Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ...

  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ...

  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା ...

  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା ...

  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

  • ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ...

  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ...

  • ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ...

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ...

  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ...

ବିଶେଷ
Home ›› ବିଶେଷ ››ବନାନ୍ତୁ ଗୁଡ଼ କ୍ଷୀରି

ବନାନ୍ତୁ ଗୁଡ଼ କ୍ଷୀରି

2022-01-19 03:05:30
16263
Share:
Facebook
Twitter
E-Mail
WhatsApp
Telegram
ବନାନ୍ତୁ ଗୁଡ଼ କ୍ଷୀରି

 ଆବଶ୍ୟକ ସାମଗ୍ରୀ


ଚାଉଳ – ୧ କପ୍‌ କ୍ଷୀର – ୨ ଲିଟର ଗୁଡ – ୧୨୫ ଗ୍ରାମ୍‌ ଗ୍ରୀନ ଅଳେଳଇଚ – ୪ଟି ସୁଖିଲା ଖୁଆ (କାଜୁ, ବାଦାମ, ପିସ୍ତା) – ୧ କପ୍‌  ଚିରୋଞ୍ଜୀ – ୧ ଚାମଚ୍‌ କେସର – ଚିମୁଟାଏ ଘିଅ

ପ୍ରସ୍ତୁତି ପ୍ରଣାଳୀ 

ଗୁଡ କ୍ଷୀରି ବନାଇବା ପାଇଁ ସର୍ବପ୍ରଥମେ ଚାଉଳକୁ ଭଲଭାବେ ଧୋଇ ୧୦ ମିନିଟ ପାଇଁ ଭିଜାଇ ରଖନ୍ତୁ। ଏବେ ଏକ ବଡ ପାତ୍ର ନେଇ ସେଥିରେ ଏକ ଚାମଚ ଘିଅ ପକାଇ ମିଡିୟମ୍‌ ଆଞ୍ଚରେ ବସାନ୍ତୁ। ଯେତେବେଳେ ଘିଅ ଗରମ ହେବ ସେଥିରେ ଅଳେଇଚ, କ୍ଷୀର ଏବଂ ଅଧା କପ୍‌ ପାଣି ପକାଇ ଗରମ କରନ୍ତୁ। ଯେତେବେଳେ କ୍ଷୀର ଫୁଟିଆସିବ ସେତେବେଳେ ଭିଜାଇ ରଖିଥିବା ଚାଉଳକୁ ଏଥିରେ ପକାଇ ପ୍ରାୟ ୨୦ ମିନିଟ୍‌ ପର୍ଯ୍ୟନ୍ତ ଆଞ୍ଚରେ ବସାନ୍ତୁ।

କ୍ଷୀରି ଆଞ୍ଚରେ ବସିଥିବା ସମୟରେ ଲଗାତର ଚାମଚ ସାହାଯ୍ୟରେ ଚଲାନ୍ତୁ। ଯାହାଦ୍ୱାରା ଏହା ତଳେ ଲାଗିବ ନାହିଁ। ଏବେ ଏଥିରେ କଟା ବାଦାମ୍‌, କାଜୁ ଏବଂ ଚିରୋଞ୍ଜୀ ପକାଇ ୧୦ ମିନିଟ ପର୍ଯ୍ୟନ୍ତ ଆଞ୍ଚରେ ବସାନ୍ତୁ। ଏବେ ଗୁଡକୁ କ୍ଷୀରିରେ ମିଶାଇ ଦିଅନ୍ତୁ ଏବଂ ଭଲଭାବେ ମିକ୍ସ କରନ୍ତୁ। ଏହାପରେ ପ୍ରାୟ ୨-୩ ମିନିଟ ପର୍ଯ୍ୟନ୍ତ ହାଇ ଫ୍ଲେମରେ କ୍ଷୀରିକୁ ବସାଇ ଗ୍ୟାସ ବନ୍ଦ କରିଦିଅନ୍ତୁ। ଏବେ ଆପଣଙ୍କର ଟେଷ୍ଟି ଗୁଡ କ୍ଷୀରି ପ୍ରସ୍ତୁତ ହୋଇଯାଇଛି। ଏଥିରେ ପିସ୍ତା ପକାଇ ଗାର୍ନିସ କରି ସର୍ଭ କରନ୍ତୁ।

Powered by Froala Editor

Tags Recepie

Related articles Odisha News Lens 4.1

  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ
    ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15604
    Sep 22, 2026
  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି
    ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13516
    Sep 23, 2026
  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର
    ଦେଶ-ଦେଶାନ୍ତର

    ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର

    14087
    Sep 23, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...

    15436
    Sep 23, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା
    ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15276
    Sep 23, 2026
  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ
    ଦେଶ-ଦେଶାନ୍ତର

    ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ

    14618
    Sep 23, 2026
  • ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ଚାଲିଗଲା ଜୀବନ

    14670
    Sep 23, 2026
  • ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ମୃତ୍ୟୁ

    14920
    Sep 23, 2026
  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା
    ଦେଶ-ଦେଶାନ୍ତର

    କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

    14496
    Sep 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର

    14087
    Sep 23, 2026
  • ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13516
    Sep 23, 2026
  • ଦେଶ-ଦେଶାନ୍ତର

    ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ମୃତ୍ୟୁ

    14920
    Sep 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17119
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17807
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17780
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18188
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15276
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15063
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14488
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14735
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16366
    Sep 09, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁ ...

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14417
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15613
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15375
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14666
    Sep 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15276
    Sep 23, 2026
  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ: ସୁପ୍ରିମକୋର୍ଟ

    14019
    Sep 23, 2026
  • ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ଚାଲିଗଲା ଜୀବନ

    14670
    Sep 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In