026

ବାଣିଜ୍ୟ

ମାସକରେ କମିଲାଣି ୨୧ ହଜାର ସୁନା

ସର୍ବୋଚ୍ଚ ସ୍ତରରୁ ବହୁ ମାତ୍ରାରେ ଶସ୍ତା ହୋଇଯାଇଛି ସୁନା ଏବଂ ରୁପା । ୫ ଦିନରେ ୧୨ ହଜାର ଟଙ୍କା ପର୍ଯ୍ୟନ୍ତ କମିଛି ସୁନା ଦର । ସେହିଭଳି ମାସକରେ ଦର ପାଖାପାଖି ୨୧ ହଜାର କମିଗଲାଣି । ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ୧୦ ଗ୍ରାମ ପିଛା ୨୨ ଏବଂ ୨୪ କ୍ୟାରେଟ ସୁନା ଦରରେ ଯଥାକ୍ରମେ ୪୭୦୦ ଟଙ୍କା ଏବଂ ୫୧୨୦ ଟଙ୍କା ହ୍ ...

  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

    15785
    Nov 20, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    14105
    Nov 20, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

    15748
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14369
    Nov 18, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡିସେମ୍ବର ୧୬ରେ ନିଜ ଦେଶକୁ ଫେରିବାକୁ ଚାହୁଁଛନ୍ତି ଶେଖ୍ ହସିନା

    15259
    Nov 24, 2026
  • ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ଭାରତୀୟ ଅଭ୍ୟର୍ଥନା

    13680
    Nov 24, 2026
  • ବରଙ୍କୁ ୧-୧ କୋଟି ଟଙ୍କାର ବିଶାଳ ନୋଟ୍ ମାଳ

    15573
    Nov 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In