Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ...

  • ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା ...

  • ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ...

  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ...

  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ...

  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

ରାଜ୍ୟ
Home ›› ରାଜ୍ୟ ››ଆଜି ରାଜ୍ୟରେ ୬ମୁଣ୍ଡ ନେଲା କରୋନା

ଆଜି ରାଜ୍ୟରେ ୬ମୁଣ୍ଡ ନେଲା କରୋନା

2022-01-19 06:22:56
15311
Share:
Facebook
Twitter
E-Mail
WhatsApp
Telegram
ଆଜି ରାଜ୍ୟରେ ୬ମୁଣ୍ଡ ନେଲା କରୋନା


ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହୁ ହୁ ହୋଇ ବଢୁଥିବାବେଳେ, କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଆଜି ରାଜ୍ୟରେ ୧୧ହଜାର ୬୦୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୬ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲରୁ ଜଣେ, ଭଦ୍ରକରୁ ଜଣେ, ଜଗତସିଂହପୁରରୁ ଜଣେ ଓ ଝାରସୁଗୁଡାରୁ ଜଣେ ଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୪୯୪କୁ ବୃଦ୍ଧି ପାଇଛି ।
ଆଜି କରୋନାରୁ ସୁସ୍ଥ ହୋଇଛନ୍ତିି ୭୭୪୫ଜଣ । ଏହାକୁ ମିଶାଇ ଏବେ ସୁଦ୍ଧା ୧୦ ଲକ୍ଷ ୭୩ହଜାର ୭୭୭ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେବି ୮୪ହଜାର ୭୭୦ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

ଗତ ୨୪ଘଣ୍ଟାରେ ୧୧ହଜାର୬୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୬୭୨୮ଜଣ ରହିଥିବାବେଳେ  ୮୪୭୯ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୯୯୧ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।

Powered by Froala Editor

Tags Corona

Related articles Odisha News Lens 4.1

  • ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି
    ଦେଶ-ଦେଶାନ୍ତର

    ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି

    13961
    Jul 10, 2026
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15395
    Jul 09, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13731
    Jul 08, 2026
  • ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ
    ଦେଶ-ଦେଶାନ୍ତର

    ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ

    14157
    Jul 10, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14351
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15786
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15487
    Jul 08, 2026
  • କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ
    ଅପରାଧ

    କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ

    13679
    Jul 10, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14699
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ

    14157
    Jul 10, 2026
  • ଦେଶ-ଦେଶାନ୍ତର

    ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ସ୍ଲୋଗାନ

    15620
    Jul 09, 2026
  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13731
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18036
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15462
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15595
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15400
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15266
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14690
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15839
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13815
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14929
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    14351
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15786
    Jul 08, 2026
  • ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ

    14157
    Jul 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In