Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏଥର ଗଡ଼ିବନି କେରଳ, ପଶ୍ଚିମବଙ୍ଗ, ତାମିଲନାଡୁ ପ୍ରଜ୍ଞାପନ ମେଢ଼

ଏଥର ଗଡ଼ିବନି କେରଳ, ପଶ୍ଚିମବଙ୍ଗ, ତାମିଲନାଡୁ ପ୍ରଜ୍ଞାପନ ମେଢ଼

2022-01-18 15:07:35
14515
Share:
Facebook
Twitter
E-Mail
WhatsApp
Telegram
ଏଥର ଗଡ଼ିବନି କେରଳ, ପଶ୍ଚିମବଙ୍ଗ, ତାମିଲନାଡୁ ପ୍ରଜ୍ଞାପନ ମେଢ଼

ସାଧାରଣତନ୍ତ୍ର ଦିବସ ପରେଡରେ କେରଳ, ପଶ୍ଚିମବଙ୍ଗ ଏବଂ ତାମିଲନାଡୁର ପ୍ରଜ୍ଞାପନ ମେଢ଼ ଦେଖିବାକୁ ମିଳିବନି। ଗତବର୍ଷ କେରଳ ସରକାରଙ୍କ ପ୍ରସ୍ତାବ ଅଗ୍ରାହ୍ୟ ହୋଇଯାଇଥିବା ବେଳେ ଏଥର ବେଙ୍ଗଲ ମଧ୍ୟ ବାଦ ପଡିଛି। ଏଣୁ ଏହାକୁ ରାଜନୈତିକ ପୂର୍ବାଗ୍ରହ ପ୍ରେରିତ ବୋଲି ଉଭୟ ରାଜ୍ୟ ସରକାର ଅଭିଯୋଗ କରିଛନ୍ତି।

ଏଥର ପଶ୍ଚିମବଙ୍ଗ ସରକାର ସ୍ୱାଧୀନତାର ୭୫ତମ ବାର୍ଷିକ ପାଳନକୁ ନଜରରେ ରଖି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅଧାରିତ ପ୍ରଜ୍ଞାପନ ମେଢ଼ ଲାଗି ପ୍ରସ୍ତାବ ଦେଇଥିବା ବେଳେ କେରଳ ସରକାର ନାରାୟଣ ଗୁରୁ ପ୍ରଜ୍ଞାପନମେଢ ଲାଗି ପ୍ରସ୍ତାବ ଦେଇଥିଲେ। ତେବେ ଉଭୟ ରାଜ୍ୟଙ୍କ ପ୍ରସ୍ତାବ ଅସ୍ୱୀକୃତ ହୋଇଯାଇଛି। ୨୦୨୨ ସାଧରାଣତନ୍ତ୍ର ଦିବସ ପରେଡ ଲାଗି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରୀୟ ମନ୍ତ୍ରାଳୟଙ୍କ ୫୬ଟି ପ୍ରସ୍ତାବ ମିଳିଥିଲା। ଏଥିରୁ ୨୧ଟିକୁ ଚୟନ କମିଟି ସର୍ଟଲିଷ୍ଟ କରିଛନ୍ତି।

ଚଳିତବର୍ଷ ଯେଉଁ ପ୍ରଜ୍ଞାପନ ମେଢ଼ ଗୁଡିକ ରାଜପଥରେ ଦେଖା ଯିବେ ସେଥିରେ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶମାନଙ୍କର ୧୨ ଓ ସାମ୍ବିଧାନିକ ସଂସ୍ଥାଙ୍କର ୯ଟିକୁ ସ୍ୱୀକୃତି ମିଳିଛି। ଏଥର ଗଣତନ୍ତ୍ର ଦିବସ ସମାରୋହର ଥିମ ‘ଆଜାଦୀ କା ଅମୃତ ମହୋତ୍ସବ’ ରଖାଯାଇଛି। ଦେଶ ସ୍ୱୀଧୀନ ହେବାର ୭୫ତମ ବାର୍ଷିକ ଅବସରରେ ଏହି ଥିମ ପ୍ରସ୍ତୁତ କରାଯାଇଛି।

Powered by Froala Editor

Tags republic day

Related articles Odisha News Lens 4.1

  • ସଲମାନଙ୍କ ସହ ଏଥର ଶୋ’ ହୋଷ୍ଟ କରିବେ ଏହି ୩ ସେଲିବ୍ରିଟି
    ମନୋରଞ୍ଜନ

    ସଲମାନଙ୍କ ସହ ଏଥର ଶୋ’ ହୋଷ୍ଟ କରିବେ ଏହି ୩ ସେଲିବ୍ରିଟି

    14115
    Jul 08, 2025
  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....
    ବିଶେଷ

    ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    13542
    Jul 08, 2025
  • ଆଣ୍ଟାର୍କଟିକାରେ ସତର୍କ ସଙ୍କେତ : ତରଳୁଛି ବରଫ, ଲୁଣିଆ ହେଉଛି ପାଣି
    ଦେଶ-ଦେଶାନ୍ତର

