Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ...

  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ...

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ...

  • ରୁପା ଆମଦାନୀରେ କଟକଣା

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ...

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ...

Home ›› ››ଚିଡ଼ିଆଖାନାରେ ପଶିଲା କରୋନା, ଆକ୍ରାନ୍ତ ହେଲେ ୩ ସିଂହ

ଚିଡ଼ିଆଖାନାରେ ପଶିଲା କରୋନା, ଆକ୍ରାନ୍ତ ହେଲେ ୩ ସିଂହ

2022-01-19 07:49:02
15784
Share:
Facebook
Twitter
E-Mail
WhatsApp
Telegram
ଚିଡ଼ିଆଖାନାରେ ପଶିଲା କରୋନା, ଆକ୍ରାନ୍ତ ହେଲେ ୩ ସିଂହ

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାର ଏକ ଘରୋଇ ଚିଡ଼ିଆଖାନାରେ କରୋନା ପଶିଛି । ସେଠାରେ ଥିବା ୩ ସିଂହ କୋଭିଡ୍ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ନମୁନାର ଜିନୋମ୍ ସିକ୍ୱେନ୍ସିଂ କରାଯାଇଥିଲା । ଏଥିରୁ ସ୍ପଷ୍ଟ ହୋଇଛି ସିଂହଗୁଡ଼ିକ ଡେଲ୍ଟା ଭାରିଆଣ୍ଟରେ ସଂକ୍ରମିତ ହୋଇଛନ୍ତି ।

ଚିଡ଼ିଆଖାନାର ଜଣେ କର୍ମଚାରୀଙ୍କ କହିବା ଅନୁଯାୟୀ, ପାଖାପାଖି ୧୫ ଦିନ ହେବ ସିଂହଗୁଡ଼ିକର ଶ୍ୱାସକ୍ରିୟା ଜନିତ ସମସ୍ୟା ଦେଖା ଦେଇଥିଲା । ଶୁଖିଲା କାଶ ଭଳି ଲକ୍ଷଣ ପ୍ରକାଶ ପାଇଥିଲା । ସେମାନେ ଅସୁସ୍ଥ ହୋଇ ଯାଇଥିଲେ । ଯାହାକୁ ନେଇ କର୍ମଚାରୀମାନେ ଚିନ୍ତାରେ ପଡ଼ିଥିଲେ । ତୁରନ୍ତ ନମୁନା ପରୀକ୍ଷା କରାଯାଇଥିଲା । ଯେଉଁଥିରୁ ସେମାନେ କୋଭିଡ୍ ସଂକ୍ରମିତ ହୋଇଥିବା ସ୍ପଷ୍ଟ ହୋଇଛି । ଏବେ ସେମାନଙ୍କ ଉପରେ ତୀକ୍ଷ୍ମ ନଜର ରଖାଯାଇଛି । କର୍ମଚାରୀମାନେ ମଧ୍ୟ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି । ଏକ ଡାକ୍ତରୀ ଟିମ୍ ସିଂହଗୁଡ଼ିକର ଚିକିତ୍ସା ଜାରି ରଖିଛନ୍ତି । ସେମାନଙ୍କୁ ଔଷଧ ଓ ଆବଶ୍ୟକ ଚିକିତ୍ସା ଯୋଗାଇ ଦିଆଯାଉଛି । ଏବେ ସିଂହଗୁଡ଼ିକର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଚିଡ଼ିଆଖାନା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

୨୦୨୧ରେ ଦକ୍ଷିଣ ଆଫ୍ରିକାରେ କରୋନାର ତୃତୀୟ ଲହର ସମୟରେ ଚିଡିଆଖାନାର ତିନୋଟି ସିଂହ ଅସୁସ୍ଥ ହୋଇଥିଲେ । ସେମାନଙ୍କୁ ମଧ୍ୟ ସେତେବେଳେ କରୋନା ହୋଇଥିଲା। ଏବେ ଆଉ କିଛି ସିଂହ ପୁଣି ଥରେ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଯଦି ସିଂହମାନେ ଅଧିକ ସମୟ ଯାଏଁ ସଂକ୍ରମିତ ରୁହନ୍ତି ତେବେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡି ପାରେ । ଏକ ନୂଆ ରୋଗ ଜନ୍ମ ନେଇପାରେ । ସଂକ୍ରମିତ ସିଂହ ଗୁଡିକୁ ପ୍ରାଣୀଉଦ୍ୟାନ ଭିତରେ ଅଲଗା ରଖାଯାଇଛି ।

Powered by Froala Editor

Tags lion tested covid positive

Related articles Odisha News Lens 4.1

  • ରୁପା ଆମଦାନୀରେ କଟକଣା
    ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14699
    May 17, 2026
  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି

    13463
    May 17, 2026
  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା
    ଦେଶ-ଦେଶାନ୍ତର

    ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା

    15378
    May 17, 2026
  •  ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ
    ଦେଶ-ଦେଶାନ୍ତର

    ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13908
    May 16, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15026
    May 17, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14833
    May 16, 2026
  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର
    ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15521
    May 17, 2026
  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

    14271
    May 17, 2026
  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13563
    May 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି

    13463
    May 17, 2026
  • ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13563
    May 17, 2026
  • ଦେଶ-ଦେଶାନ୍ତର

    ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13908
    May 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17479
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17529
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17915
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16363
    Apr 03, 2021

ବିଶେଷ

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15026
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14830
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15330
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16042
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16212
    May 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15404
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15143
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15635
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13963
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15521
    May 17, 2026
  • ରୁପା ଆମଦାନୀରେ କଟକଣା

    14699
    May 17, 2026
  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି

    13463
    May 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In