Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ...

  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ...

  • ଉତ୍ତର ପ୍ରଦେଶରେ ପ୍ରଳୟଙ୍କରୀ ଝଡ଼ ; ୧୦୦ରୁ ...

  • ଅମୂଲ-ମଦର ଡାଏରୀ କ୍ଷୀର 2ଟଙ୍କାକୁ ବୃଦ୍ଧି

  • NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

  • ବଢ଼ିପାରେ ତେଲ ଦର

  • ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ...

  • ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର ...

  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ...

ରାଜ୍ୟ
Home ›› ରାଜ୍ୟ ››ରାଜଧାନୀରେ ଛାଇ ଗଲାଣି ମାଇକ୍ରୋ କଣ୍ଟେନ୍‌ମେଣ୍ଟ

ରାଜଧାନୀରେ ଛାଇ ଗଲାଣି ମାଇକ୍ରୋ କଣ୍ଟେନ୍‌ମେଣ୍ଟ

2022-01-17 08:47:48
15389
Share:
Facebook
Twitter
E-Mail
WhatsApp
Telegram
ରାଜଧାନୀରେ ଛାଇ ଗଲାଣି ମାଇକ୍ରୋ କଣ୍ଟେନ୍‌ମେଣ୍ଟ

ଭୁବନେଶ୍ୱର: ରାଜଧାନୀରେ ଛାଇ ଗଲାଣି ମାଇକ୍ରୋ କଣ୍ଟେନ୍‌ମେଣ୍ଟ । ପୁଳା ପୁଳା ରୋଗୀ ବାହାରିବା ପ୍ରଶାସନ ପାଇଁ ଚିନ୍ତା ବିଷୟ ପାଲଟିଛି । ଏଥି ମଧ୍ୟରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ଏକାଧିକ କର୍ମଚାରୀ ସଂକ୍ରମତି ଚିହ୍ନଟ ହୋଇଛନ୍ତି। ଫଳରେ ଦକ୍ଷିଣ ପୂର୍ବ ଜେନ୍ ପକ୍ଷରୁ ରାଜ୍ୟ ଗ୍ରନ୍ଥାଗାରକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ବିଏମ୍‌ସି। ପଠାଗାରକୁ ସିଲ କରାଯିବା ସହ ବିଶେଷଧନ କରାଯାଇଛି। ସଂକ୍ରମିତ ଚିହ୍ନଟ ହୋଇଥିବା କର୍ମଚାରୀଙ୍କୁ ହୋମ କ୍ବାରେଣ୍ଟାଇନ୍‌ରେ ରହିବାକୁ ବିଏମ୍‌ସି ପକ୍ଷରୁ କୁହାଯାଇଛି।

ପ୍ରକାଶ ଯେ ରାଜ୍ୟରେ କୋଭିଡ ସଂକ୍ରମଣ ହୁ ହୁ ହୋଇ ମାଡ଼ିଚାଲିଛି । ଦୈନିକ ୧୦ ହଜାରୁ ଅଧିକ ସଂକ୍ରମିତ ବାହାରିଛନ୍ତି। ଆକ୍ରାନ୍ତ ବଢୁଥିଲେ ବି ସୁସ୍ଥ ହାର କମ୍‌ ରହିଛି। ୨୪ ଘଣ୍ଟାରେ ୧୦୪୮୯ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୯୮୨ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୬୦୮୨ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୪୪୦୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୪୪୪୦ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Powered by Froala Editor

Tags Contentment zone

Related articles Odisha News Lens 4.1

  • ଉତ୍ତର ପ୍ରଦେଶରେ ପ୍ରଳୟଙ୍କରୀ ଝଡ଼ ; ୧୦୦ରୁ ଅଧିକ ମୃତାହତ
    ଦେଶ-ଦେଶାନ୍ତର

    ଉତ୍ତର ପ୍ରଦେଶରେ ପ୍ରଳୟଙ୍କରୀ ଝଡ଼ ; ୧୦୦ରୁ ଅଧିକ ମୃତାହତ

    14541
    May 14, 2026
  • ଅମୂଲ-ମଦର ଡାଏରୀ କ୍ଷୀର 2ଟଙ୍କାକୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଅମୂଲ-ମଦର ଡାଏରୀ କ୍ଷୀର 2ଟଙ୍କାକୁ ବୃଦ୍ଧି

    13667
    May 14, 2026
  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ
    ମନୋରଞ୍ଜନ

    ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

    13789
    May 13, 2026
  • ବଢ଼ିପାରେ ତେଲ ଦର
    ଦେଶ-ଦେଶାନ୍ତର

    ବଢ଼ିପାରେ ତେଲ ଦର

    14070
    May 13, 2026
  • ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା
    ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା

    13974
    May 13, 2026
  • NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ
    ଦେଶ-ଦେଶାନ୍ତର

    NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

    15299
    May 13, 2026
  • ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ

    14416
    May 13, 2026
  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ
    ଦେଶ-ଦେଶାନ୍ତର

    ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ

    13354
    May 14, 2026
  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ
    ଦେଶ-ଦେଶାନ୍ତର

    ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ

    15527
    May 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

    15299
    May 13, 2026
  • ଦେଶ-ଦେଶାନ୍ତର

    ବଢ଼ିପାରେ ତେଲ ଦର

    14070
    May 13, 2026
  • ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା

    13974
    May 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17472
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17523
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17908
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16356
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15773
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16130
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14572
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15542
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15280
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15398
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15138
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15629
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13953
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ

    15527
    May 13, 2026
  • ଉତ୍ତର ପ୍ରଦେଶରେ ପ୍ରଳୟଙ୍କରୀ ଝଡ଼ ; ୧୦୦ରୁ ଅଧିକ ମୃତାହତ

    14541
    May 14, 2026
  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

    13789
    May 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In