    ଆଣ୍ଟାର୍କଟିକାରେ ସତର୍କ ସଙ୍କେତ : ତରଳୁଛି ବରଫ, ଲୁଣିଆ ହେଉଛି ପାଣି

    13742
    Jul 08, 2025
  • ଟ୍ରମ୍ପଙ୍କ ଟାରିଫ୍‍ ଚିଠି: ଏହି ୧୪ଟି ଦେଶ ଉପରେ ଲାଗୁ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଟାରିଫ୍‍ ଚିଠି: ଏହି ୧୪ଟି ଦେଶ ଉପରେ ଲାଗୁ

    13733
    Jul 08, 2025
  • ୩୪ ଲକ୍ଷ ଟଙ୍କାର ରିଅଲ୍ ଇଷ୍ଟେଟ ଠକେଇରେ ମହେଶ ବାବୁଙ୍କୁ ନୋଟିସ୍
    ମନୋରଞ୍ଜନ

    ୩୪ ଲକ୍ଷ ଟଙ୍କାର ରିଅଲ୍ ଇଷ୍ଟେଟ ଠକେଇରେ ମହେଶ ବାବୁଙ୍କୁ ନୋଟିସ୍

    15479
    Jul 07, 2025
  • ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ
    ବିଶେଷ

    ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ

    15669
    Jul 08, 2025
  • ‘କର୍ମ’ ପରେ ଆସୁଛି ଅନୁପମ ପଟ୍ଟନାୟକଙ୍କ ଫିଲ୍ମ ‘ମନ୍ତ୍ରମୁଗ୍ଧ’
    ମନୋରଞ୍ଜନ

    ‘କର୍ମ’ ପରେ ଆସୁଛି ଅନୁପମ ପଟ୍ଟନାୟକଙ୍କ ଫିଲ୍ମ ‘ମନ୍ତ୍ରମୁଗ୍ଧ’

    13944
    Jul 08, 2025
  • ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ
    ରାଜନୀତି

    ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ

    14935
    Jul 08, 2025
  • କୋଚି ବଜାରରେ ଲାଗିଗଲା ନିଆଁ , ୫ ମୃତ
    ଦେଶ-ଦେଶାନ୍ତର

    କୋଚି ବଜାରରେ ଲାଗିଗଲା ନିଆଁ , ୫ ମୃତ

    15345
    Jul 08, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ

    14935
    Jul 08, 2025
  • ବିଶେଷ

    ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ

    15669
    Jul 08, 2025
  • ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଟାରିଫ୍‍ ଚିଠି: ଏହି ୧୪ଟି ଦେଶ ଉପରେ ଲାଗୁ

    13733
    Jul 08, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16611
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16728
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17041
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15529
    Apr 03, 2021

ବିଶେଷ

  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    13542
    Jul 08, 2025
  • ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ

    15669
    Jul 08, 2025
  • ଭଜା ଚଣା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ

    14412
    Jul 07, 2025
  • ଶରୀରକୁ ସୁସ୍ଥ ରଖିବା ପାଇଁ ସହଜ ଟିପ୍ସ....

    15135
    Jul 07, 2025
  • ଶରୀର ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଏହି ୩ ଭିଟାମିନ୍‍

    15536
    Jul 06, 2025

ବାଣିଜ୍ୟ

ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

ବ୍ରାଣ୍ଡ୍‌ ଆୟୋଡିନ ସମ୍ପର୍କରେ ସମଗ୍ର ପୁରୀ, ଭୁବନେଶ୍ୱର, କୋଣାର୍କ ଏବଂ କଟକରେ ସଚେତନତା ସୃଷ୍ଟି କରିବାକୁ ପଥପ୍ରାନ୍ତ ନାଟକର ସୁଯୋଗ ନେଉଛି 

ଭୁବନେଶ୍ୱର: ପୁରୀରେ ‘ଜୟ ଜଗନ୍ନାଥ& ...

  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16404
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14050
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15572
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15551
    Jun 20, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘କର୍ମ’ ପରେ ଆସୁଛି ଅନୁପମ ପଟ୍ଟନାୟକଙ୍କ ଫିଲ୍ମ ‘ମନ୍ତ୍ରମୁଗ୍ଧ’

    13944
    Jul 08, 2025
  • ଆଣ୍ଟାର୍କଟିକାରେ ସତର୍କ ସଙ୍କେତ : ତରଳୁଛି ବରଫ, ଲୁଣିଆ ହେଉଛି ପାଣି

    13742
    Jul 08, 2025
  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    13542
    Jul 08, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In