Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

  • ନିଶ୍ଚିତ ଭାବରେ ତାମିଲନାଡୁର ...

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ...

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

Home ›› ››ପାହାଡ଼କୁ ପଥର ଫିଙ୍ଗି କରାଯାଏ ଲିଙ୍ଗ ନିରୂପଣ

ପାହାଡ଼କୁ ପଥର ଫିଙ୍ଗି କରାଯାଏ ଲିଙ୍ଗ ନିରୂପଣ

2022-01-20 05:54:36
14576
Share:
Facebook
Twitter
E-Mail
WhatsApp
Telegram
ପାହାଡ଼କୁ ପଥର ଫିଙ୍ଗି କରାଯାଏ ଲିଙ୍ଗ ନିରୂପଣ

ସାନୋଗ୍ରାଫି ସହାୟତାରେ ଗର୍ଭସ୍ଥ ଶିଶୁର ଲିଙ୍ଗ ନିରୂପଣ କରାଯାଉଥିବା ବେଳେ ଭାରତରେ ଏହା ବେଆଇନ ଅଟେ । ଏକବିଂଶ ଶତାବ୍ଦୀରେ ପହଞ୍ଚି ମଧ୍ୟ କେତେକ ବର୍ଗ ପୁତ୍ର ସନ୍ତାନକୁ ପ୍ରାଧାନ୍ୟ ଦେଉଛନ୍ତି । ଆମ ଦେଶରେ ଶିଶୁର ଲିଙ୍ଗ ନିରୂପଣ ଆଇନ ଖୁବ କଡ଼ା ଭାବେ ପାଳନ କରାଯାଉଥିବା ବେଳେ ଏପରି ସ୍ଥଳେ ଲୋକ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଅନ୍ୟ ଦିଗରେ ଆଗଉଥିବାର ଦେଖାଯାଉଛି । ଝାଡ଼ଖଣ୍ଡର ଲୋହରାଦଗାସ୍ଥିତ ଏକ ଗ୍ରାମ ହେଉଛି ଖୁଖରା । ସେଠାରେ ଥିବା ଏକ ପାହାଡ଼କୁ ପଥର ଫିଙ୍ଗି ଲୋକେ ଜାଣିପାରନ୍ତି ଗର୍ଭସ୍ଥ ଶିଶୁ କନ୍ୟା କିମ୍ବା ପୁତ୍ର । ଅଧିକାଂଶ ପରିବାର ଗୋପନୀୟ ଭାବେ ଏଠାକୁ ଆସି ପାହାଡ଼କୁ ପଥର ଫିଙ୍ଗୁଥିବାର ସ୍ଥାନୀୟଲୋକଙ୍କ ମତ । ସେଠାରେ ଜନୈକ ବୃଦ୍ଧ ମହିଳାଙ୍କ କହିବାନୁସାରେ, ୪୦୦ ବର୍ଷ ତଳର ଏକ ପୁରାତନ ପରମ୍ପରା । ପ୍ରତିଦିନ ଗର୍ଭବତୀ ମହିଳାମାନେ ଏଠାକୁ ନିଜ ପରିବାର ସହ ଆସନ୍ତି । ପାହାଡର ପୂର୍ବାନୁମାନ ସତ ହୋଇଥିବାର ସେଠାର ଲୋକଙ୍କ ମତ । ଘଟଣାଟି ପ୍ରଚାର ହେବା ପରେ କେତେ ଜଣ ‘ଲିଙ୍ଗ ନିରୂପଣ’ ନ୍ୟାୟ ବିରୋଧ କରିବା ସ୍ୱର ଉତ୍ତୋଳନ କରିଥିଲେ । ଏହା ପରଠାରୁ ଗର୍ଭବତୀ ମହିଳାଙ୍କୁ ପରିବାର ଲୋକ ବିଳମ୍ବିତ ପ୍ରହରରେ ପାହାଡ଼ ନିକଟକୁ ଆଣୁଥିବାର ମହିଳା ଶାନ୍ତି ଦେବୀ କହିଛନ୍ତି । ପାହାଡ଼ର ଚନ୍ଦ୍ରମା ଆକୃତି ହୋଇଥିବାର ମଝିରେ ଯଦି ପଥର ବାଜିଲା, ତେବେ ଗର୍ଭସ୍ଥ ଶିଶୁ ପୁଅ । ଯଦି ଚନ୍ଦ୍ରମାର ସ୍ଥାନ ବାହାରେ ପଥର ବାଜେ, ଗର୍ଭସ୍ଥ ଶିଶୁ ଝିଅ । ଏଭଳି ଉପାୟରେ ଲିଙ୍ଗ ନିରୂପଣ କରୁଥିବା ଲୋକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଦରକାର ।

Powered by Froala Editor

Tags See determine by throwing stone

Related articles Odisha News Lens 4.1

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ
    ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15251
    Feb 27, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13911
    Feb 26, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....
    ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14168
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ
    ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14082
    Feb 27, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14459
    Feb 26, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13579
    Feb 27, 2026
  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ
    ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13511
    Feb 28, 2026
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍
    ଦେଶ-ଦେଶାନ୍ତର

    ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14643
    Feb 28, 2026
  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ
    ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14686
    Feb 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14082
    Feb 27, 2026
  • ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14686
    Feb 27, 2026
  • ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13511
    Feb 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17354
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17769
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14168
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14082
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14152
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15402
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15913
    Feb 23, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15120
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14971
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14484
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16099
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15402
    Feb 28, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14168
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14082
    Feb 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In