Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର ...

  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ...

  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ...

  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ...

  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ...

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ...

  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ...

ରାଜ୍ୟ
Home ›› ରାଜ୍ୟ ››ଆଜି ଦେଶରେ କରୋନା ନେଲା ୪୪୧ମୁଣ୍ଡ

ଆଜି ଦେଶରେ କରୋନା ନେଲା ୪୪୧ମୁଣ୍ଡ

2022-01-19 08:20:31
13793
Share:
Facebook
Twitter
E-Mail
WhatsApp
Telegram
ଆଜି ଦେଶରେ କରୋନା ନେଲା ୪୪୧ମୁଣ୍ଡ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହେଲାଣି କରୋନା ଗ୍ରାଫ । ହୁ ହୁ ହୋଇ ବୃଦ୍ଧି ପାଉଛି ଦୈନିକ ସଂକ୍ରମଣ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୨ଲକ୍ଷ ୮୨ହଜାର  ୯୭୦କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୪୪୧ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ଲକ୍ଷ ୮୭ହଜାର ୨୦୨କୁ ବୃଦ୍ଧି ପାଇଛି ।

 
 ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲା ୧୮ଲକ୍ଷ ପାର୍ କରିଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୧୮ଲକ୍ଷ ୩୧ହଜାରରେ ପହଞ୍ଚିଛି । ଆଜି ଦେଶରେ କରୋନାରୁ ସୁସ୍ଥ ହୋଇଛନ୍ତି ୧ଲକ୍ଷ ୮୮ହଜାର ୧୭୫ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଦେଶରେ କରୋନାରୁ ସୁସ୍ଥ ହେଲେଣି  ୩କୋଟି ୫୫ଲକ୍ଷ ୮୩ହଜାର ୩୯ଜଣ । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି ।

Powered by Froala Editor

Tags Corona

Related articles Odisha News Lens 4.1

  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା
    ଦେଶ-ଦେଶାନ୍ତର

    ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

    14241
    May 13, 2026
  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ
    ମନୋରଞ୍ଜନ

    ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

    13552
    May 13, 2026
  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...
    ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...

    13619
    May 12, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା
    ବିଶେଷ

    ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15529
    May 12, 2026
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...
    ଦେଶ-ଦେଶାନ୍ତର

    ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...

    14003
    May 12, 2026
  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ
    ଦେଶ-ଦେଶାନ୍ତର

    ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    15029
    May 12, 2026
  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ

    13481
    May 13, 2026
  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା
    ଦେଶ-ଦେଶାନ୍ତର

    ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

    13615
    May 13, 2026
  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ
    ଦେଶ-ଦେଶାନ୍ତର

    ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ

    15284
    May 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15529
    May 12, 2026
  • ଦେଶ-ଦେଶାନ୍ତର

    ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

    13615
    May 13, 2026
  • ଦେଶ-ଦେଶାନ୍ତର

    ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ

    15284
    May 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17471
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17521
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17879
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16352
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15529
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16103
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14545
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15514
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15251
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15135
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13948
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15529
    May 12, 2026
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ଅଧ୍ୟାୟକୁ ପ୍ରବେଶ କଲା

    14003
    May 12, 2026
  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    15029
    May 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In